Posted inଜାତୀୟ

ସୁରକ୍ଷିତ ନୁହେଁ ଜଙ୍ଗଲ ରାଜା: ୭ ବର୍ଷରେ ଶିକାରୀ ଗୁଳିରେ ୨ ଶହ ୨୨ ମୃତ; ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ,୮।୭: ଜଙ୍ଗଲର ରାଜା ବାଘକୁ ସୁରକ୍ଷା ମିଳିପାରୁନି। ୨୦୧୨ରୁ ୨୦୧୮ ମଧ୍ୟରେ ଗତ ୭ ବର୍ଷରେ ଦେଶରେ ମୋଟ ୬ ଶହ ୫୭ ବାଘଙ୍କ ମୃତ୍ୟୁ ହୋଇଛି। ସେଥିମଧ୍ୟରୁ ଶିକାରୀ ଗୁଳିରେ ୨ ଶହ ୨୨ ବାଘଙ୍କ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ମଧ୍ୟପ୍ରଦେଶରେ ସର୍ବାଧିକ ୪୧ ବାଘଙ୍କୁ ଶିକାର କରାଯାଇଛି। ଏନେଇ ଜାତୀୟ ବାଘ ସଂରକ୍ଷଣ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ମଧ୍ୟପ୍ରଦେଶରେ ଏହି ସମୟରେ ଶହେ ୪୧ ବାଘଙ୍କ ମୃତ୍ୟୁ ହୋଇଥିବାବେଳେ ୭୮ ବାଘଙ୍କ ମୃତ୍ୟୁ ସ୍ବାଭାବିକ ଭାବେ ହୋଇଥିବା ରିପୋର୍ଟ ଦର୍ଶାଯାଇଛି। ୨୦୧୭ରେ ଏଠାରେ ୧୪ ବାଘଙ୍କୁ ଶିକାର କରାଯାଇଥିଲା। କାହ୍ନା ଏବଂ ପେଞ୍ଚ୍‌ ଜାତୀୟ ବନ୍ୟ ପ୍ରାଣୀ ଉଦ୍ୟାନରେ ଅଧିକ ସଂଖ୍ୟକ ବାଘଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ କୁହାଯାଇଛି। ଫସଲ ସୁରକ୍ଷା ପାଇଁ ଚାଷୀମାନେ ବ୍ୟବହାର କରୁଥିବା ବିଦ୍ୟୁତ୍‌ ତାର ଯୋଗୁ ବାଘଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ରିପୋର୍ଟରେ ପ୍ରକାଶ ପାଇଛି।


All Right Reserved By

ଭାଜପା ପାର୍‌ କଲା ୩ଶହ ମାଇଲ୍‌ ଖୁଣ୍ଟ: ୩୨୯ ଆସନରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଭାଜପା ୩ଶହ ମାଇଲ୍‌ ଖୁଣ୍ଟ ଅତିକ୍ରମ କରିଛି। ସକାଳ ସାଢ଼େ ୧୦ଟା ସୁଦ୍ଧା ୫୪୨ ଲୋକ ସଭା ଆସନ ମଧ୍ୟରୁ ଗଣତି ହୋଇଥିବା ୫୩୭...

ଜଷ୍ଟିସ୍‌ କୁରେଶୀଙ୍କ ପଦୋନ୍ନତି ଅଟକାଉଛି କେନ୍ଦ୍ର

ନୂଆଦିଲ୍ଲୀ,୨୨ା୬: ନ୍ୟାୟପାଳିକାର ନିରପେକ୍ଷତା ଲାଗି ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତରଖାଯିବା ଉଚିତ ବୋଲି ବିଭିନ୍ନ ସମୟରେ ମତପ୍ରକାଶ ପାଇଆସୁଛି। ଏହା ସତ୍ତ୍ୱେ ନ୍ୟାୟପାଳିକା ଯେ ରାଜନୈତିକ...

୩୭୦ ଉଚ୍ଛେଦକୁ ସମର୍ଥନ କଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୮।୮:ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ କଂଗ୍ରେସ ଦୁଇ ଫାଳ ହୋଇଯାଇଛି। କିଛି ନେତା ଏହାକୁ ସମର୍ଥନ କରୁଥିଲାବେଳେ ଆଉ କିଛି ନେତା ଏହାକୁ ବିରୋଧ...

ଚର୍ମ କର୍କଟ ଉପରେ ଗବେଷଣା: ପ୍ରଫେସରଙ୍କୁ ୮୨ ଲକ୍ଷ ଫେଲୋଶିପ୍‌

ରାୟପୁର,୨୪।୪: ଛତିଶଗଡ଼ ରାୟପୁର ସ୍ଥିତ ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଅମ୍ବର ବ୍ୟାସ୍‌ଙ୍କୁ ଚର୍ମ କର୍କଟ ଉପରେ ଗବେଷଣା ପାଇଁ ୮୧ ଲକ୍ଷ...

ଇସ୍ରୋ ଅଧ୍ୟକ୍ଷ ଶିବନଙ୍କୁ ମିଳିଲା କଲାମ ପୁରସ୍କାର

ଚେନ୍ନାଇ,୨୨।୮: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ଅଧ୍ୟକ୍ଷ ଡ. କେ ଶିବନଙ୍କୁ ଡ.ଏପିଜେ ଅବଦୁଲ କଲାମ ପୁରସ୍କାର ମିଳିଛି। ତାମିଲନାଡୁ ସରକାରଙ୍କ ଦ୍ୱାରା ତାଙ୍କୁ ଏହି...

ମୁଖ୍ୟମନ୍ତ୍ରୀଙ୍କ ବଙ୍ଗଳାକୁ ଖିଲାପକାରୀ ଘୋଷଣା କଲା ବିଏମ୍‌ସି

ମୁମ୍ବାଇ,୨୪।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କ ବଙ୍ଗଳା ‘ବର୍ଷା’କୁ ବ୍ରିହାନମୁମ୍ବାଇ ମ୍ୟୁନସିପାଲ କର୍ପୋରେଶନ(ବିଏମ୍‌ସି) ଖିଲାପକାରୀ ଘୋଷଣା କରିଛନ୍ତି। ଏହି ବଙ୍ଗଳା ଉପରେ ୭ଲକ୍ଷ ୪୪ ହଜାର...

ପଶ୍ଚିମବଙ୍ଗ ହିଂସାକୁ ନେଇ ରାଜ୍ୟପାଳ ଡାକିଲେ ସର୍ବଦଳୀୟ ବୈଠକ

କୋଲକାତା,୧୩।୬: ଲୋକ ସଭା ନିର୍ବାଚନ ସମୟରୁ ପଶ୍ଚିମବଙ୍ଗରେ ଲାଗି ରହିଥିବା ରାଜନୈତୀକ ହିଂସା ଥିମିବାର ନାଁ ନେଉନି। ଏହା ବେଳକୁ ବେଳ ଉଗ୍ର ହେଉଥିବାରୁ ରାଜ୍ୟପାଳ...

ଭାଜପା ବିଧାୟକଙ୍କ ଦାଦାଗିରି: ସରକାରୀ ଅଧିକାରୀଙ୍କୁ କହିଲେ, ତୁମେ ଚାକିରି କରିପାରିବ ନାହିଁ

ଭୋପାଳ, ୨୭।୬: ମଧ୍ୟପ୍ରଦେଶରେ ଭାରତୀୟ ଜନତା ପାର୍ଟି ବିଧାୟକ ଆକାଶ ବିଜୟବର୍ଗୀୟ ଜଣେ ସରକାରୀ ଅଧିକାରୀଙ୍କୁ ପିଟି ଗିରଫ ହେବାର ଗୋଟିଏ ଦିନ ପରେ ପୁଣି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *