Posted inଜାତୀୟ

ବସ୍‌ରେ ହିନ୍ଦୀ ଲେଖାକୁ ବିରୋଧ କଲା ଡିଏମକେ

ଚେନ୍ନାଇ, ୮।୭: ଦକ୍ଷିଣ ଭାରତରେ ହିନ୍ଦୀ ଭାଷାକୁ ନେଇ ତୀବ୍ର ବିରୋଧ ଆରମ୍ଭ ହୋଇଯାଇଛି। ବସ୍‌ଗୁଡିକରେ ହିନ୍ଦୀ ଲେଖାକୁ ବିରୋଧ କରି ଡିଏମକେ ନେତ୍ରୀ କାନିମୋଝି ତାମିଲ ଭାଷାର ମହତ୍ତ୍ୱ କମ କରିବା ପାଇଁ ପ୍ରୟାସ ଚାଲିଛି ବୋଲି ସେ କହିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କୁ ନିନ୍ଦା କରିଛନ୍ତି। ତାମିଲନାଡୁ ସରକାର କେନ୍ଦ୍ର ସରକାରଙ୍କ ସହ ମିଶି ରାଜ୍ୟରୁ ତାମିଲ ଭାଷାକୁ ଦବାଇ ଦେବା ପାଇଁ ଚେଷ୍ଟା କରାଯାଉଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ସ୍କୁଲରେ ହିନ୍ଦୀକୁ ତୃତୀୟ ଭାଷା ଭାବେ ବାଧ୍ୟତାମୂଳକ କରିବାକୁ ନିର୍ଦ୍ଦେଶ ଦେଇଥିଲେ କେନ୍ଦ୍ର ସରକାର। ଏହି ନିର୍ଦ୍ଦେଶକୁ ଦକ୍ଷିଣ ଭାରତରେ ତୀବ୍ର ବିରୋଧ କରାଯାଇଥିଲା। ଡିଏମକେ ମୁଖ୍ୟ ଷ୍ଟାଲିନ କହିଥିଲେ, ତାମିଲମାନଙ୍କ ରକ୍ତରେ ହିନ୍ଦୀ ରହିବ ନାହିଁ। ତାମିଲନାଡୁରେ ହିନ୍ଦୀ ପଢାଇବାକୁ ବାଧ୍ୟ କରିବା ନିର୍ଦ୍ଦେଶ ବହୁ ମୂଲ୍ୟ ଦେବାକୁ ପଡିବ। କେନ୍ଦ୍ର ସରକାର ଏହି ନିଷ୍ପତ୍ତିରୁ ଦୂରେଇ ରୁହନ୍ତୁ।


All Right Reserved By

‘ତିତଲି’ଠାରୁ ଭୟଙ୍କର ହେବ ‘ଫନୀ’

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୪: ବାତ୍ୟା ‘ଫନୀ’କୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଏହା ଓଡ଼ିଶା ଉପକୂଳର ପୁରୀଠାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶାର ଉପକୂଳ ଅଞ୍ଚଳ...

ଏକାଧିକ ଥର ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ସ୍ବାଧୀନ ଭାରତରେ ନରେନ୍ଦ୍ର ମୋଦିଙ୍କୁ ମିଶାଇ ୧୫ ଜଣ ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି। ପଣ୍ଡିତ ଜବାହରଲାଲ ନେହେରୁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ହୋଇଥିବା ବେଳେ ଗୁଲଜାରିଲାଲ୍‌ ନନ୍ଦାଙ୍କୁ...

ବମ୍ବେ ଆଇଆଇଟି ଶ୍ରେଣୀ କକ୍ଷରେ ପାଠପଢ଼ା ସମୟରେ ପଶିଲା ବୁଲା ଗାଈ: ସୋସିଆଲ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୨୯।୭: ବମ୍ବେ ଆଇଆଇଟିର ଶ୍ରେଣୀ କକ୍ଷରେ ପାଠପଢ଼ା ଚାଲିଥିବା ସମୟରେ ଏକ ବୁଲା ଗାଈ ହଠାତ୍‌ ପଶିଥିବା ଘଟଣା ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ...

କ୍ୟାବିନେଟ ବୈଠକରେ ଯୋଗଦେଲେନି ସିଦ୍ଧୁ

ଅମୃତସର, ୬।୬: ଭାଜପା ଛାଡି କଂଗ୍ରେସ ଯୋଗ ଦେବା ପରେ ନବଜୋତ ସିଂ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା...

ଝାଡ଼ଖଣ୍ଡ ଭିଡ଼ହିଂସା: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ରିପୋର୍ଟରୁ ଫିଟିଲା ଗୁମର:ତବ୍‌ରେଜ୍‌ଙ୍କୁ ଚିକିତ୍ସା ପାଇଁ ମନାକରିଥିଲା ପୋଲିସ

ନୂଆଦିଲ୍ଲୀ,୨୮।୬:ଝାଡ଼ଖଣ୍ଡ ଭିଡ଼ହିଂସାରେ ପ୍ରାଣ ହରାଇଥିବା ମୁସ୍‌ଲିମ୍‌ ଯୁବକ ତବ୍‌ରେଜ୍‌ ଅନ୍‌ସାରୀଙ୍କୁ ଆକ୍ରମଣ ପରେ ପୋଲିସ ଚିକିତ୍ସା କରାଇ ନ ଥିଲା। ରାତିସାରା ମାଡ଼ଖାଇବା ପରେ ଲହୁଲୁହାଣ...

ଇ-ବର୍ଜ୍ୟ ଆକଳନ ଲାଗି ବ୍ୟବସ୍ଥା ନାହିଁ: ଭର୍ତ୍ତୃହରିଙ୍କ ପ୍ରଶ୍ନରେ ପରିବେଶ ମନ୍ତ୍ରୀଙ୍କ ଉତ୍ତର

ନୂଆଦିଲ୍ଲୀ,୨୩ା୬: ଦେଶରେ ଇ-ବର୍ଜ୍ୟ ବିପଜ୍ଜନକ ଭାବେ ବୃଦ୍ଧି ପାଉଥିବା ଜାତିସଂଘ ରିପୋର୍ଟରେ ସତର୍କ କରାଇଦିଆଯିବା ସତ୍ତ୍ୱେ ଏହାର ଆକଳନ ପାଇଁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି...

ସର୍ବବୃହତ୍‌ ଉଠା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ହାଇଦ୍ରାବାଦ,୨୨ା୬(ପି.ଟି.) : ବିଶ୍ୱର ସର୍ବବୃହତ୍‌ ବହୁମୁଖୀ ଉଠା ଜଳସେଚନ ପ୍ରକଳ୍ପ କାଲେଶ୍ୱରମ୍‌ (କେଏଲ୍‌ଆଇପି)କୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର) ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ଏହି...

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *