ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌…

ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍‌ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। ଏହା କୋଲେଷ୍ଟ୍ରରଲସ୍ତରକୁ କମାଇଥାଏ। ଡାଳିମ୍ବ ରସ ପିଇବା ଦ୍ୱାରା ରକ୍ତ ସଞ୍ଚାଳନ ଠିକ୍‌ ହୁଏ। ଫଳରେ ହାର୍ଟ ଷ୍ଟ୍ରୋକ ହେବାର ଆଶଙ୍କା ମଧ୍ୟ କମ୍‌ ହୁଏ। ଡାଳିମ୍ବ ଜୁସ୍‌ରେ ଭିଟାମିନ-ଏ, ସି, ଇ, ଫୋଲିକ ଏସିଡ୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ପ୍ରଚୁର ପରିମାଣରେ ରହିଥାଏ। ରକ୍ତରେ ଆଇରନ କମ ଥିଲେ ନିୟମିତ ଡାଳିମ୍ବ ରସ ପିଇଲେ ସୁଫଳ ମିଳେ।


All Right Reserved By

ଘରେ ମଶା ହେଉଛି କି: ଆପଣାନ୍ତୁ କିଛି ଘରୋଇ ଟିପ୍ସ

ମଶାଙ୍କୁ ତଡ଼ିବା ପାଇଁ ଘରେ ମହଙ୍ଗା ସ୍ପ୍ରେର ବ୍ୟବହାର ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପକାଇଥାଏ। ଯଦ୍ଦ୍ବାରା ମଶା ତଡ଼ିବା ବଦଳରେ ମଣିଷ ରୋଗାକ୍ରାନ୍ତ ହୋଇପଡ଼େ।...

ମସଲା କୋଲ୍ଡଡ୍ରିଙ୍କ୍‌ସ

ଆବଶ୍ୟକ ସାମଗ୍ରୀ – କୋକ୍‌ ୨ ଗ୍ଲାସ୍‌, ଚାହାଗୁଣ୍ଡ ୧ ଚାମଚ, ଚାଟ୍‌ ମସଲା ୧ ଚାମଚ, ଅଳ୍ପ ପରିମାଣରେ ପୋଦିନା, ଲେମ୍ବୁ ୨ ଖଣ୍ଡ,...

ଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦା

ଗରମଦିନରେ ଥଣ୍ଡାପାଣି ସମସ୍ତଙ୍କର ପ୍ରିୟ ହୋଇଥାଏ। କିନ୍ତୁ ଉଷୁମ ପାଣି ଦେହକୁ ସୁସ୍ଥ ରଖିଥାଏ। ଉଷୁମ ପାଣି ପିଇଲେ ଶରୀରରୁ ବ୍ୟାକ୍ଟେରିଆ ମରି ଯାଇଥାନ୍ତି। ଅଧିକାଂଶ...

ରକ୍ତଦାନ କଲେ ଶରୀରରୁ ରକ୍ତ କମେ ନାହିଁ : ମନରୁ ଦୂର କରନ୍ତୁ ଏହି ଭ୍ରମ

କୁହାଯାଏ ରକ୍ତଦାନ ମହାପୁଣ୍ୟ। ତଥାପି ଏହାକୁ ନେଇ ଲୋକଙ୍କ ମନରେ ଭ୍ରମଧାରଣା ରହିଛି। ରକ୍ତଦାନ କଲେ ଶରୀରରୁ ରକ୍ତ କମିଯାଏ ବୋଲି ଅନେକଙ୍କ ଧାରଣା। କିଛି...

ବିଭିନ୍ନ ରୋଗ ନାଶ କରେ କଞ୍ଚାଲଙ୍କା

କଞ୍ଚାଲଙ୍କା ଖାଦ୍ୟର ସ୍ବାଦ ବଢ଼ାଇଥାଏ। ଖାଲି ଏତିକି ନୁହେଁ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି।  ଜାଣନ୍ତୁ ଏ ସମ୍ପର୍କରେ… ଭିଟାମିନ୍‌ରେ ଭରପୂର କଞ୍ଚାଲଙ୍କା...

ଡାଇବେଟିସ୍‌ରୁ ଦୂରେଇ ରଖେ ଏହି ସହଜ ଉପାୟ…

ଇନସୁଲିନ୍‌ସ୍ତରକୁ ସନ୍ତୁଳିତ କରିବା ପାଇଁ ପ୍ରତିଦିନ ସକାଳେ ମେଥି ପାଣି ପିଇବା ଭଲ। ଇନସୁଲିନ୍‌ସ୍ତର ନିୟନ୍ତ୍ରିତ ହେଲେ ଡାଇବେଟିସ୍‌ ହେବାର ଆଶଙ୍କା କମ୍‌ ହୋଇଥାଏ। ଏଥିରେ...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ରସ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଗ୍ରୀନ ପିଆଜ ଶଣ୍ଢା ଅନେକ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ...

ବାୟୁ ପ୍ରଦୂଷଣ ବଢାଉଛି ଗର୍ଭପାତ ଆଶଙ୍କା

ବାୟୁ ପ୍ରଦୂଷଣ ସଂସ୍ପର୍ଶରେ କିଛି ସମୟ ପାଇଁ ଆସିଲେ, ଗର୍ଭପାତ ଆଶଙ୍କା ବଢୁଥିବା ଏକ ସଦ୍ୟ ଗବେଷଣାରୁ ଜଣାପଡ଼ିଛି। ବାୟୁ ପ୍ରଦୂଷଣ ଯୋଗୁ ଆଜ୍‌ମାଠୁ ନେଇ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *