ବିଜେଡିର ଛିଡୁନି ବାଲେଶ୍ୱର ଅଙ୍କ: ପ୍ରତାପଙ୍କ ବିରୋଧରେ କାହାକୁ ଓହ୍ଲାଇବ ଦଳ

ଭୁବନେଶ୍ୱର,୬।୪: ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର ଲୋକ ସଭା ଆସନ ସମେତ ୩୯ ବିଧାନସଭା ଆସନର ଘୋଷଣା ବାକି ରହିଛି। ଘୋଷଣା ହୋଇ ନ ଥିବା ଅଧିକାଂଶ ଆସନରେ ବିଧାୟକମାନଙ୍କୁ ଆଶାୟୀ ପ୍ରାର୍ଥୀକଡା ଟକ୍କର ଦେଉଛନ୍ତି। ୨୦ରୁ ଅଧିକ ଆସନକୁ ନେଇ ବିଜେଡି ଚିନ୍ତାରେ ଅଛି। ତେବେ ବାଲେଶ୍ବର ଲୋକ ସଭାରେ କିଏ ହେବେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ? ଭାଜପାରୁ ପ୍ରତାପ ଷଡ଼ଙ୍ଗୀ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡିରୁ କିଏ ହେବେ। ତାହା ଉପରେ ସମସ୍ତଙ୍କ ନଜର ରହିଛି। ବାଲେଶ୍ବର ଲୋକ ସଭା ସହ ସେଠାର ୩ ବିଧାନସଭା ଆସନରେ ବି ବିଜେଡିର ସଂଗୀନ ସ୍ଥିତି । ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କ ସ୍ତ୍ରୀ ସୁବାସିନୀ ଜେନା ବସ୍ତାରୁ ଟିକେଟ ପାଇବା ପରେ ବାଲେଶ୍ୱର ଲୋକ ସଭା ଟିକେଟ କାହାକୁ ମିଳିବ ତାକୁ ନେଇ ଚର୍ଚ୍ଚା ଚାଲିଛି। ରବୀନ୍ଦ୍ର ଜେନା ଏବଂ ବାଲେଶ୍ୱର ବିଧାନସଭା ପ୍ରାର୍ଥୀ ସ୍ବରୂପ ଦାସଙ୍କ ମଧ୍ୟରେ ସମ୍ପର୍କ ସେତେଟା ଭଲ ନ ଥିବାରୁ ବିଜେଡି ଲୋକ ସଭା ଆସନରେ ନୂଆ ପ୍ରାର୍ଥୀ ଯୋଗାଡ଼ରେ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri