Posted inଜାତୀୟ

ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କଲେ ପିତା

ଲକ୍ଷ୍ନୌ, ୧୦।୭: ଉତ୍ତରପ୍ରଦେଶର ଅମରୋହା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡୋଶୀ ଝିଅଙ୍କୁ କମେଣ୍ଟ ମାରିବାରୁ ପୁଅକୁ ହତ୍ୟା କରିଦେଇଛନ୍ତି ପିତା। କ୍ରୋଧରେ ହତ୍ୟା କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି ଅଭିଯୁକ୍ତ। ସୂଚନାଯୋଗ୍ୟ, ଅମରୋହା ଜିଲାର ଆଦମପୁର ଅଞ୍ଚଳରେ ସୋମବାର ରାତିପ୍ରାୟ ୧୧ଟାବେଳେ ଗାଁର ଗିରିଶ ଗୁର୍ଜରଙ୍କ ୧୮ ବର୍ଷୀୟ ପୁଅ ସତ୍ୟନ୍ଦ୍ର ମଦ ପିଇ ପଡୋଶୀଙ୍କ ଘରେ ପଶି ଝିଅଙ୍କୁ କମେଣ୍ଟ ମାରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଗିରିଶ ପୁଅକୁ କୋଦାଳରେ ହାଣି ହତ୍ୟା କରିଥିଲେ। ଅବଶ୍ୟ ଗିରିଶ ପୁଅର ମୃତ୍ୟୁ ପରେ ତାଙ୍କ ମୃତଦେହକୁ ଧରି ପଡୋଶୀଙ୍କ ଘର ଆଗରେ ବସି ତାଙ୍କୁ ଦୋଷ ଦେଇଥିଲେ। କ୍ରୋଧରେ ଏପରି ଭୁଲ କରିଥିବା ଗିରିଶ କହିଛନ୍ତି।


All Right Reserved By Dharitri.Com

ବେହୋସ୍‌ ଛାତ୍ରଙ୍କୁ ଦେଖି କରୋନାଭାଇରସ ଭୟରେ ହସ୍ପିଟାଲ ହେଲା ଖାଲି

ରାଞ୍ଚି,୭।୨: କରୋନାଭାଇରସ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ନିକଟରେ ଝାଡ଼ଖଣ୍ଡର ସାହିବଗଞ୍ଜରେ ଥିବା ଏକ ଉଚ୍ଚ ବିଦ୍ୟାଳୟରେ କୌଣସି କାରଣରୁ ୪...

ସିଏଏକୁ ନେଇ ମୋଦିଙ୍କୁ ଧନ୍ୟବାଦ ଦେବାକୁ ଲେଖାହେଲା ୫.୫ ଲକ୍ଷ ଚିଠି

ଅହମ୍ମଦାବାଦ,୧୨।୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଅହମ୍ମଦାବାଦରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟ। ଅହମ୍ମଦାବାଦବାସୀ...

ଅଧାରୁ ପାଠ ଛାଡିଥିବା ଯୁବକ ଏବେ ତିଆରି କରୁଛନ୍ତି ଫାଇଟର ଜେଟ୍‌ର ପାର୍ଟସ୍‌

ହାଇଦ୍ରାବାଦ,୧୬।୨: କୁହାଯାଏ ପ୍ରତିଭା କେବେ ଲୁଚି ରହି ନ ଥାଏ। ହାଇଦ୍ରାବାଦର ରାକେଶ ଚୌପଦାରଙ୍କ ନିକଟରେ ଏବେ ଏହା ଦେଖିବାକୁ ମିଳିଛି। ହାଇସ୍କୁଲ ଅଧାରୁ ପାଠ...

ଆଇସିୟୁରୁ ବାହାରିଲେ ଉନ୍ନାଓ ବଳାତ୍କାର ପୀଡିତା

ନୂଆଦିଲ୍ଲୀ,୧।୯: ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଏବେ ତାଙ୍କୁ...

ଇମ୍ରାନଙ୍କ ଗସ୍ତ ପ୍ରଭାବହୀନ: ଭାରତରେ ୧୦ ହଜାର କୋଟି ଡଲାର ନିବେଶ କରିବ ସୌଦି

ନୂଆଦିଲ୍ଲୀ,୨୯।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବିଚଳିତ ହୋଇପଡିଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏବେ ଭାରତ ବିରୋଧରେ ସମର୍ଥନ ଯୋଗାଡ ପାଇଁ ଲାଗିପଡିଛନ୍ତି।...

କଂଗ୍ରେସ ନେତାରୁ ଲୋକ ସେବକ ପାଲଟି ଗଲେ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୨୫।୧୧:କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ ଟୁଇଟର ଆକାଉଣ୍ଟକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। କାରଣ ସେ କଂଗ୍ରେସ ନେତାରୁ ଏବେ ପାଲଟିଯାଇଛନ୍ତି ଲୋକ ସେବକ ଓ...

ବାଂଲାଦେଶରେ ପଢୁଥିବା ଦାବିନ୍ଦର ଝିଅଙ୍କ ପଢାଖର୍ଚ୍ଚ ବହନ କରୁଛି ଆଇଏସ୍‌ଆଇ!

ନୂଆଦିଲ୍ଲୀ,୨୦।୧: ଜମ୍ମୁ-କଶ୍ମୀରରେ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କ ସହ ଧରାପଡିଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କ ଉପରେ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍‌ଆଇଏ) କଡା ନଜର ରଖିଛି। ଏନ୍‌ଆଇଏ ଏବେ...

ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ହେବ ବିନିଯୋଗ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶର ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଶହେ ଲକ୍ଷ କୋଟି ଟଙ୍କା ବିନିଯୋଗ ହେବ। ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

Leave a comment

Your email address will not be published. Required fields are marked *