ଇଭିଏମ ଖରାପ : ମତଦାନ ବିଳମ୍ବ

ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍‌ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ  ଭୋଟରଙ୍କ ମଧ୍ୟରେ ଅସନ୍ତୋଷ  ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ ବୋଲି ପ୍ରିଜାଇଡିଂ ଅଫିସର କହିଛନ୍ତି।


All Right Reserved By

ଜି.ଉଦୟଗିରିରେ ସାଲୁଗା, ବାଲିଗୁଡାରେ ଚକ୍ରମଣି, ଫୁଲବାଣୀରେ ଅଙ୍ଗଦ ଆଗରେ

ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୫୯୮୫ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୩୯୭୭ ଭୋଟ...

ମଦ କାରବାର ବନ୍ଦ ପ୍ରତିବାଦରେ ବିକ୍ଷୋଭ

ତାଳଚେର, ୧୨ା୬(ନି.ପ୍ର.): ତାଳଚେର ବ୍ଲକ କଣ୍ଡାଳ ପଞ୍ଚାୟତରେ ବେଆଇନ ମଦ କାରବାର ବନ୍ଦ କରାଯିବା ଦାବିରେ ବୁଧବାର ପଞ୍ଚାବାସୀ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ...

ଆମ୍ବ ଚାଷୀଙ୍କ ବଇରି ସାଜିଛନ୍ତି ହାତୀ

ଚମ୍ପୁଆ, ୧୬।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ଉପାନ୍ତ ଚମ୍ପୁଆ ସେକ୍ସନ ଅଧୀନ ବନାଞ୍ଚଳରେ ମାସେ ହେବ ହାତୀ ଉପଦ୍ରବ ଜାରିିରହିଛି। ସେମାନେ ଦିନରେ ଝାଡଖଣ୍ଡ ବନାଞ୍ଚଳରେ...

ଟାଟା ଷ୍ଟିଲ୍‌ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ଡେଙ୍ଗୁ ସଚେତନତା : ଗଡ଼ିଲା ସୂଚନା ରଥ

ଯୋଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଟାଟା ଷ୍ଟିଲ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ବୁଧବାର ଡେଙ୍ଗୁ ସଚେତନତା କରାଯାଇଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର...

ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ

କେନ୍ଦୁଝର,୧୬ା୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ...

ପାଗଳା କୁକୁର କାମୁଡାରେ ୧୫ ଆହତ

ଖଇରା, ୧୩।୧୦(ଡି.ଏନ.ଏ.)-ଖଇରା ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡାରେ ୧୫ରୁ ଊର୍ଦ୍ଧ୍ୱ ଲୋକ ଗୁରୁତର ଆହତ ହୋଇଛନ୍ତି। ଡୁଙ୍ଗୁରା ପଞ୍ଚାୟତ ବାରାହାପୁର ଗ୍ରାମରେ...

ମାଙ୍କଡ଼ ଉତ୍ପାତ, ୧୨ରୁ ଊର୍ଦ୍ଧ୍ୱ ଆହତ

ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି...

‘ବେଆଇନ ବାଲିଚାଲାଣ ଉପରେ ଲଗାମ ଲଗାଯିବ’

ଜଳେଶ୍ୱର, ୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲାର ନୂତନ ଜିଲାପାଳ ଭାବେ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଦାୟିତ୍ୱ ନେବା ପରେ ଗୁରୁବାର ପୂର୍ବାହ୍ନରେ ଜଳେଶ୍ୱର ତହସିଲ ପରିସରରେ ଅଚାନକ ପହଞ୍ଚିଥିଲେ।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *