Posted inଜାତୀୟ

ଅନୁଚ୍ଛେଦ ୩୭୦ର ବୈଧତାକୁ ଚ୍ୟାଲେଞ୍ଜ୍‌ କରୁଥିବା ଜନସ୍ବାର୍ଥ ମାମଲା ଶୁଣାଣି ପାଇଁ ସୁପ୍ରିମ୍‌କୋର୍ଟ ରାଜି ହେଲେ

ନୂଆଦିଲ୍ଲୀ,୧୦।୭: ଅନୁଚ୍ଛେଦ ୩୭୦ର ବୈଧତାକୁ ନେଇ ଚ୍ୟାଲେଞ୍ଜ୍‌ କରାଯାଥିବା ଏକ ଜନସ୍ବାର୍ଥ ମାମଲାକୁ ସୁପ୍ରିମ୍‌କୋର୍ଟ ଗ୍ରହଣ କରିବା ସହିତ ଏହାର ଶୁଣାଣି ପାଇଁ ରାଜି ହୋଇଛନ୍ତି। ଏହି ଅନୁଚ୍ଛେଦ ଅନ୍ତର୍ଗତ ଜମ୍ମୁ-କଶ୍ମୀରକୁ ବିଶେଷ ଅଧିକାର ଦିଆଯାଇଛି। ଖୁବ୍‌ ଶୀଘ୍ର ଏହା ଉପରେ ଶୁଣାଣି ଆରମ୍ଭ କରାଯିବ ବୋଲି କୁହାଯାଉଛି।


All Right Reserved By

କଂଗ୍ରେସରେ ଯୋଗଦେଲେ ପଞ୍ଜାବର ଏଏପି ବିଧାୟକ

ଚଣ୍ଡିଗଡ଼,୨୫।୪: ପଞ୍ଜାବର ଆମ ଆଦମୀ ପାର୍ଟି(ଏଏପି) ବିଧାୟକ ନଜର ସିଂ ମନଶାହିଆ ଗୁରୁବାର ଏଏପି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର...

ବନ୍ଦ ହେବ ଗରିବ ରଥ

ନୂଆଦିଲ୍ଲୀ,୧୮।୭: ଗରିବ ରଥର ହେବ ନବକଳେବର। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଗରିବ ରଥ ଟ୍ରେନ୍‌କୁ ଖୁବ୍‌ଶୀଘ୍ର ସୁପରଫାଷ୍ଟ ଟ୍ରେନ୍‌ରେ ପରିବର୍ତ୍ତନ କରାଯିବ। ଏହାସହ...

ଘୋଡ଼ା ବଦଳରେ ଜେସିବିରେ ଗଲେ ଇଞ୍ଜିନିୟର ବର

କସଡୋଲ,୧୭।୫: ଛତିଶଗଡ଼ର କସଡୋଲ ଗାଁର ଏକମାତ୍ର ଇଞ୍ଜିନିୟର ହେଉଛନ୍ତି ଅମିଶ କୁମାର ଡହରିଆ। ଏବେ ସେ ଖୁବ୍‌ ଚର୍ଚ୍ଚାରେ। କାରଣ ଏହି ଯୁବ ଇଞ୍ଜିନିୟର ଜଣକ...

ଉଦ୍ୟୋଗପତି ବି.ଏମ୍‌. ଖୈତାନଙ୍କ ପରଲୋକ

କୋଲକାତା,୨ା୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ...

ଟ୍ରମ୍ପ ଯାହା କହୁଛନ୍ତି ତାହା ସେ ବୁଝି ନାହାଁନ୍ତି: ଥରୁର

ନୂଆଦିଲ୍ଲୀ,୨୩।୭: କାଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଟ୍ରମ୍ପ ଯାହା କହିଛନ୍ତି ତାହାର ଜବାବ ରଖିଛନ୍ତି କଂଗ୍ରେସ ନେତା ଶଶି ଥରୁର।...

ପୁଣି ବୁଡିଲା ମାୟାନଗରୀ

ମୁମ୍ବାଇ,୮।୭: ଲଗାଣ ବର୍ଷାରେ ବେହାଲ ହୋଇଥିବା ମୁମ୍ବାଇ ସହର ମାତ୍ର ଦିନେ ଦୁଇ ଦିନର ଆଶ୍ୱସ୍ତି ପରେ ପୁଣି ସୋମବାରଠାରୁ ଏଠାରେ ପରିସ୍ଥିତି ଜଟିଳ ହୋଇପଡିଛି।...

ସିଦ୍ଧୁ ଦରମା ନେଉଛନ୍ତି ହେଲେ କାମ କରୁନାହାଁନ୍ତି: ଭାଜପା ନେତା

ନୂଆଦିଲ୍ଲୀ,୯।୭: ପଞ୍ଜାବରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କୁ ନେଇ ରାଜନୈତିକ ଟଣା ଓଟରା ଲାଗି ରହିଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଓ ସିଦ୍ଧୁଙ୍କ...

କ୍ଷମତାଚ୍ୟୁତ ହେବାପରେ କୁମାରସ୍ବାମୀ କହିଲେ, ଭବିଷ୍ୟତରେ ମଧ୍ୟ ରାଜନୈତିକ ଅସ୍ଥିରତା ଲାଗି ରହିବ

ବେଙ୍ଗାଲୁରୁ, ୨୪।୭: ଦୁଇ ସପ୍ତାହରେ ଧରି କର୍ନାଟକରେ ଚାଲିଥିବା ରାଜନୀତିକ ନାଟକରେ ଯବନିକା ପଡ଼ିଛି। ମଙ୍ଗଳବାର ଆସ୍ଥା ଭୋଟ ହାରିବା ପରେ କୁମାରସ୍ବାମୀ ସରକାର ଭାଜପା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *