କାର୍ତ୍ତିକଙ୍କ ସହ ଡେଟରେ ଯିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ଅଭିନେତ୍ରୀ ସାରା ଅଲ୍ଲୀ ଖାନଙ୍କ ପରେ ବଲିଉଡର ଆଉ ଜଣେ ଅଭିନେତ୍ରୀ ନବାଗତ ଷ୍ଟାର କାର୍ତ୍ତିକ ଆର୍ଯ୍ୟାନଙ୍କ ସହ ଡେଟରେ ଯିବାକୁ ଚାହୁଁଛନ୍ତି। ସେ ହେଉଛନ୍ତି ସଞ୍ଜୟ ଲୀଳା ଭଂଶାଳୀଙ୍କ ଭାଣିଜୀ ଶର୍ମିନ ଶେହଗଲ। ନିକଟରେ ଏକ ସାକ୍ଷାତକାରରେ ସେ ଏହା କହିଛନ୍ତି। ଫିଲ୍ମ ମଲାଲରୁ ବଲିଉଡରେ ପାଦ ଥାପିଥିବା ଶର୍ମିନ କହିଛନ୍ତି, ତାଙ୍କୁ କାର୍ତ୍ତିକଙ୍କ ଅଭିନୟ  ବେଶ୍‌ ପସନ୍ଦ। ଖୁବ୍‌ କମ୍‌ ଦିନରେ ସେ ବଲିଉଡରେ ଲୋକପ୍ରିୟ ମଧ୍ୟ ହୋଇପାରିଛନ୍ତି। ତେଣୁ ତାଙ୍କ ସହ ଡେଟ୍‌ରେ ଯିବାକୁ ଚାହୁଁଛି ବୋଲି ଶର୍ମିନ କହିଛନ୍ତି। ପୂର୍ବରୁ କଫି ଓ୍ବିଥ୍‌ କରଣ ଶୋ’ରେ ସୈଫ ଅଲ୍ଲୀ ଖାନ୍‌ଙ୍କ ଲଳନା ସାରା ମଧ୍ୟ କାର୍ତ୍ତିକଙ୍କ ସହ ଡେଟ୍‌ରେ ଯିବାକୁ ଇଚ୍ଛା ପ୍ରକାଶ କରିଥିଲେ।


All Right Reserved By

ନୂଆ ଓଡ଼ିିଆ ସିନେମା ‘ଚିରକୁଟ୍‌’: ଲିଡ୍‌ ରୋଲ୍‌ରେ ଅରୋଜିତ ଏବଂ ଅନନ୍ୟା; ନିର୍ଦ୍ଦେଶନା ଦେବେ ପପୁ ପମପମ

ପ୍ରେମ ଏପରି ଏକ ନିଶା ଯାହା ଥରେ ଘାରିଲେ ସହଜରେ ଛାଡ଼ି ନ ଥାଏ। ଆଉ ସେଥିରୁ ଜଣେ ବସ୍ତି ପିଲା ବାଦ୍‌ ପଡ଼ିବ କିପରି...

ବୁଢ଼ୀ ହେଲେ ଏମିତି ଦିଶିବେ ସୋନମ..

ମୁମ୍ବାଇ: ବଲିଉଡର ଫ୍ୟାଶନ ଡିଭା କହିଲେ ବୁଝାଯାଏ ସୋନମ କପୁରଙ୍କୁ। ଅନେକାଂଶରେ ଏହା ସତ ମଧ୍ୟ। ବିମାନବନ୍ଦର ହେଉ ଅଥବା କୌଣସି ପାର୍ଟି, ସବୁଥିରେ ସୋନମ୍‌ଙ୍କ...

ସୁଷମାଙ୍କ ବିୟୋଗକୁ ନେଇ ଶୋକରେ ବଲିଉଡ୍‌

ମୁମ୍ବାଇ: ପୁର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ତଥା ଭାରତୀୟ ରାଜନୀତିର ଜଣେ କିମ୍ବଦନ୍ତୀ ମହିଳା ନେତା ସୁଷମା ସ୍ବରାଜଙ୍କ ମୃତ୍ୟୁକୁ ନେଇ ଶୋକରେ ବଲିଉଡ୍‌। କଳାକାରମାନେ ସୋସିଆଲ...

କେବିସିରେ ଭାଗ ନେଇ ପାରିବେ ନାହିଁ ଅମିତାଭଙ୍କ ପରିବାର

ଅମିତାଭ ବଚ୍ଚନ ଖୁବ୍‌ଶୀଘ୍ର ଲୋକପ୍ରିୟ ରିଅଲିଟି ଶୋ’ ‘କୌନ୍‌ ବନେଗା କରୋଡ଼ପତି’(କେବିସି) ସିଜିନ୍‌ ୧୧ରେ ପୁଣି ଟିଭି ପରଦାକୁ ଫେରିବେ। ମୁମ୍ବାଇରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ...

ବଲିଉଡ୍‌ରେ ଦେଶଭକ୍ତିର ସଂଳାପ, ଆଜି ବି ଲୋମ ଟାଙ୍କୁରାଇ ଦିଏ

ବଲିଉଡ୍‌ରେ ଏମିତି କିଛି ଦେଶପ୍ରେମ ତଥା ଦେଶଭକ୍ତି ଫିଲ୍ମ ରହିଛି, ଯାହା ଦର୍ଶକଙ୍କୁ ଆଜି ପର୍ଯ୍ୟନ୍ତ ବାନ୍ଧି ରଖିଛି। କେବଳ ଯେ ଫିଲ୍ମ ତାହା ନୁହେଁ,...

ବିବାହର ୧୪ ମାସ ପରେ ପ୍ରେମକାହାଣୀ କହିଲେ ସୋନମ କପୁର

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ବିବାହର ୧୪ ମାସ ପରେ ନିଜ ପ୍ରେମକାହାଣୀ ଫ୍ୟାନମାନଙ୍କୁ ଜଣାଇଛନ୍ତି। ୮ ମେ ୨୦୧୮ରେ ସୋନମ ଆନନ୍ଦ ଆହୁଜାଙ୍କୁ ପ୍ରେମ...

ମା’ ନର୍ଗିସଙ୍କୁ ମନେପକାଇ କାନ୍ଦି ପକାଇଲେ ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ଟ୍ୟାଲେଣ୍ଟେଡ୍‌ ନାୟିକା ଭାବେ ପରିଚିତ ସଞ୍ଜୟ ଦତ୍ତଙ୍କ ମା’ ନର୍ଗିସ ଦତ୍ତ। ଜୁନ୍‌ ପହିଲାରେ ଜନ୍ମ ନେଇଥିବା ନର୍ଗିସଙ୍କୁ ମନେ ପକାଇ...

ବିବାହର ୬ ମାସ ପରେ ଅଲଗା ଲୁକ୍‌ରେ କମେଡି କିଙ୍ଗ୍‌

କମେଡି କିଙ୍ଗ୍‌ କପିଲ ଶର୍ମାଙ୍କୁ ବିବାହର ୬ ମାସ ପରେ ଅଲଗା ଲୁକ୍‌ରେ ଦେଖି ଫ୍ୟାନ୍‌ମାନେ ଆଶ୍ଚର୍ଯ୍ୟ ହେବା ସହ ଖୁସି ମଧ୍ୟ ହୋଇଛନ୍ତି। କପିଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *