Posted inUncategorized

ନିର୍ବାଚନରେ ପରାସ୍ତ ହେବାପରେ ପ୍ରଥମଥର ପାଇଁ ଜୁଲାଇ ୧୦ରେ ଆମେଠି ଯିବେ ରାହୁଲ

ନୂଆଦିଲ୍ଲୀ, ୮।୭:ଗତ ନିର୍ବାଚନରେ ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ ପରାଜୟର ସ୍ବାଦ ଚାଖିଥିବା ରାହୁଲ ଗାନ୍ଧୀ ଜୁଲାଇ ୧୦ରେ ଆମେଠି ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ରାହୁଲ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ଭେଟି ପରାଜୟର ସମୀକ୍ଷା କରିବେ। ରାହୁଲ ୨୦୦୪, ୨୦୦୯ ଏବଂ ୨୦୧୪ରେ ଏଠାରୁ ନିର୍ବାଚନ ଜିତି ଆସୁଥିଲେ। ଗତଥର ଭାଜପା ପ୍ରାର୍ଥୀ ସ୍ମୃତି ଇରାନୀଙ୍କଠାରୁ ସେ ପରାସ୍ତ ହୋଇଥିଲେ। ସୂଚନାଯୋଗ୍ୟ, ଗତ ନିର୍ବାଚନରେ କଂଗ୍ରେସ ୫୪୨ଟି ଲୋକ ସଭା ଆସନରୁ ମାତ୍ର ୫୨ଟିରେ ବିଜୟ ହାସଲ କରିଥିଲା। ଦଳର ଏଭଳି ଶୋଚନୀୟ ପରାଜୟ ପରେ ରାହୁଲ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ।


All Right Reserved By Dharitri.Com

Posted inUncategorized View All

ଉତ୍ତର-ପୂର୍ବ ଦିଲ୍ଲୀ ଆସନରୁ ଲଢ଼ିବେ ଶିଲା ଦିକ୍ଷିତ

ନୂଆଦିଲ୍ଲୀ,୨୨।୪: ଅତିତରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିବା କଂଗ୍ରେସ ନେତ୍ରୀ ଶିଲା ଦିକ୍ଷିତ ଏଥର ପୁଣିଥରେ କଂଗ୍ରେସ ଟିକେଟ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଏଥର...

ବ୍ୟକ୍ତିତ୍ୱ: ସମାଜ ସଚେତକ ସ୍ରଷ୍ଟା ମୁଲକ ରାଜ ଆନନ୍ଦ

କେବଳ ଏହି ଗୋଟିଏ ଉପନ୍ୟାସ ନୁହେଁ; ସେ ତାଙ୍କ ପ୍ରତ୍ୟେକ ରଚନାରେ ସମାଜର ଅବ୍ୟବସ୍ଥାକୁ ଆଗକୁ ଆଣିଛନ୍ତି। ସେଥିଲାଗି ଯଥାର୍ଥରେ ତାଙ୍କୁ ଜଣେ ସମାଜ ସଚେତକ...

ଅଓ୍ବନ୍ତିପୋରାରେ ଏନ୍‌କାଉଣ୍ଟର: ସେନାର ଗୁଳିରେ ଟଳିପଡ଼ିଲେ ଆଉ ଜଣେ ଆତଙ୍କବାଦୀ

ଶ୍ରୀନଗର,୨୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ଅଓ୍ବନ୍ତିପୋରାରେ ବୁଧବାର ଏନକାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚି...

ବ୍ରିଟେନ୍‌ରେ ବଢୁଛି ଏସିଡ୍‌ ଆଟାକ୍‌

ବ୍ରିଟେନ୍‌ରେ ଏସିଡ୍‌ ଆତଙ୍କ ବଢୁଛି ବୋଲି ଏକ ସର୍ବେକ୍ଷଣ ପ୍ରକାଶ କରିଛି। ଏହି ସର୍ବେକ୍ଷଣ ଯେଉଁ ପରିସଂଖ୍ୟାନ ନେଇଛି ତାହା ଅତ୍ୟନ୍ତ ଉଦ୍‌ବେଗଜନକ। ପ୍ରତି ସପ୍ତାହରେ...

କାଳିଆ ଯୋଜନା ବନ୍ଦ ପାଇଁ ହୀନଚକ୍ରାନ୍ତ : ମୁଖ୍ୟମନ୍ତ୍ରୀ

ଠାକୁରମୁଣ୍ଡା,୧୭ା୪(ଡି.ଏନ୍‌.ଏ.): କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀର ଠାକୁରମୁଣ୍ଡା ପଣସଡିହା ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଏମ୍‌ପି ଓ ବିଧାୟିକା ପ୍ରାର୍ଥତ୍ନୀଙ୍କୁ ଭୋଟ୍‌...

ବିବାହ ଭୋଜିରେ ମିଳିଲାନି ନିମନ୍ତ୍ରଣ: ଆଦିବାସୀ ପରିବାରଙ୍କୁ ବାସନ୍ଦ କଲେ ଗ୍ରାମବାସୀ

ଜବଲପୁର,୧।୯: ମଧ୍ୟପ୍ରଦେଶ ଚରଗଓ୍ବାଁ ନିକଟରେ ଥିବା ସିଙ୍ଗୋରି ଜମୁନିୟାରେ ଘଟିଛି ଏକ ଅଭାବନୀୟ ଘଟଣା। ଗାଁରେ ବାସ କରୁଥିବା ଏକ ଆଦିବାସୀ ପରିବାର ଗାଁର କିଛି...

ଭାରତୀୟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଧମକରେ ସତ୍ୟତା ନାହିଁ

ଆଣ୍ଟିଗୁଆ,୧୯ା୮(ପିଟି): ଭାରତୀୟ କ୍ରିକେଟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଧମକ ଦିଆଯାଇଥିଲା। ହେଲେ ଏଥିରେ କୌଣସି ସତ୍ୟତା ନ ଥିବା ଭାରତୀୟ କ୍ରିକେଟ...

ଲୋକ ମହୋତ୍ସବ ପାଇଁ ଟେରାକୋଟା ସାମଗ୍ରୀ ପ୍ରସ୍ତୁତି ଆରମ୍ଭ: ତିଆରି ହେଉଛି ୮୬ ପ୍ରକାର ସାମଗ୍ରୀ

ନବରଙ୍ଗପୁର,୧୩।୧୧(ବି.ପ୍ର.)-ମାଟି ହେଉଛି ମାଆ ା ମାଟିକୁ ବ୍ୟବହାର କରି ଜୀବିକା ଅର୍ଜନ କରି ଆସୁଛନ୍ତିି ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ଗାଁର ୮୪ ପରିବାର...

Leave a comment

Your email address will not be published. Required fields are marked *