Posted inଖେଳ

୪୫ ଦେଶ ବିପକ୍ଷରେ ବିଜୟ ହାସଲ କଲେଣି ଆଫଗାନିସ୍ତାନର ଏହି ଖେଳାଳି

ନୂଆଦିଲ୍ଲୀ,୨୩।୬: ଚଳିତ ଟି୨୦ ବିଶ୍ୱକପରେ ଆଫଗାନିସ୍ତାନ ଅଷ୍ଟ୍ରେଲିଆକୁ ହରାଇ ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛି। ଦଳ ପୂର୍ବରୁ ଲିଗ ପର୍ଯ୍ୟାୟରେ ନ୍ୟୁଜିଲାଣ୍ଡକୁ ହରାଇସାରିଛି। ତେବେ ଏହି ବିଜୟ ସହିତ ଦଳର ବରିଷ୍ଠ ଖେଳାଳି ମହମ୍ମଦ ନବୀ ଏକମାତ୍ର ଖେଳାଳି ଭାବେ ୪୫ ଦେଶ ବିପକ୍ଷରେ ବିଜୟ ହାସଲ କରିଛନ୍ତି।

ନବୀ ହରାଇଥିବା ଦେଶ ଗୁଡ଼ିକ ହେଉଛି ବହାରିନ, ମାଲେସିଆ, ସାଉଦି ଆରବ, କୁଏଟ, କତାର, ଇରାନ, ଥାଇଲାଣ୍ଡ, ନେପାଳ, ୟୁଏଇ, ଜାପାନ, ବାହାମା, ବୋତସ୍ୱାନା, ଜର୍ସି, ଫିଜି, ତାଞ୍ଜାନିଆ, ଇଟାଲୀ, ହଂକଂ, ଆର୍ଜେଣ୍ଟିନା, ପାପୁଆ ନ୍ୟୁ ଗିନି, କେମାନ ଦ୍ୱୀପପୁଞ୍ଜ, ଓମାନ, ଡେନମାର୍କ, ବରମୁଣ୍ଡା, ଆୟର୍ଲାଣ୍ଡ, ସ୍କଟଲ୍ୟାଣ୍ଡ, ନେଦରଲ୍ୟାଣ୍ଡ, ଚୀନ୍, ନାମିବିଆ, ସିଙ୍ଗାପୁର, କାନାଡା, ଆମେରିକା, କେନିଆ, ପାକିସ୍ଥାନ, ତ୍ରିନିଦାଦ ଏବଂ ଟୋବାଗୋ, ଭୁଟାନ, ମାଲଦ୍ୱୀପ, ବାରବାଡୋସ, ଉଗାଣ୍ଡା, ବାଂଲାଦେଶ, ଜିମ୍ବାୱେ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା, ଇଂଲଣ୍ଡ, ନ୍ୟୁଜିଲ୍ୟାଣ୍ଡ ଏବଂ ଅଷ୍ଟ୍ରେଲିଆ।

ତେବେ ରବିବାର ଖେଳାଯାଇଥିବା ଟି -୨୦ ବିଶ୍ୱକପ ୨୦୨୪ ରେ ଅଷ୍ଟ୍ରେଲିଆର ୫ ମ୍ୟାଚ୍ ବିଜୟ ଧାରା ଅଟକିଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆଫଗାନିସ୍ତାନ ପାଇଁ ବ୍ୟାଟିଂ କରିବାକୁ ଆସିଥିବା ଓପନର୍ ରହମାନୁଲ୍ଲା ଗୁରୁବାଜ୍ ଏବଂ ଇବ୍ରାହିମ୍ ଜାଦ୍ରାନ୍ ଦଳ ପାଇଁ ଦୃଢ ମୂଳଦୁଆ ପକାଇଥିଲେ। ଦୁହେଁ ପ୍ରଥମ ୱିକେଟରେ ୧୧୮ ରନ୍ ପାର୍ଟନରସିପ କରିଥିଲେ। ତେବେ ପ୍ୟାଟ୍ କମିନ୍ସଙ୍କ ହ୍ୟାଟ୍ରିକ୍ ବଳରେ ଆଫଗାନିସ୍ତାନ ୧୪୮ ରନରେ ସୀମିତ ରହିଥିଲା। ଏହାପରେ ଗୁଲବାଦ୍ଦିନଙ୍କ ନେତୃତ୍ୱରେ ଆଫଗାନିସ୍ତାନ ବୋଲରମାନେ ଅଷ୍ଟ୍ରେଲିଆର ଟପ୍ ଅର୍ଡରକୁ ଭେଦ କରି ଏହି ବିଜୟ ହାସଲ କରିଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ ୪ ଓଭର ବୋଲିଂ କରି ମାତ୍ର ୨୦ ରନ୍ ବ୍ୟୟରେ ୪ ୱିକେଟ ହାସଲ କରିଥିବା ଗୁଲବାଦ୍ଦିନଙ୍କୁ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri