Posted inଜାତୀୟ

‘ଆର୍ଟିକିଲ୍‌ ୧୫’: ଆବେଦନ ଅଗ୍ରାହ୍ୟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭: ବଲିଉଡ୍‌ ଫିଲ୍ମ ‘ଆର୍ଟିକିଲ୍‌ ୧୫’ର ପ୍ରମାଣପତ୍ର ବାତିଲ ଲାଗି ହୋଇଥିବା ଆବେଦନକୁ ସୁପ୍ରିମ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ଜଷ୍ଟିସ ଏସ୍‌.ଏ. ବୋବ୍‌ଡେ ଏବଂ ବି.ଆର. ଗାଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି, ଫିଲ୍ମର ଟାଇଟଲ୍‌ ପରିବର୍ତ୍ତନ ଏବଂ ଏହାର ସ୍କ୍ରିନିଂ ନିଷିଦ୍ଧ ଲାଗି ଆବେଦନକାରୀ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ଆବେଦନ କରନ୍ତୁ। ଆବେଦନକାରୀ ଆଡଭୋକେଟ୍‌ ରମଜାନ୍‌ ଦ୍ୱିବେଦୀ ଦର୍ଶାଇଛନ୍ତି, ଫିଲ୍ମ ନିର୍ମାତା ବ୍ୟବସାୟିକ ଫାଇଦା ପାଇଁ ‘ଆର୍ଟିକିଲ ୧୫’ ଟାଇଟଲ୍‌ ବ୍ୟବହାର କରିପାରିବେ ନାହିଁ। ଜାତୀୟ ଚିହ୍ନ ଓ ନାମ ବ୍ୟବହାର କରିବାରେ ଯେଉଁ କଟକଣା ରହିଛି, ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ୍‌ (ସିବିଏଫ୍‌ସି) ତାହାକୁ ବିଚାରକୁ ନ ନେଇ ଉକ୍ତ ଫିଲ୍ମକୁ ସାର୍ଟିଫିକେଟ ମଞ୍ଜୁର କରିବା ତ୍ରୁଟିପୂର୍ଣ୍ଣ।


All Right Reserved By

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ଲାଗି ଦିଲ୍ଲୀ ପହଞ୍ଚିଲେ ମୃତ ୫୪ ଜଣ ଭାଜପା କର୍ମୀଙ୍କ ପରିବାର ସଦସ୍ୟ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନ ପ୍ରଚାର ହେଉ ଅବା ପ୍ରାର୍ଥିପତ୍ର ଦାଖଲ ସମୟରେ ଦେଶର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଥିଲା ରାଜନୈତିକ ହିଂସା। ତେବେ ସବୁଠାରୁ...

ପୁରୁଷଙ୍କ ବିନା ହଜ୍‌କୁ ଯାଉଥିବା ମହିଳାଙ୍କ ଭିତରେ ୮୬ ପ୍ରତିଶତ କେରଳବାସିନ୍ଦା: ରିପୋର୍ଟ

ଥିରୁଭାନନ୍ତପୁରମ୍‌,୨୦।୪: ନିକଟରେ ହଜ୍‌ ଯାଉଥିବା ମହିଳା ଓ ପୁରୁଷଙ୍କ ଭିତରେ କିଏ ଅଧିକ ସଂଖ୍ୟକ ରହିଛନ୍ତି ସେନେଇ ଏକ ସରକାରୀ ସର୍ଭେ କରାଯାଇଥିଲା। ରିପୋର୍ଟ ଅନୁସାରେ,...

କଶ୍ମୀରୀଙ୍କ ସନ୍ଦେହ ଚକ୍ଷୁରେ କେନ୍ଦ୍ର

ଶ୍ରୀନଗର/ନୂଆଦିଲ୍ଲୀ,୨୯ା୭: ହଠାତ୍‌ ଅତିରିକ୍ତ ୧୦ ହଜାର କେନ୍ଦ୍ରୀୟ ସୁରକ୍ଷା ବଳ ଜମ୍ମୁ-କଶ୍ମୀରକୁ ପଠାଯିବା ପରେ ନାନା ଆଶଙ୍କା ସୃଷ୍ଟି ହୋଇଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଓ...

ରାହୁଲଙ୍କ ନାଁରେ ଅଭିଯୋଗ ଆଣିଲେ ଆଇନଜୀବି

ମୁମ୍ବାଇ,୨୪।୬: ଅଡୁଆରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ମୁମ୍ବାଇର ଆଇନଜୀବି ଅଟଳ ବିହାରି ଦୁବେ ରାହୁଲଙ୍କ ନାଁରେ ଏକ ଅଭିଯୋଗ କରିଛନ୍ତି। ଅନ୍ତର୍ଜାତୀୟ ଯୋଗ ଦିବସରେ...

ଗଗନ ମିଶନରେ ୩ ଭାରତୀୟ କରିବେ ଯାତ୍ରା: ଇସ୍ରୋ ସହିତ ବାୟୁସେନା କଲା ବୁଝାମଣା

ବେଙ୍ଗାଲୁର,୩୦।୫: ଭାରତ ମହାକାଶ ମାନବ ମିଶନରେ କାର୍ଯ୍ୟ ଜାରି ରଖିଛି। ଆସନ୍ତା ୨୦୨୧-୨୨ ସୁଦ୍ଧା ୩ ଭାରତୀୟ ଗଗନ ମିଶନରେ ସାମିଲ୍‌ ହେବେ। ଏଥିପାଇଁ ଭାରତୀୟ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଆଖି ବୁଜିଲେ ୧୫ ଦିନର ଶିଶୁ

ଶ୍ରୀନଗର,୨୯।୭: ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ସୀମାରେ ଥିବା ଲୋକେ ବିନା ଦୋଷରେ ଜୀବନ ହାରୁଛନ୍ତି। ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ପକ୍ଷରୁ...

ଗୋଟିଏ ମେସେଜ୍‌ ୪୪ ଜଣ ସାଥୀଙ୍କୁ ଏକାଠି କଲା

ରତଲାମ,୨୧।୭: ଆଧୁନିକ ଯୁଗରେ ସମସ୍ତେ ମୋବାଇଲ ମାନିଆ ହୋଇଥିବା ବେଳେ ଏବେ ହ୍ବାଟସ୍‌ ଆପ୍‌ ମଧ୍ୟ ଅନେକ ସମୟରେ ଦୂରରେ ଥିବା ବନ୍ଧୁଙ୍କୁ ଏକାଠି କରିବାରେ...

ନିର୍ବାଚନରେ ଅଧିକ ଖର୍ଚ୍ଚ: ସନ୍ନି ଦେଓଲ୍‌ଙ୍କ ସମସ୍ୟା ବଢ଼ିଲା

ଗୁରଦାସପୁର,୭।୭: ପଞ୍ଜାବ ଗୁରଦାସପୁର ଲୋକ ସଭା ଆସନର ଭାଜପା ଏମ୍‌ପି ସନ୍ନି ଦେଓଲଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ନିର୍ବାଚନରେ ସେ ଅଧିକ ଖର୍ଚ୍ଚ କରିଥିବା ଅଭିଯୋଗ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *