ଏଇ ଭାରତରେ

୧୩୫ ବହି ଲେଖି ସାରିଲେଣି ୧୨ ବର୍ଷର ବାଳକ। ଏ କଥା ଆଶ୍ଚର୍ଯ୍ୟ ଲାଗିଲେ ବି ସତ୍ୟ। କଳା, ସଂସ୍କୃତି ଓ ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ନେଇ ତାଙ୍କ ପୁସ୍ତକଗୁଡ଼ିକ ରଚିତ ହୋଇଛି। ଉତ୍ତରପ୍ରଦେଶର ମୃଗେନ୍ଦ୍ର ରାଜ ମାତ୍ର ୬ବର୍ଷ ବୟସରୁ ଲେଖାଲେଖି ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ପୁସ୍ତକ ଥିଲା ଏକ କବିତା ବହି। ଏବେ ଲଣ୍ଡନର ଓ୍ବାର୍ଲଡ ରେକର୍ଡ ୟୁନିଭର୍ସିଟିରେ ଡକ୍ଟରେଟ କରିବା ପାଇଁ ତାଙ୍କୁ ଆମନ୍ତ୍ରଣ କରାଯାଇଛି। ‘ଆଜ କା ଅର୍ଜୁନ’ ନାମରେ ପରିଚିତ ରାଜ କୁହନ୍ତି, ଲେଖା ପାଇଁ ତାଙ୍କୁ ୪ଟି ବିଶ୍ୱ ରେକର୍ଡ ମିଳିବା ସହ ଆହୁରି ଅନେକ ସମ୍ମାନ ମିଳିଛି। ସେ କୁହନ୍ତି, ମହାକାବ୍ୟ ରାମାୟଣର ୫୧ଟି ଚରିତ୍ରକୁ ସେ ତାଙ୍କ ପୁସ୍ତକରେ ସ୍ଥାନ ଦେଇଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଜୀବନୀକୁ ନେଇ ଏକ ପୁସ୍ତକ ମଧ୍ୟ ରଚନା କରିଛନ୍ତି। ତାଙ୍କ ବହି ୨୫ରୁ ୧୦୦ପୃଷ୍ଠା ବିଶିଷ୍ଟ ହୋଇଥାଏ। ସୁଲତାନପୁରର ଏକ ଘରୋଇ ସ୍କୁଲରେ ତାଙ୍କ ମା’ ଶିକ୍ଷକତା କରୁଥିବା ବେଳେ ପିତା ଜଣେ ସରକାରୀ କର୍ମଚାରୀ। ବାସ୍ତବରେ ଏହି ସ୍ବଳ୍ପ ବୟସର ସାରସ୍ବତ ସାଧକ ସମସ୍ତଙ୍କ ପାଇଁ ଆଦର୍ଶ।


All Right Reserved By

ଏଇ ଭାରତରେ

ଏକ ପରିବାର ଅଦାଲତ ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ରାୟ ଦେବା ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଥିଲେ। ଏଭଳି ଏକ...

ଏଇ ଭାରତରେ

ରକ୍ତଦାନ ହେଉଛି ମହତ୍‌ ଦାନ। ଏ କଥା କେହି ବୁଝନ୍ତୁ କି ନ ବୁଝନ୍ତୁ, ବୁଝିଛନ୍ତି ଦିଲ୍ଲୀ ପୋଲିସ୍‌ର ୨ କନ୍‌ଷ୍ଟେବଳ। ରକ୍ତଦାନ କରିବା ଦୁହିଁଙ୍କର...

ଏଇ ଭାରତରେ

ଦୁନିଆରେ ଏମିତି ଜଣେ ଜଣେ ବ୍ୟକ୍ତି ଥାଆନ୍ତି ଯିଏ ଦାନ କରି ମହାନତାର ପରିଚୟ ଦିଅନ୍ତି। ଏମିତି ଜଣେ ମହାନ୍‌ ବ୍ୟକ୍ତିତ୍ୱର ଅଧିକାରୀ ହେଉଛନ୍ତି ସିବିଆର୍‌...

ଏଇ ଭାରତରେ

ଚଳିତ ଲୋକ ସଭା ନିର୍ବାଚନରେ ନରେନ୍ଦ୍ର ମୋଦି ତଥା ତାଙ୍କ ନେତୃତ୍ୱାଧୀନ ଭାଜପାର ବିଜୟରେ ଖୁସି ହୋଇ କେତେକ ବ୍ୟକ୍ତି ଭିନ୍ନରୁଚିର କାର୍ଯ୍ୟକ୍ରମ କରି ଲୋକଙ୍କ...

ଚୁପ୍‌ ରହିବାର ଆଦେଶ

ଦିଲ୍ଲୀକା ବାବୁ/ ଦିଲୀପ ଚେରିଏନ୍‌ ଲୋକେ କହନ୍ତି ଯେ ଦେଶର ଜାହାଜ ହେଉଛି ଏକମାତ୍ର ଜାହାଜ ଯାହା ସବା ଉପରୁ ଲିକ୍‌ କରେ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ...

କାଳବୈଶାଖୀ ଓ ବଜ୍ରପାତ

ମୋହନ କୁମାର ଭଟ୍ଟ ପ୍ରଚଣ୍ଡ ତାତିରେ ସିଝୁଥିବା ରାଜ୍ୟବାସୀଙ୍କୁ ସାମୟିକ ଆଶ୍ୱସ୍ତି ଆଣିଦେଉଛି କାଳବୈଶାଖୀ। ହେଲେ ଏହା ଧ୍ୱଂସଲୀଳା ବି ସୃଷ୍ଟି କରୁଛି। କେବଳ ଘୂର୍ଣ୍ଣିଝଡ଼...

ପାକିସ୍ତାନରେ ଭାରତୀୟ ବୀରଙ୍କୁ ସମ୍ମାନ

ଆକାର ପଟେଲ ଜିନ୍ନାଙ୍କ ଦ୍ୱାରା ପ୍ରତିଷ୍ଠିତ ପାକିସ୍ତାନର ଡନ୍‌ ଖବରକାଗଜରେ ଜୁନ୍‌ ୨୮ ତାରିଖ ଶୁକ୍ରବାର ଏହି ଖବର ପ୍ରକାଶ ପାଇଛି: ଏକ ବର୍ଣ୍ଣିଳ ଉତ୍ସବରେ...

ନିଦାଘ ଓ ଜଳକଷ୍ଟ

ଅଲେଖ ଚନ୍ଦ୍ର ସାମଲ ଉପକୂଳ ଓଡ଼ିଶାରୁ ଆରମ୍ଭ କରି ରାଜ୍ୟର ପଶ୍ଚିମାଞ୍ଚଳ, ଦକ୍ଷିଣର ପାହାଡ଼ିଆ ଇଲାକା ପର୍ଯ୍ୟନ୍ତ ସବୁଠି ପିଇବା ପାଣି ପାଇଁ ଲୋକେ ଡହଳବିକଳ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *