Posted inଜାତୀୟ

ନବ ନିର୍ବାଚିତ ଏମ୍‌ପିଙ୍କୁ ଟିପ୍ସ ଦେଲେ ସୋନିଆ, ରାହୁଲ

ନୂଆଦିଲ୍ଲୀ,୯।୭: କଂଗ୍ରେସର ନବ ନିର୍ବାଚିତ ଏମ୍‌ପିଙ୍କୁ ସଂସଦୀୟ କାର୍ଯ୍ୟକାରିଣୀ ଓ ସଂସଦରେ ଭାଗନେବାକୁ ନେଇ ଗ୍ରୁମିଙ୍ଗ କ୍ଲାସ ନେଇଛନ୍ତି ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। କଂଗ୍ରେସର ଓ୍ବାର ରୁମ୍‌ ଅର୍ଥାତ୍‌ ୧୫ ଜିଆର୍‌ଜିରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ଲୋକ ସଭାରେ ଦଳର ନେତା ଥିବା ଅଧିର ରଞ୍ଜନ ଚୌଧୁରୀଙ୍କ ସହ ଅନ୍ୟ ନୂଆ ଏମ୍‌ପିମାନେ ଉପସ୍ଥିତ ଥିଲେ। ଚଳିତ ଲୋକ ସଭାରେ ପାଖାପାଖି ୫୦ କଂଗ୍ରେସ ଏମ୍‌ପି ଲୋକ ସଭାକୁ ନିର୍ବାଚିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ପ୍ରାୟ ୩୦ ଜଣ ହେଉଛନ୍ତି ସମ୍ପୂର୍ଣ୍ଣ ନୂଆ। ଏମାନେ କିଭଳି ସଂସଦରେ ପ୍ରଶ୍ନ କରିବେ, ବିଭିନ୍ନ ପ୍ରସଙ୍ଗକୁ ନେଇ ଶାସକ ଦଳକୁ ଆକ୍ରମଣ କରିବେ ଓ ଭୁଲ ଠିକ୍‌ର କିପରି ଜବାବ ରଖିବେ ତାକୁ ନେଇ ଟିପ୍ସ ଦିଆଯାଇଥିଲା।


All Right Reserved By Dharitri.Com

ନିଜ ସ୍ବାମୀଙ୍କ ଫଟୋ ଶେୟାର କରି ଭାବୁକ ହେଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୪।୬:କେନ୍ଦ୍ରମନ୍ତ୍ରୀ ଓ ପୂର୍ବତନ ଅଭିନେତ୍ରୀ ସ୍ମୃତି ଇରାନୀ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଶେୟାର ହୋଇଥିବା ଫଟୋରେ ସ୍ବାମୀ ଜୁବିନ ଇରାନୀ ଓ...

କର୍ନାଟକରେ ଆତଙ୍କବାଦୀ ଆକ୍ରମଣ ସୂଚନା ମିଥ୍ୟା: ପୂର୍ବତନ ସେନା କର୍ମଚାରୀ ଗିରଫ

ବେଙ୍ଗାଲୁରୁ,୨୭।୪: ଭାରତର ଦକ୍ଷିଣରେ ଥିବା ରାଜ୍ୟ ଗୁଡିକରେ ପ୍ରାୟ ୭ଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଥିବା ଏକ ଫୋନ୍‌ କଲ୍‌ ପାଇବା ପରେ ସବୁଠି...

ଦୁର୍ଗାମଣ୍ଡପରେ ଆଜାନ ପରିବେଷଣକୁ ନେଇ ଆସିଲା ଅଭିଯୋଗ

କୋଲକାତା,୭।୧୦: କୋଲକାତାରେ ଆମେ ଅଲଗା ନୁହେଁର ଏକ ବାର୍ତ୍ତା ନେଇ ଆୟୋଜକମାନେ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସଦ୍‌ଭାବନା ଜାଗ୍ରତ କରିବା ପାଇଁ ନିଆରା ପଦକ୍ଷେପ ଆପଣାଇଛନ୍ତି।...

ମହାରାଷ୍ଟ୍ର କଂଗ୍ରେସକୁ ଝଟ୍‌କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ

ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ...

ଜାତୀୟ ସ୍ବର୍ଣ୍ଣବିଜେତା ଏବେ ଦୀନ ମଜୁରିଆ

କାନପୁର: ନିୟତିର ଗତି ବଡ଼ ବିଚିତ୍ର। ପରିସ୍ଥିତି କେତେବେଳେ ବଦଳିଯାଏ ତାହା କହିହେବନି। ସଫଳତାର ପାହାଚ ଚଢ଼ି ଉପରକୁ ଯାଇଥିବା ଜଣେ ଖେଳାଳି ଏକ ସୁନ୍ଦର...

ଅଧିକ ଟଙ୍କା ରୋଜଗାର ଆଶାରେ କୁଏତ୍‌ ଯାଇ ହଟହଟା: ଖାଇବାକୁ ମିଳୁନି ଦୁଇବେଳା; ଭିଡ଼ିଓ ଭାଇରାଲ

ଚଣ୍ଡିଗଡ଼,୧୫।୬: ଅଧିକ ଟଙ୍କା ରୋଜଗାର ଆଶାରେ କେତେକ ଭାରତୀୟ ଯୁବକ ବିଦେଶରେ ଚାକିରି କରିବାକୁ ଯାଉଛନ୍ତି। ତେବେ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିବା ଏକ...

ଓ୍ବାଶିଂଟନ ପୋଷ୍ଟ ବିରୋଧରେ କଶ୍ମୀରୀ ପଣ୍ଡିତଙ୍କ ବିକ୍ଷୋଭ

ଓ୍ବାଶିଂଟନ,୯ା୯(ପି.ଟି.): ଆମେରିକା ଗଣମାଧ୍ୟମ ଓ୍ବାଶିଂଟନ ପୋଷ୍ଟ ଜମ୍ମୁ-କଶ୍ମୀର ସମ୍ପର୍କରେ ଏକପାଖିଆ ଖବର ଛାପୁଥିବାରୁ ଏହାର ପ୍ରତିବାଦରେ କଶ୍ମୀରୀ ପଣ୍ଡିତମାନେ ଶନିବାର ଏହାର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ...

ରଥଯାତ୍ରା: ମୋଦି-ମମତା ଗୋଟିଏ ସ୍ବରରେ କହିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ,୪।୭: ଶ୍ରୀଜଗନ୍ନାଥଙ୍କ ପୃଥିବୀ ପ୍ରସିଦ୍ଧ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ସ୍ବରରେ ଜୟ ଜଗନ୍ନାଥ କହିଛନ୍ତି।...

Leave a comment

Your email address will not be published. Required fields are marked *