୩୯ କେଜି ଗଞ୍ଜେଇ ଜବତ, ୪ ଗିରଫ

କୋରୁକୋଣ୍ଡା,୧୧ା୧୧(ଡି.ଏନ.ଏ)-ବାଲିମେଳା ଅବକାରୀ ବିଭାଗ କର୍ମଚାରୀ ପାଟ୍ରୋଲିଂ କରୁଥିବା ସମୟରେ ଦ୍ରୁତ ଗତିରେ ଯାଉଥିବା ୨ଟି ମୋଟରସାଇକେଲ ଉପରେ ସନ୍ଦେହ କରି ଏହାକୁ ପିଛା କରିଥିଲେ। ପାଟଣାଗୁଡାର ମୁକା କବାସି(୩୩), ବାଟପାଲିଗୁଡ଼ାର ସନୁ ଗୋଲରି (୩୦), ଛତିଶଗଡ ଖଡକଘାଟର କରନ ନାଗ(୨୦) ଓ ବିହାର ଆଜମପୁରର ଅୟର୍ନ ଓଝାଙ୍କଠାରୁ କୋଟ ୩୯କେଜି ୬ଶହ ଗ୍ରାମ ଗଞ୍ଜେଇ ଜବତ ହୋଇଛି। ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଥିବା ମାଥିଲି ଓଆଇସି କହିଛନ୍ତି। ଅବକାରୀ ଅଧୀକ୍ଷକ ଅଶୋକ କୁମାର ସେଠ୍‌ଙ୍କ ନିର୍ଦ୍ଦେଶରେ ଅବକାରୀ ନିରୀକ୍ଷକ ଗଙ୍ଗାଧର ପାଇକରାୟଙ୍କ ନେତୃତ୍ୱରେ ବାଲିମେଳା ଭାରପ୍ରାପ୍ତ ଅବକାରୀ ଅଧିକାରୀ ଏଚ. ଜାଗା ରାଓ ଏବଂ ମାଥିଲି ଅବକାରୀ କର୍ମଚାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି,୨୩/୧୨(ଦୁଯ୍ୟୋଧନ ପାତ୍ର): ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହେଲେ ମାଓବାଦୀ । ମାଲକାନଗିରିରେ ଆତ୍ମସମର୍ପଣ କଲେ ୨୨ ଜଣ ମାଓବାଦୀ । ପୋଲିସ ମହାନିର୍ଦ୍ଦେଶକଙ୍କ...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

ଭୟରେ ଗାଁ ଛାଡ଼ୁଥିଲେ ଲୋକେ: ଶେଷରେ ମିଳିଲା କଟାମୁଣ୍ଡ

ମାଲକାନଗିରି,୧୦।୧୨(ଦୁର୍ଯ୍ୟୋଧନ ପାତ୍ର): ଶେଷରେ ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ। କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ। ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri