Posted inଜାତୀୟ

ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ନେଲେ ଏସ୍‌ ଜୟଶଙ୍କର

ନୂଆଦିଲ୍ଲୀ,୮।୭: ଗୁଜରାଟରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ସୋମବାର ରାଜ୍ୟ ସଭା ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଜୟଶଙ୍କର ଓ ଦଳର ଆନ୍ୟଜଣେ ସହଯୋଗୀ ଯୁଗଳ ଜି ଠାକୁର ଗୁଜରାଟର ୨ଟି ରାଜ୍ୟ ସଭା ଆସନ ଲାଗି ବିଜୟି ଘୋଷିତ ହୋଇଥିଲେ।


All Right Reserved By

ଦୁର୍ଘଟଣାରୁ ପୋଲିସ-ଅଟୋ ଡ୍ରାଇଭର ମୁହାଁମୁହିଁ

ନୂଆଦିଲ୍ଲୀ,୧୮ା୬: ଦିଲ୍ଲୀର ମୁଖାର୍ଜୀ ନଗରରେ ଜଣେ ଅଟୋ ଡ୍ରାଇଭର୍‌ ଓ ପୋଲିସ ମଧ୍ୟରେ ବଚସାରୁ ଲଙ୍କାକାଣ୍ଡ ସୃଷ୍ଟି ହୋଇଛି। ପୋଲିସ ଗାଡ଼ି ଓ ଅଟୋ ମଧ୍ୟରେ...

ଭୋକିଲା ଗାଈ ଶବାଧାରରେ ସାମିଲ ହେଲେ ସାଧୁସନ୍ଥ

ଜୟପୁର, ୧୩।୬: ରାଜସ୍ଥାନ ବାରମେର ଜିଲାରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ଭୋକିଲା ଗାଈର ମୃତ୍ୟୁକୁ ବିରୋଧ ପ୍ରଦର୍ଶନ କରି ବହୁ ସାଧୁସନ୍ଥ ରାଜରାସ୍ତାକୁ...

ବନ୍ୟାଞ୍ଚଳ ବୁଲି ଦେଖିଲେ ଅମରିନ୍ଦର

ପଟିଆଲା,୨୩।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଙ୍ଗଳବାର ବନ୍ୟା ପ୍ରଭାବିତ ପଟିଆଲା ଓ ସନଗୁର ଅଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି। ଲଗାଣ ବର୍ଷା ଫଳରେ...

୩ ଜୈଶ୍‌ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୭।୫(ପି.ଟି.):ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗୁରୁବାର ସୁରକ୍ଷା ବଳର ଏନ୍‌କାଉଣ୍ଟରରେ ଜୈଶ୍‌-ଇ-ମହମ୍ମଦ(ଜେଇଏମ୍‌)ର ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁଳି ବିନିମୟ ବେଳେ ଜଣେ ଯବାନ ଶହୀଦ ହୋଇଥିବାବେଳେ...

ଭାରତରେ ୫-ଜି ସୁବିଧା ମିଳିବାରେ ହେବ ବିଳମ୍ବ !

ନୂଆଦିଲ୍ଲୀ,୨।୬: ଭାରତରେ ୫-ଜି ସୁବିଧା ମିଳିବାରେ ବିଳମ୍ବ ହେବାର ସମ୍ଭାବନା ରହିଛି। ଦେଶରେ ମୋବାଇଲ୍‌ ଇନଫ୍ରାଷ୍ଟକଚର କାର୍ଯ୍ୟ ଧୀରେ ଧୀରେ ହେଉଥିବାରୁ ୨୦୨୦ ସୁଦ୍ଧା ମଧ୍ୟ...

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ନୂଆଦିଲ୍ଲୀ,୨୩।୪: ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ୧୪ଟି ସ୍ଥାବର ସମ୍ପତ୍ତିର ନିଲାମ କରାଯିବା ପାଇଁ ଯୋଜନା କରାଯାଉଛି। ଆଣ୍ଟି ସ୍ମଗଲିଙ୍ଗ୍‌ ଏଜେନ୍ସି ସାଫେମା(ସ୍ମଗଲିଙ୍ଗ୍‌ ଆଣ୍ଡ...

କନଷ୍ଟେବଳଙ୍କ ସାହସିକତା: ଅଣ୍ଟାଏ ବନ୍ୟା ପାଣିରେ ୨ବାଳିକାଙ୍କୁ ଦେଢ କିଲୋମିଟର କାନ୍ଧରେ ବୋହିଲେ

ଗାନ୍ଧିନଗର,୧୧।୮: ଗୁଜରାଟରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ଧାରଣ କରିଥିବା ବେଳେ ପ୍ରତିଦିନ ଏଠାକାର ଉଦ୍ଧାରକାରୀ ଦଳଙ୍କର କିଛି ନା କିଛି ହୃଦୟସ୍ପର୍ଶୀ ଫଟୋ ଓ...

ଆଜି ନାମାଙ୍କନପତ୍ର ଦାଖଲ କରିବେ ମନମୋହନ

ଜୟପୁର, ୧୩ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ରାଜ୍ୟ ସଭା ଉପନିର୍ବାଚନ ଲାଗି ରାଜସ୍ଥାନରୁ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବେ ବୋଲି ରାଜ୍ୟ କଂଗ୍ରେସ ଉପାଧ୍ୟକ୍ଷ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *