Posted inଜାତୀୟ

କୁମାରସ୍ବାମୀଙ୍କ ଇସ୍ତଫା ଦାବି କଲା ଭାଜପା

ବେଙ୍ଗାଲୁରୁ,୯।୭: କର୍ନାଟକରେ କଂଗ୍ରେସ ବିଧାୟକମାନେ ଇସ୍ତଫା ଦେବା ପରେ ଏବେ ସଙ୍କଟରେ କର୍ନାଟକର ମେଣ୍ଟ ସରକାର। ତେବେ ସଂଖ୍ୟା ଗରିଷ୍ଠତାକୁ ନେଇ ଭାଜପା ପୂର୍ବରୁ ମେଣ୍ଟ ଶାସକକୁ ଟାର୍ଗେଟ କରିଥିବା ବେଳେ ଏବେ ଏହା ଜୋର ଧରିଛି। ମଙ୍ଗଳବାର ଭାଜପା କର୍ମୀମାନେ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀଙ୍କ ଇସ୍ତଫା ଦାବି କରି ଧାରଣାରେ ବସିଛନ୍ତି। ଭାଜପା ଦାବି କରିଛି କୁମାରସ୍ବାମୀ ଇସ୍ତଫା ଦେବା ପରେ କର୍ନାଟକରେ ଭାଜପା ହିଁ ସରକାର ଗଠନ କରିବ।


All Right Reserved By

ପଶ୍ଚିମବଙ୍ଗରେ ଆଉ ଜଣେ ଭାଜପା କର୍ମୀଙ୍କୁ ହତ୍ୟା

କୋଲକାତା, ୧୯।୬: ନିର୍ବାଚନ ଶେଷ ହେବା ପରେ ବି ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ରାଜ୍ୟର କୁଚ ବିହାରରେ ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ...

ନାଥୁରାମଙ୍କୁ ଦେଶଭକ୍ତ କହିବା ଘଟଣା: ପ୍ରିୟଙ୍କା କହିଲେ ‘ହେ ରାମ୍‌’

ନୂଆଦିଲ୍ଲୀ, ୧୭।୫: ମାଲେଗାଁଓ ବିସ୍ଫୋରଣରେ ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନର ଭାଜପା ପ୍ରାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ...

ପ୍ରତିଯୋଗିତାରେ ପାରା ଜିତିନେଲେ କାର୍‌ ଓ ବାଇକ୍‌

ଲକ୍ଷ୍ନୌ,୧।୬: ଖେଳ ପ୍ରତିଯୋଗିତାରେ ବିଜେତାଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ତେବେ ପାରା ଏଭଳି ପ୍ରତିଯାଗିତାରେ ଅଂଶଗ୍ରହଣ କରି କାର ଓ ବାଇକ୍‌ ଜିଣିବା ଶୁଣିଲେ...

ଦେଶର ୨୫୫ ଜିଲାର ୭୫୬ ସହରରେ ଜଳ ସଙ୍କଟ: ତାମିଲନାଡୁର ସର୍ବାଧିକ ୧୮୪

ନୂଆଦିଲ୍ଲୀ,୮।୭: ଦେଶର ୨୫୫ ଜିଲାର ୭୫୬ ସହରରେ ତଥା ୧,୫୯୭ ବ୍ଲକ୍‌ରେ ଜଳ ସଙ୍କଟ ଦେଖାଦେଇଛି। ସେଥିମଧ୍ୟରେ ତାମିଲନାଡୁର ସର୍ବାଧିକ ସହର ରହିଛି। ତାମିଲନାଡୁର ୨୭ଟି...

ଫୁଲତୋଡା ଦେବା ପରମ୍ପରାକୁ ହଟାଇଲେ ନୌସେନା ଅଧ୍ୟକ୍ଷ: ସମସ୍ତଙ୍କୁ ମିଳୁ ସମାନ ଭୋଜନ

ନୂଆଦିଲ୍ଲୀ,୫।୬: ନୌସେନା ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ କେତେ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଆଡମିରାଲ କରମବୀର ସିଂ। ଔପଚାରିକ ପ୍ରଥାକୁ ହଟାଇ ସମାନତାକୁ ସେ...

ଚାରିଧାମ ଯାତ୍ରା: ଗୋଟିଏ ମାସରେ ୪୧ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

ହରିଦ୍ୱାର, ୭।୬: ମେ ୭ରୁ ଆରମ୍ଭ ହୋଇଛି ଚାରିଧାମ ଯାତ୍ରା। ଏହି ଯାତ୍ରାକୁ ଶୁକ୍ରବାରକୁ ମାସେ ମାସେ ପୂରିଛି। ଇତିମଧ୍ୟରେ ଏହି ଯାତ୍ରା ସମ୍ରରେ ୪୧ଜଣ...

ରେଲଓ୍ବେ ଷ୍ଟେଶନ୍‌ରେ ପ୍ରସବ କଲେ ଗର୍ଭବତୀ

ମୁମ୍ବାଇ,୨୭।୪: ମହାରାଷ୍ଟ୍ରର ଥାନେ ରେଲଓ୍ବେ ଷ୍ଟେଶନ୍‌ରେ ଜଣେ ଗର୍ଭବତୀ ଶନିବାର ପ୍ରସବ କରିଛନ୍ତି। ପୂଜା ଚୌହ୍ବାନ ନାମ୍ନୀ ମହିଳା ଯାତ୍ରୀ ଟ୍ରେନ୍‌କୁ ଅପେକ୍ଷା କରିଥିବାବେଳେ ହଠାତ୍‌...

୩୭୦ ମୃତ୍ୟୁରେ କଶ୍ମୀରୀଙ୍କ ଆଶାର ଜନ୍ମ

ନୂଆଦିଲ୍ଲୀ,୯।୮(ଆଇଏଏନ୍‌ଏସ୍‌):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଉପତ୍ୟକାରେ ଶ୍ମଶାନ ନୀରବତା ଛାଇଯାଇଥିବାବେଳେ ଏକ ଚାପା ଉତ୍ତେଜନା ଲାଗିରହିଛି। ଏହାସତ୍ତ୍ୱେ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ବହୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *