Posted inଜାତୀୟ

ଭାଜପାର ୧୬୦ ପ୍ରାର୍ଥୀ ତାଲିକାରେ ୩୮ ନୂଆ ଚେହେରା…

ଅହମଦାବାଦ,୧୦।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ବହୁ ବିଚାର ବିମର୍ଷ ପରେ ଭାଜପା ଗୁରୁବାର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରି ମୋଟ ୧୮୨ ଟି ଆସନ ମଧ୍ୟରୁ ୧୬୦ ଜଣଙ୍କ ନାମ ଘୋଷଣା କରିଛି। ଏଥିରେ କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିବାବା ଜାଡେଜାଙ୍କୁ ପାର୍ଟି ଟିକେଟ ଜାମ ନଗର ଉତ୍ତରରୁ ଦେଇଛି।

ହାର୍ଦ୍ଦିକ ପଟେଲଙ୍କୁ ଭୀରଗାମରୁ ପ୍ରାର୍ଥୀ କରାଯାଇଛି। ଘାଟଲୋଡିଆ ଆସନରୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ପ୍ରତିଦ୍ୱନ୍ଦ୍ୱିତା କରିବେ।

୧୬୦ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୮ ନୂଆ ଚେହେରାଙ୍କୁ ସୁଯୋଗ ଦିଆଯାଇଥିବାବେଳେ ୬୯ ଜଣ ବିଧାୟକଙ୍କୁ ପୁଣି ପ୍ରାର୍ଥୀ କରାଯାଇଛି। ଏଥର ମୋରବିର ସିଟିଂ ବିଧାୟକଙ୍କ ଟିକଟ କଟାଯାଇଛି। ଦୁର୍ଘଟଣା ସମୟରେ ଲୋକଙ୍କ ଜୀବନ ରକ୍ଷା କରିଥିବା ପୂର୍ବତନ ବିଧାୟକ କାନ୍ତିଲାଲ ଭାଇ ଏଥର ଏହି ଆସନରୁ ଟିକଟ ପାଇଛନ୍ତି।
ଟିକଟ କଟିଥିବା ୩୮ ବିଧାୟକ ନିର୍ବାଚନରେ ବିରୋଧୀ ଭୂମିକା ଗ୍ରହଣ କରିବା ନେଇ ଆଶଙ୍କା ଥିବାରୁ ଭାଜପାର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?