Posted inଜାତୀୟ

ପ୍ରଥମ ଥର ଲାଗି ଜାଗୋଡିହରେ ଖୋଲିଛି ମତଦାନ କେନ୍ଦ୍ର

ପାଲାମୁ,୨୯।୪: ଝାଡ଼ଖଣ୍ଡର ପାଲାମୁ ନିର୍ବାଚନ ମଣ୍ଡଳୀରେ ଥିବା ଜାଗୋଡିହ ଅଞ୍ଚଳରେ ପ୍ରଥମ ଥର ଲାଗି ୨୪୯ ବୁଥ୍‌ରେ ମତଦାନ କରାଯାଉଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଏଠାରେ ମତଦାନ କରାଯାଉଥିବା ଜଣାପଡିଛି। ପାଲାମୁ ଜିଲା ମୁଖ୍ୟାଳୟଠାରୁ ଏହା ୩୦ କିଲୋମିଟର ଦୂରରେ ଅବସ୍ଥିତ। ଜଙ୍ଗଲ ସହ ପାହାଡ଼ ପର୍ବତରେ ଘେରା ଜାଗୋଡିହା। ମାଓବାଦୀଙ୍କ ଏହା ପେଣ୍ଠସ୍ଥଳ ହୋଇଥିବାରୁ ଏଠାରେ କେବେ ମତଦାନ କେନ୍ଦ୍ର ଖୋଲାଯାଇ ନ ଥାଏ। ତେବେ ସେଠାକାର ଜଣେ ମତଦାତା ପର୍ଶୁରାମ କୁହନ୍ତି ଏବେ ଆଉ ଏଠାରେ ମାଓବାଦୀଙ୍କ ଭୟ ନାହିଁ। ହେଲେ ଏହା ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠି ପହଞ୍ଚିବା କାଠିକର ପାଠ ହୋଇଯାଏ।


All Right Reserved By Dharitri.Com

ରବର୍ଟ ଭଦ୍ରା ଅସୁସ୍ଥ

ନୂଆଦିଲ୍ଲୀ,୨୨।୧୦: ଅସୁସ୍ଥ ହୋଇ ପଡିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରା। ସୋମବାର ତାଙ୍କୁ ସେକ୍ଟର ୧୧ରେ ଥିବା ମେଟ୍ରୋ ହସ୍ପିଟାଲରେ...

ଖିଲାପକାରୀଙ୍କ ଠାରୁ ଟିକସ ଆଦାୟ ପାଇଁ ବ୍ୟାଣ୍ଡ୍‌ ବାଜା ସହିତ ବୁଲୁଛନ୍ତି ମ୍ୟୁନିସିପାଲିଟି କର୍ମଚାରୀ

ଲକ୍ଷ୍ନୌ,୩।୭: ଘର ଟିକସ ପୈଠ କରୁ ନ ଥିବା ଖିଲାପକାରୀଙ୍କଠାରୁ ବକେୟା ଆଦାୟ ପାଇଁ ଉତ୍ତରପ୍ରଦେଶର ଲକ୍ଷ୍ନୌ ମ୍ୟୁନିସିପାଲିଟି ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ...

ରାଜୀବ କୁମାରଙ୍କ ଘରେ ସିବିଆଇ

କୋଲକାତା,୧୪ା୯(ଆଇଏଏନ୍‌ଏସ୍‌): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ସମ୍ପୃକ୍ତ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କ ଗିରଫଦାରିରୁ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ କଲିକତା ହାଇକୋର୍ଟ ଶୁକ୍ରବାର...

୨୭ ଶହ ଜମ୍ମୁ-କଶ୍ମୀର ଯୁବକ ସେନା ଓ ପୋଲିସରେ ଯୋଗ ଦେବେ

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀରର ସ୍ଥିତି ସ୍ବାଭାବିକ ହେବା ସହିତ ଏଠାରେ ଆତଙ୍କବାଦ ବିରୋଧୀ କାର୍ଯ୍ୟକ୍ରମ ଜାରି ରହିଛି। ଏହା ଅନ୍ତର୍ଗତ ସ୍ଥାନୀୟ ଯୁବକଙ୍କୁ ସେନା ଓ ପୋଲିସରେ...

ଖୁଣ୍ଟିରେ ମୋଦିଙ୍କ ବିଧାନସଭା ନିର୍ବାଚନ ପ୍ରଚାର: ୨ ବର୍ଷ ତଳେ ଭାଜପା ସରକାର ୧୦ ହଜାର ଲୋକଙ୍କ ଉପରେ ଆଣିଥିଲେ ଦେଶଦ୍ରୋହ ଅଭିଯୋଗ

ରାଞ୍ଚି,୩।୧୨: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁଣ୍ଟିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିକାଶ ଲାଗି...

ଭୋକିଲାଙ୍କ ତ୍ରାଣକର୍ତ୍ତା ସୀତାରାମ ବାବା

ଚେନ୍ନାଇ: ଭୋକିଲା ଲୋକଙ୍କୁ ଖାଇବାକୁ ଦେଲେ ଅନେକ ପୂଣ୍ୟ ହୋଇଥାଏ ବୋଲି କୁହାଯାଏ। କେବଳ ମଣିଷ ନୁହେଁ ପଶୁପକ୍ଷୀଙ୍କୁ ମଧ୍ୟ ଖାଇବାକୁ ଦେଲେ ଏହାପୂଣ୍ୟ ବୋଲି...

ଖଣ୍ଡେ ପାନର ଦାମ୍‌ ୫ ହଜାର…

ପାନ ଭାରତୀୟ ସଂସ୍କୃତି ସହିତ ଅତି ନିବିଡ଼ ଭାବେ ଜଡିତ। ତେବେ ପାନର ଦାମ ୫ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା...

‘ମୋଦି ସ୍ତ୍ରୀଙ୍କ କଥା ଛାଡି ପ୍ରଥମେ ମାୟାବତୀ ନିଜେ ବିବାହ କରନ୍ତୁ’

ନୂଆଦିଲ୍ଲୀ, ୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବାହକୁ ନେଇ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଦେଇଥିବା ମନ୍ତବ୍ୟ ଉପରେ ବର୍ଷିଛନ୍ତି କେନ୍ଦ୍ର ମନ୍ତ୍ରୀ ରାମଦାସ...

Leave a comment

Your email address will not be published. Required fields are marked *