ବ୍ୟସ୍ତ ବହୁଳ ଜୀବନରେ ମନ ଖୋଲା ହସ…

ସ୍ବାସ୍ଥ୍ୟ ହିଁ ସମ୍ପଦ। ଏହାକୁ ସୁରକ୍ଷିତ ରଖିଲେ ଜୀବନ ଯାତ୍ରା ସହଜ ହୋଇଥାଏ। ଅତି ପ୍ରାଚୀନ କାଳରୁ ଶରୀର ରକ୍ଷା ପାଇଁ ବିଭିନ୍ନ ପ୍ରୟାସ ଜାରି ରହିଛି। ତେବେ ସୁସ୍ଥ ରହିବାର ସହଜ ସୂତ୍ର ହେଉଛି ସବୁବେଳେ ଖୁସି ରହିବା। ଏହା ଦ୍ୱାରା ଶରୀରରେ କୌଣସି ରୋଗ ହୋଇ ନ ଥାଏ। ଖୁସି ରହିବା ପାଇଁ ମଣିଷ ଯଦି ପ୍ରତିଦିନ ହସିବାକୁ ଚେଷ୍ଟା କରିବ ତେବେ ରୋଗ ଆପଣା ଛାଏଁ ଉଭେଇ ଯିବ। ହସିବା ଦ୍ୱାରା ମୁଖମଣ୍ଡଳରେ ଥିବା ମାଂସପେଶୀର ସଂକୋଚନ ଓ ପ୍ରସାରଣ ହୋଇଥାଏ। ଫଳରେ ମୁଖମଣ୍ଡଳର ଉଜ୍ଜ୍ୱଳତା ବୃଦ୍ଧି ପାଇଥାଏ। ସେହିପରି ହସିବା ଦ୍ୱାରା ଶରୀରର ହରମୋନ୍‌ସ୍ତର ଉପରେ ସକାରାତ୍ମକ ପ୍ରଭାବ ପଡିଥାଏ। ହରମୋନ୍‌ସ୍ତରରେ ସମନ୍ବୟ ସୃଷ୍ଟି ହେବା ଦ୍ୱାରା ଡାଇବେଟିସ୍‌, ହାର୍ଟ ଆଟାକ୍‌ ଆଦିରୁ ମୁକ୍ତି ମିଳିଥାଏ। ତେଣୁ ଚିକିତ୍ସକ ରୋଗୀଙ୍କୁ ହସିବା ପାଇଁ ମନ ଏବଂ ଖୁସିରେ ରହିବା ପାଇଁ ପରାମର୍ଶ ଦେଇଥାନ୍ତି।


All Right Reserved By

ତଳିପାଦ ମୋଡ଼ି ହୋଇଯାଇଥିଲେ କରନ୍ତୁ ଏପରି, ମିଳିବ ଆରାମ

ତଳିପାଦ ମୋଡ଼ି ହୋଇଗଲେ ଏହାକୁ ହାଲୁକା ମନେ କରନ୍ତୁ ନାହିଁ। କାରଣ ଭବିଷ୍ୟତରେ ଏହା ଅନେକ ସମସ୍ୟା ସୃଷ୍ଟି କରିବ। ଦୀର୍ଘଦିନ ଧରି ଦରଜ ରହିବା...

ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ଫଳ

ସମଗ୍ର ବିଶ୍ୱରେ ଦିନକୁଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଣିଷର ଦୁର୍ବଳ ମେଟାବୋଲିଜିମ୍‌ କାରଣରୁ ଏହି ରୋଗ ହେଉଥିବାରୁ ଶରୀରରେ ସଠିକ୍‌ ମାତ୍ରାରେ ଇନ୍‌ସୁଲିନ୍‌...

ଦିନରାତି ମୋବାଇଲ ବ୍ୟବହାର ତ୍ୱଚା ଉପରେ ପକାଏ କୁପ୍ରଭାବ

ବର୍ତ୍ତମାନ ସମୟରେ ମୋବାଇଲ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ କହିଲେ ଅତ୍ୟୁକ୍ତି ହେବ ନାହିଁ। ସକାଳୁ ରାତି ହେବାଯାଏ ଏହା ଆମ ହାତରେ ରହିଥାଏ ।...

ସକାଳେ ପିଇଲେ ଗ୍ଲାସେ ତମ୍ବାପାତ୍ର ପାଣି ମିଳିବ କ’ଣ…

ସକାଳେ ନିତ୍ୟକର୍ମ ସାରି ଗ୍ଲାସେ ତମ୍ବାପାତ୍ର ପାଣି ପିଇଲେ ଅନେକ ଉପକାର ହୋଇଥାଏ। ରାତିରେ ତମ୍ବାପାତ୍ରରେ ପାଣି ରଖି ଏହାକୁ ସକାଳୁ ପିଇବା ଉଚିତ। ଏହି...

ଉପକାରୀ ଅପରାଜିତା ଫୁଲ ଚା’

ସାରାଦିନର କାର୍ଯ୍ୟବ୍ୟସ୍ତ ମଧ୍ୟରେ ଯଦି ଥକ୍କା ଅନୁଭବ କରୁଛନ୍ତି, ତେବେ ଅପରାଜିତା ଫୁଲ ଚା’ର ସେବନ କରନ୍ତୁ। ଫୁଲଟି ଦେଖିବାକୁ ଯେତିକି ସୁନ୍ଦର ଏହାର ଔଷଧୀୟ...

ଚିନ୍ତା, ଦେହହାତ ଦରଜ ଦୂର କରେ ମୂର୍ଚ୍ଛା ପ୍ରାଣାୟାମ

ମୂର୍ଚ୍ଛା ପ୍ରାଣାୟାମ ଚିନ୍ତା, ଦେହହାତ ଦରଜ ଏବଂ ମାନସିକ ଅବସାଦ ଦୂର କରିଥାଏ। ଏହା ମନକୁ ଶାନ୍ତ କରେ। ମୂର୍ଚ୍ଛା ପ୍ରାଣାୟାମ କରିବା ଶୈଳୀ :...

ଜାଣନ୍ତୁ ବର୍ଷାଦିନେ କିଭଳି ନେବେ ଗଛର ଯତ୍ନ

ଋତୁ ଅନୁସାରେ ଆମକୁ ଗଛର ଯତ୍ନନେବାକୁ ପଡ଼ିଥାଏ। ତେବେ ବର୍ଷାଦିନେ କିଭଳି ଯତ୍ନନେବା ଜାଣନ୍ତୁ ସେ ସମ୍ପର୍କରେ… . ବର୍ଷାଦିନେ ଜୈବିକ ସାର ପ୍ରୟୋଗ କରନ୍ତୁ।...

ସୁଗାର ଫ୍ରି’ ନୁହେଁ ବ୍ରାଉନ ରାଇସ୍‌

ବଜାରରେ ଚଢ଼ାଦରରେ ମିଳୁଥିବା ବ୍ରାଉନ ରାଇସ୍‌ ସୁଗାର ଓ କୋଲେଷ୍ଟରଲ ମୁକ୍ତ ଥିବା ଦର୍ଶାଯାଇଥାଏ । କିନ୍ତୁ ଏହି ତଥ୍ୟ ସମ୍ପୂର୍ଣ୍ଣ ଭୁଲ ବୋଲି ମାଡ୍ରାସ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *