Posted inଜାତୀୟ

ରାହୁଲଙ୍କ ଟୁଇଟର ଫଲୋଅର୍ସଙ୍କ ସଂଖ୍ୟା ୧ କୋଟିରେ ପହଞ୍ଚିଲା: ଆମେଠି ଲୋକଙ୍କ ସହ ମନାଇବେ ଉତ୍ସବ

ନୂଆଦିଲ୍ଲୀ, ୧୦।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଟୁଇଟର ଫଲୋଅର୍ସ ସଂଖ୍ୟା ୧ କୋଟି ଟପିଛିି। ଲୋକ ସଭା ନିର୍ବାଚନରେ ପରାସ୍ତ ହେବା ପରେ ପ୍ରଥମଥର ପାଇଁ ନିଜ ସଂସଦୀୟ କ୍ଷେତ୍ର ଆମେଠି ଯାଇଛନ୍ତି ରାହୁଲ। ଟୁଇଟରରୁ ଏଭଳି ଖୁସି ଖବର ଶୁଣିବା ପରେ ନିଜ ଫଲୋଅର୍ସଙ୍କୁ ସେ ଧନ୍ୟବାଦ ଦେଇଛନ୍ତି। ଏହି ଖୁସି ସେ ଆମେଠି ଲୋକଙ୍କ ସହ ମନାଇବେ ବୋଲି କହିଛନ୍ତି। ୨୦୧୫ରେ ରାହୁଲ ପ୍ରଥମେ ଟୁଇଟରରେ ଆକାଉଣ୍ଟ ଖୋଲିଥିଲେ।


All Right Reserved By Dharitri.Com

ମୋଦିଙ୍କୁ ଭେଟିଲେ ୟେଦୁରପ୍ପା

ନୂଆଦିଲ୍ଲୀ,୧୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀଠାରେ ଭେଟିଛନ୍ତି। କର୍ନାଟକ ବନ୍ୟା କ୍ଷୟକ୍ଷତିକୁ ନେଇ ସେ ମୋଦିଙ୍କ ସହ ଆଲୋଚନା...

ମାଆ, ସ୍ତ୍ରୀଙ୍କ ସହ ଆସି ଭୋଟ ଦେଲେ ଫଡନଭିସ

ନାଗପୁର,୨୧।୧୦:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ସୋମବାର ମହାରାଷ୍ଟ୍ର ବିଧାନସଭା ପାଇଁ ହୋଇଥିବା ମତଦାନରେ ଭାଗ ନେଇଛନ୍ତି। ସେ ନାଗପୁରର ଏକ ବୁଥରେ ମା’ ସରିତା ଓ...

ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର ହେବ କେନ୍ଦ୍ରଶାସିତ ଅଞ୍ଚଳ: ରାଜନାଥ ସିଂଙ୍କୁ ଭେଟିଲେ ୩ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୮।୧୦: ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବ। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ  ସୋମବାର ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତ୍‌, ନୌସେନା...

କରୋନା ଭାଇରସ୍‌ ଯୋଗୁ ଅସ୍ଥାୟୀ ଭାବେ ବନ୍ଦ ହେଲା ଏମ୍ସର ଓପିଡି ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ସୋମବାରଠାରୁ ନିୟମିତ ରୋଗୀଙ୍କ ପାଇଁ ସମସ୍ତ ଓପିଡି...

ନଡ଼ିଆ ଷଢ଼େଇ ଗଛରେ ଟାଙ୍ଗି ପକ୍ଷୀଙ୍କୁ ଖାଦ୍ୟ-ପାନୀୟ ଦେଉଛନ୍ତି ଛାତ୍ରୀଛାତ୍ର

ବେଙ୍ଗାଲୁରୁ,୧୪।୨: ଦକ୍ଷିଣ କନ୍ନଡରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନେ ସ୍କୁଲ ନିକଟରେ ଥିବା ଗଛରେ ନଡିଆ ଷଢ଼େଇ ଟାଙ୍କି ପକ୍ଷୀମାନଙ୍କୁ ଖାଦ୍ୟ ପାନୀୟ ଦେଉଥିବା...

ବିହାର କୋର୍ଟରେ ଇମ୍ରାନ୍‌ଙ୍କ ବିରୋଧରେ ମାମଲା

ପାଟନା,୨୯ା୯ (ଆଇଏଏନ୍‌ଏସ୍‌): ବିହାର ମୁଜାଫରପୁର ଜିଲାର ଏକ ଅଦାଲତରେ ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଜାତିସଂଘରେ ଇମ୍ରାନ ଭାରତକୁ...

ରମଜାନ୍‌ରେ ସେହରୀ ଏବଂ ଇଫତାର ସମୟ ଜଣାଇବା ପାଇଁ ରାୟସେନ୍‌ରେ ଫୁଟୁଛି ତୋପ

ଭୋପାଳ, ୨୭।୫: ମଧ୍ୟପ୍ରଦେଶ ରାୟସେନ ଦୁର୍ଗରେ ଏବେ ରମଜାନ୍‌ ମାସରେ ପ୍ରତିଦିନ ଭୋର୍‌ ଏବଂ ସନ୍ଧ୍ୟା ସମୟରେ ତୋପ ଫୁଟୁଛି। ସ୍ଥାନୀୟ ରାୟସେନ୍‌ ଦୁର୍ଗରେ ୨...

ଅମ୍ଫନର ପ୍ରଭାବ: ବୁଡିଯାଇଛି କୋଲକାତା ବିମାନ ବନ୍ଦରର ରନଓ୍ବେ

କୋଲକାତା,୨୧।୫: ବାତ୍ୟା ଅମ୍ଫନର ପ୍ରଭାବ ଓଡ଼ିଶାା ଉପରେ ଯେତିକି ପଡିଛି ତା’ଠାରୁ ଯଥେଷ୍ଟ ଅଧିକ ପ୍ରଭାବ ପଡିଛି ପଶ୍ଚିମବଙ୍ଗ ଉପରେ। ଏଠାରେ ଘଣ୍ଟାକୁ ୧୬୦-୧୮୦ କିଲୋମିଟର...

Leave a comment

Your email address will not be published. Required fields are marked *