Posted inଜାତୀୟ

ଭାଜପାର ୧୬୦ ପ୍ରାର୍ଥୀ ତାଲିକାରେ ୩୮ ନୂଆ ଚେହେରା…

ଅହମଦାବାଦ,୧୦।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ବହୁ ବିଚାର ବିମର୍ଷ ପରେ ଭାଜପା ଗୁରୁବାର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରି ମୋଟ ୧୮୨ ଟି ଆସନ ମଧ୍ୟରୁ ୧୬୦ ଜଣଙ୍କ ନାମ ଘୋଷଣା କରିଛି। ଏଥିରେ କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିବାବା ଜାଡେଜାଙ୍କୁ ପାର୍ଟି ଟିକେଟ ଜାମ ନଗର ଉତ୍ତରରୁ ଦେଇଛି।

ହାର୍ଦ୍ଦିକ ପଟେଲଙ୍କୁ ଭୀରଗାମରୁ ପ୍ରାର୍ଥୀ କରାଯାଇଛି। ଘାଟଲୋଡିଆ ଆସନରୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ପ୍ରତିଦ୍ୱନ୍ଦ୍ୱିତା କରିବେ।

୧୬୦ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୮ ନୂଆ ଚେହେରାଙ୍କୁ ସୁଯୋଗ ଦିଆଯାଇଥିବାବେଳେ ୬୯ ଜଣ ବିଧାୟକଙ୍କୁ ପୁଣି ପ୍ରାର୍ଥୀ କରାଯାଇଛି। ଏଥର ମୋରବିର ସିଟିଂ ବିଧାୟକଙ୍କ ଟିକଟ କଟାଯାଇଛି। ଦୁର୍ଘଟଣା ସମୟରେ ଲୋକଙ୍କ ଜୀବନ ରକ୍ଷା କରିଥିବା ପୂର୍ବତନ ବିଧାୟକ କାନ୍ତିଲାଲ ଭାଇ ଏଥର ଏହି ଆସନରୁ ଟିକଟ ପାଇଛନ୍ତି।
ଟିକଟ କଟିଥିବା ୩୮ ବିଧାୟକ ନିର୍ବାଚନରେ ବିରୋଧୀ ଭୂମିକା ଗ୍ରହଣ କରିବା ନେଇ ଆଶଙ୍କା ଥିବାରୁ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri