Posted inଫୁରସତ

କାରରେ ୧୭ଟି ଦେଶ ପାରି ହୋଇ ବିଶ୍ୱକପ୍‌ ଦେଖିବାକୁ ପହଞ୍ଚିଲେ ମାଥୁର ପରିବାର

ଲଣ୍ଡନ, ୧୦।୭: ବିଶ୍ୱର ଯେକୌଣସି ସ୍ଥାନରେ ମ୍ୟାଚ୍‌ ହେଉନା କାହିଁକି, ଭାରତୀୟ ଦଳକୁ ଚିୟର୍‌ କରିବା ପାଇଁ ଦର୍ଶକ ସେଠାରେ ପହଞ୍ଚିଯିବା କୌଣସି ଆଶ୍ଚର୍ଯ୍ୟର କଥା ନୁହେଁ। ସେମିତି ଏକ ଉଦାହରଣ ଦେଖିବାକୁ ମିଳିଛି ମାଞ୍ଚେଷ୍ଟରରେ। ଆଇସିସି ବିଶ୍ୱକପର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସେମିଫାଇନାଲ ମ୍ୟାଚ ଦେଖିବାକୁ ୧୭ଟି ଦେଶ ପାର୍‌ ହୋଇ ମାଥୁର  ଷ୍ଟାଡିୟମରେ ପହଞ୍ଚିଛନ୍ତି। ମାଥୁର ଜଣେ ଭାରତୀୟ।  ସବୁଠୁ ରୋଚକ କଥା ହେଉଛି, ମ୍ୟାଚ୍‌ ଦେଖିବା ପାଇଁ ତାଙ୍କ ପାଖରେ ଟିକେଟ ନ ଥିଲା। ଆଇସିସି ପାଖରେ ଏକଥା ପହଞ୍ଚିବା ପରେ ୪ଟି ସ୍ବତନ୍ତ୍ର ଟିକେଟ ମାଥୁର ପରିବାରକୁ ଯୋଗାଇ ଦିଆଯାଇଥିଲା।


All Right Reserved By Dharitri.Com

ବିଶ୍ୱର ସବୁଠୁ ବିପଜ୍ଜନକ ସୁଡ଼ଙ୍ଗ

ଚୀନ୍‌ର ତେହାଙ୍ଗ ପାହାଡ଼କୁ ମଝିରୁ କାଟି ତିଆରି କରାଯାଇଛି ବିଶ୍ୱର ସବୁଠୁ ଭୟାନକ ସୁଡ଼ଙ୍ଗ। ଏହାର ନାମ ରହିଛି ଗୁଓଲିୟାଙ୍ଗ୍‌। ସୁଡ଼ଙ୍ଗର ନିର୍ମାଣ ୧୯୭୨ରେ ହୋଇଥିଲା।...

ଏମିତି ରେଷ୍ଟୁରାଣ୍ଟ, ଯେଉଁଠି ଗ୍ରାହକଙ୍କୁ ପିଇବାକୁ ଦିଆଯାଏ ଟଏଲେଟ୍‌ ପାଣି

ଶୀର୍ଷକଟି ପଢ଼ି ଆଶ୍ଚର୍ଯ୍ୟ ହୋଇଥିବେ ନିଶ୍ଚୟ। ତେବେ କଥାଟି ସତ। ବିଶ୍ୱରେ ଏମିତି ଏକ ରେଷ୍ଟୁରାଣ୍ଟ ରହିଛି ଯେଉଁଠାରେ ଗ୍ରାହକମାନଙ୍କୁ ଟଏଲେଟ୍‌ ପାଣି ପିଇବାକୁ ଦିଆଯାଏ।...

ଯେଉଁଠି ୮୦ ବର୍ଷୀୟା ବୃଦ୍ଧା ଦେଖାଯାନ୍ତି ତରୁଣୀ

ସୁନ୍ଦର ଦେଖାଯିବା ପାଇଁ ସମସ୍ତଙ୍କ ଇଚ୍ଛା। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟ ମଧ୍ୟ ସମସ୍ତଙ୍କୁ ଆକୃଷ୍ଟ କରିଥାଏ। ମାତ୍ର ବୟସ ବଢ଼ିବା ସହିତ ଯୌବନ ଓ ସୌନ୍ଦର୍ଯ୍ୟ କ୍ରମେ...

ନିରାପଦ ଦୀପାବଳି ପାଇଁ…

ଆଲୋକର ପର୍ବ ଦୀପାବଳି। ପରିବାର, ବନ୍ଧୁ ପରିଜନଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ ଅତିବାହିତ କରିବାର ବେଳ। ଅନ୍ଧାରକୁ ଏଡ଼ିଦେଇ କିଛି ସମୟ ପରିବେଶକୁ ଆଲୋକିତ...

ବ୍ୟକ୍ତିତ୍ୱ: ସଙ୍ଗୀତକାର ମଦନ ମୋହନ କୋହଲି

୧୯୭୦ ଦଶକ ଯାଏ ହିନ୍ଦୀ ଫିଲ୍ମ ସଙ୍ଗୀତରେ ଯେଉଁ ସୁବର୍ଣ୍ଣ ଯୁଗର ସୂତ୍ରପାତ ହୋଇଥିଲା ସେହି ଯୁଗର ଜଣେ ଅଗ୍ରଣୀ କର୍ଣ୍ଣଧାର ଥିଲେ ସଙ୍ଗୀତକାର ମଦନ...

ଏପରି ହସ୍ପିଟାଲ, ଯେଉଁଠି ରାତି ହେଲେ ଶୁଣିବାକୁ ମିଳେ ବିକଟାଳ ଶବ୍ଦ

ରୋଗ ହେଲେ ଲୋକେ ହସ୍ପିଟାଲକୁ ଯାଇଥାନ୍ତି ଚିକିତ୍ସା ପାଇଁ । ମାତ୍ର ଏମିତି ଏକ ହସ୍ପିଟାଲ ରହିଛି, ଯେଉଁଠି ରାତି ହେଲେ ବିକଟାଳ ଶବ୍ଦ ଶୁଣିବାକୁ...

ଉତ୍ତପ୍ତ ଜଳବାୟୁ ଆତ୍ମହତ୍ୟା ବୃଦ୍ଧିର କାରଣ

ନ୍ୟୁୟର୍କ: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯେ କେବଳ ଅର୍ଥନୀତିକୁ ପ୍ରଭାବିତ କରିଛି ତାହା ନୁହେଁ, ଏହା ବି ଆତ୍ମହତ୍ୟା ବୃଦ୍ଧିର ଏକ କାରଣ ବୋଲି ଗବେଷଣାରୁ...

ଅଜବ ନିଶା : କାର କିଣିବାକୁ ୧୧ ଲକ୍ଷ ନକଲି ନୋଟ୍‌ ଛାପିଲେ ଯୁବତୀ

ଜଣେ ଯୁବତୀଙ୍କ ଅଜବ ନିଶା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯୁବତୀଙ୍କ ପାଖରେ କାର୍‌ କିଣିବା ପାଇଁ ଟଙ୍କା ନ ଥିଲା। କିନ୍ତୁ କାର କିଣିବାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *