ପାଇକ ପୁରୁଣାକୋଟ ରାସ୍ତାରେ ୩୮ ହାତୀ

ଢେଙ୍କାନାଳ,୧୮ା୭(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ପାଇକ ପୁରୁଣାକୋଟ ଗ୍ରାମ ରାସ୍ତାରେ ୨ଦିନ ହେବ ୩୮ ହାତୀ ଚଳପ୍ରଚଳ କରୁଥିବାରୁ ଅଞ୍ଚଳବାସୀ ଓ ଯାତ୍ରୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଏହି ହାତୀପଲ ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳରୁ ହିନ୍ଦୋଳ ରେଞ୍ଜ ଆଡକୁ ଆସି ପୁଣି ଏଠାରୁ ବନ୍ତଳା ଆଡକୁ ଫେରି ଯାଉଛନ୍ତି। ହାତୀ ପଲଙ୍କୁ ରାସ୍ତାରେ ଦେଖି ଉକ୍ତ ଅଞ୍ଚଳର କେତେଜଣ ନାବାଳକ ପଥର ଧରି ଘଉଡାଇବାରୁ ହାତୀପଲ ଉତ୍ତ୍ୟକ୍ତ ହୋଇ ସେମାନଙ୍କୁ ପାଲଟା ଆକ୍ରମଣ କରିଥିଲେ। ଖବରପାଇ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ହାତୀମାନଙ୍କୁ ଚିଡ଼ାଉଥିବା ୨ ନାବାଳକଙ୍କୁ ଅଟକ ରଖିଥିଲେ। ପରେ ଅଣ୍ଡରଟେକିଂ ରଖାଯାଇ ସେମାନଙ୍କୁ ଛାଡ଼ିଦିଆଯାଇଥିଲା। ରାସ୍ତାରେ ଚଳପ୍ରଚଳ କରୁଥିବା ଉକ୍ତ ହାତୀ ପଲ ଉପରେ ବନ କର୍ମଚାରୀମାନେ ଦୃଷ୍ଟି ରଖିଛନ୍ତି। ବନ୍ତଳା ରେଞ୍ଜରୁ ଏହି ହାତୀ ଆସିଥିବା ହିନ୍ଦୋଳ ରେଞ୍ଜର ଲୋହିତ ରଥ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri