ସାହିଦଙ୍କ ସହ କାମ କରିବାକୁ ନେଇ ସର୍ତ୍ତ ରଖିଲେ ପରିଣିତି

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ପରିଣିତି ଚୋପ୍ରା ଏବେ ସାଇନା ନେହଓ୍ବୋଲଙ୍କ ବାୟୋପିକ୍‌କୁ ନେଇ ବ୍ୟସ୍ତ ଅଛନ୍ତି। ଆଉ ଅନ୍ୟପଟେ କବିର ସିଂ ଫେମ୍‌ ସାହିଦ କପୁର ଏବେ ତାଙ୍କ ସଫଳତାକୁ ନେଇ ଖୁବ୍‌ ଉତ୍ସାହିତ ଅଛନ୍ତି। ଆଗାମୀ ପ୍ରୋଜେକ୍ଟ ପାଇଁ ସାହିଦ ନିଜକୁ ପ୍ରସ୍ତୁତ କରୁଛନ୍ତି। ନିକଟରେ ପରିଣିତି ଏକ ଭିଡରେ ଫସିଥିବା ବେଳେ କେତେଜଣ ଖବରଦାତା ତାଙ୍କୁ ସାହିଦଙ୍କ ସଫଳତା କଥା ପଚାରିଥିଲେ। କେବଳ ସେତିକି ନୁହେଁ ସେ ସାହିଦଙ୍କ ସହ ଅଭିନୟ କରିବାକୁ ନେଇ କ’ଣ ଭାବନ୍ତି ବୋଲି ମଧ୍ୟ ପ୍ରଶ୍ନ ଉଠିଥିଲା। ଆଉ କିଛି ଚିନ୍ତା ନ କରି ପରିଣିତି କହିଥିଲେ ସାହିଦଙ୍କ ସହ ଅଭିନୟ କରିବାରେ ତାଙ୍କର କୌଣସି ଅସୁବିଧା ନାହିଁ। ହେଲେ ଭଲ ସ୍କ୍ରିପ୍ଟ ମିଳିଲେ ସେ ସାହିଦଙ୍କ ସହ ଅଭିନୟ କରିବେ। ଏମିତି ଏକ ସର୍ତ୍ତ ପାଇଁ ଏବେ ପରିଣିତି ସାହିଦଙ୍କ ଯୋଡି ଦେଖିବାକୁ ଚାହୁଁଥିବା ଦର୍ଶକେ ଅପେକ୍ଷା କରିବାକୁ ପଡିବ ନିଶ୍ଚିତ।


All Right Reserved By

ଡ୍ରାଇଭରଙ୍କଠାରୁ ଜାହ୍ନବୀ ଧାରନେଲେ ଟଙ୍କା

ବିନା ଟଙ୍କାରେ ଅଭିନେତ୍ରୀ ଜାହ୍ନବୀ କପୁର ଘରୁ ବାହାରିଥିଲେ। କିନ୍ତୁ ରାସ୍ତାରେ ଏମିତି ଘଟିଲା ସେ ବାଧ୍ୟ ହୋଇ ତାଙ୍କ ଡ୍ରାଇଭରଙ୍କଠାରୁ ଧାର ନେଲେ। ଜାଣିଲେ...

୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ: ସଂସଦରେ ପହଞ୍ଚିଲେ ଏହିସବୁ ଫିଲ୍ମ ଷ୍ଟାର୍‌

ନୂଆଦିଲ୍ଲୀ, ୧୭।୬:ଆରମ୍ଭ ହୋଇଛି ୧୭ତମ ଲୋକସଭାର ପ୍ରଥମ ଅଧିବେଶନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ନବନିର୍ବାଚିତ ଏମପିମାନେ ଶପଥ ନେଇଛନ୍ତି। ଏଥର ସଂସଦକୁ ବହୁ ସିନେଷ୍ଟାର୍‌...

ସ୍ତ୍ରୀ ମୀରାଙ୍କୁ ଏମିତି ସର୍‌ପ୍ରାଇଜ ଦେଲେ ଶାହିଦ

ଶାହିଦ କପୁର ଏବଂ ମୀରା ରାଜପୁତ ରବିବାର ୪ର୍ଥ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଦୁଇଜଣ ସୋସିଆଲ ମିଡିଆରେ ଫଟୋ ଶେୟାର କରି ସ୍ମୃତିକୁ ତାଜା...

ଅପ୍ରୀତିକର ମନ୍ତବ୍ୟ ପାଇଁ ବଲିଉଡ୍‌ରୁ ଦୂରେଇଲି

ମୁମ୍ବାଇ: ଅପ୍ରୀତିକର ମନ୍ତବ୍ୟ ପାଇଁ ବଲିଉଡ୍‌ରୁ ଦୂରେଇ ରହିଛନ୍ତି ପଞ୍ଜାବୀ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଅଭିନେତ୍ରୀ ନୀରୁ ବାଜ୍‌ଓ୍ବା। ୧୯୯୮ରେ ଦେବାନନ୍ଦଙ୍କ ‘ମେଁ ସୋଲା ବରସ୍‌...

ମୋଦିଙ୍କ ସହ ଡିନର୍‌ କରିବାକୁ ଚାହାଁନ୍ତି କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ ଏବେ ତାଙ୍କ ଅପ୍‌ କମିଙ୍ଗ୍‌ ଫିଲ୍ମ ଭାରତ ପାଇଁ ଖୁବ୍‌ ବିଜି ରହୁଛନ୍ତି। ଲଗାତର ଫିଲ୍ମର ପମୋଶନ ଇଭେଣ୍ଟରେ...

‘ସ୍କାଏ ଇଜ୍‌ ପିଙ୍କ୍‌’ ଫିଲ୍ମର ପ୍ରମୋଶନ କରିପାରନ୍ତି ଜାଏରା!

‘ଦଙ୍ଗଲ’ ଓ ‘ସିକ୍ରେଟ ସୁପରଷ୍ଟାର୍‌’ ଭଳି ଫିଲ୍ମରେ ନିଜ ଅଭିନୟର ଦକ୍ଷତା ଦେଖାଇ ସାରିଥିବା ଅଭିନେତ୍ରୀ ଜାଏରା ୱାସିମ ବଲିଉଡଠାରୁ ସବୁଦିନ ପାଇଁ ଦୂରେଇ ଯାଇଛନ୍ତି।...

‘ସୂର୍ଯ୍ୟବଂଶୀ’ରେ ଅକ୍ଷୟଙ୍କ ଷ୍ଟଣ୍ଟ୍‌

ମୁମ୍ବାଇ: ଆକ୍ସନ ପାଇଁ ବଲିଉଡରେ ପ୍ରିସିଦ୍ଧି ଅର୍ଜନ କରିବା ସହିତ ଦର୍ଶକଙ୍କ ପ୍ରଶଂସାଭାଜନ ହୋଇପାରିଛି ବୋଲି ବଲିଉଡ ଅଭିନେତା ଅକ୍ଷୟ କୁମାର ପ୍ରକାଶ କରିଛନ୍ତି। ୫୧...

ସେଟ୍‌ରେ କାନ୍ଦିଲେ ଦୀପିକା ମଝିରେ ବନ୍ଦ କରିବାକୁ ପଡ଼ିଲା ଶୁଟିଂ

ମୁମ୍ବାଇ,୩୦।୫: ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ନିଜର ଅପ୍‌ କମିଂ ଫିଲ୍ମ ଛପାକରେ ବ୍ୟସ୍ତ ଅଛନ୍ତି। ସିମ୍ବା ଷ୍ଟାର ରଣବୀର ସିଂହଙ୍କ ସହ ବିବାହ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *