ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କଲେ ବିରାଟ

ମାଞ୍ଚେଷ୍ଟର,୧୦।୭(ପିଟି)- ଶୀର୍ଷ ର଼୍ୟାଙ୍କ୍‌ଧାରୀ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ବୁଧବାର ନଂ.୧ ବୋଲର ଯଶ୍‌ପ୍ରୀତ ବୁମ୍‌ରାଙ୍କ ବୋଲିଂ ଶୈଳୀକୁ ନକଲ କରିବାକୁ ଉଦ୍ୟମ କରିଛନ୍ତି। ନ୍ୟୁଜିଲାଣ୍ଡ ଇନିଂସ୍‌ର ଅବଶିଷ୍ଟାଂଶ ଆରମ୍ଭ ହେବା ପୂର୍ବରୁ ବୁମ୍‌ରାଙ୍କ ଭଳି ରନ୍‌ ଅପ୍‌ ନେବାଠାରୁ ଆରମ୍ଭ କରି କୋହଲି ସେଲିବ୍ରେଟ ମଧ୍ୟ କରିଥିଲେ। ଏହାର ଏକ ଭିଡିଓ ଆଇସିସି ପକ୍ଷରୁ ଶେୟାର କରାଯାଇଛି। ସାଧାରଣତଃ କୋହଲି ନେଟ୍ସରେ ବୋଲିଂ କରନ୍ତି। ପିଠିଜନିତ ଆହତ ସମସ୍ୟା ସମ୍ଭାବନା ଥିବାରୁ ସେ ୨୦୧୭ ଡିସେମ୍ବରଠାରୁ କୌଣସି ମ୍ୟାଚ୍‌ରେ ବୋଲିଂ କରିନାହାନ୍ତି। ତାଙ୍କ ନାମରେ ୪ଟି ଲେଖାଏ ଦିନିକିଆ ଓ ଟି୨୦ ଉଇକେଟ ରହିଛି।


All Right Reserved By

ଇଂଲଣ୍ଡ ବିପକ୍ଷରେ ଭାରତୀୟ ଦଳ ଭିନ୍ନ ରଙ୍ଗର ଜର୍ସି ପିନ୍ଧିପାରେ

ଲଣ୍ଡନ,୨୦।୬- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ କିଛି ମ୍ୟାଚ୍‌ରେ ଭିନ୍ନ ରଙ୍ଗର ଜର୍ସି ପରିଧାନ କରିବ। ୩୦ ତାରିଖରେ ଇଂଲଣ୍ଡ ବିପକ୍ଷରେ ମ୍ୟାଚ୍‌ରେ ନୂଆ ଜର୍ସି...

ବୁମରାଙ୍କ ବୋଲିଂଙ୍କୁ ନକଲ କଲେ ବୃଦ୍ଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ଦଳର ବୋଲର ଜସ୍‌ପ୍ରୀତ୍‌ ବୁମରା ନିଜର ବୋଲିଂ ପାଇଁ ଚର୍ଚ୍ଚାରେ ରହିଥିବା ବେଳେ ଆଇସିସି ଦିନିକିଆ ର଼୍ୟାକିଂରେ ନମ୍ବର ଓ୍ବାନରେ ରହିଛନ୍ତି। ଭାରତୀୟ...

୨୨ ବର୍ଷିୟା ଆଥ୍‌ଲେଟଙ୍କ ଅବସର

ଭିଲନିଅସ(ଲିଥୁଆନିଆ),୨୨।୫- ପୂର୍ବତନ ଅଲିମ୍ପିକ୍‌ ସନ୍ତରଣ ଚାମ୍ପିୟନ ରୁଟା ମେଇଲୁଟାଇଟ ବୁଧବାର ଅବସର ଗ୍ରହଣ କରିଛନ୍ତି। କ୍ରମାଗତ ୩ଟି ଡୋପ ଟେଷ୍ଟର ସମ୍ମୁଖୀନ ହୋଇ ନ ପାରିବାରୁ...

ତେନ୍ଦୁଲକରଙ୍କ ପରାମର୍ଶ ଚାହାଁନ୍ତି ପାକିସ୍ତାନ ଓପନର

ଲାହୋର, ୨୨ା୪ (ପି.ଟି.)-ବ୍ୟାଟିଂ ଆଇକନ ସଚିନ ତେନ୍ଦୁଲକରଙ୍କଠାରୁ ପରାମର୍ଶ ନେବାକୁ ଆଗ୍ରହ ପ୍ରକାଶ କରିଛନ୍ତି ପାକିସ୍ତାନ ବିଶ୍ୱକପ୍‌ ଦଳରେ ସ୍ଥାନ ପାଇଥିବା ଓପନର ଆବିଦ୍‌ ଅଲି।...

ଭଲ ପିଚ୍‌ ଟେଷ୍ଟ କ୍ରିକେଟକୁ ଆଗକୁ ନେବ: ସଚିନ

ମୁମ୍ବାଇ, ୨୫।୮(ପି.ଟି.): କ୍ରିକେଟର ସବୁ ଲମ୍ବା ଫର୍ମାଟ କୁହାଯାଉଥିବା ଟେଷ୍ଟର ଲୋକପ୍ରିୟତାକୁ ବଞ୍ଚାଇ ରଖିବାକୁ ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପ୍ରୟାସ ଜାରି ରଖିଛି।...

ଫାଇନାଲରେ ସିନ୍ଧୁ

ଜାକର୍ତ୍ତା,୨୦।୭(ପି.ଟି.)- ଅଲିମ୍ପିକ୍‌ ରୌପ୍ୟ ପଦକଧାରୀ ପି. ଭି. ସିନ୍ଧୁ ଏଠାରେ ଚାଲିଥିବା ଇଣ୍ଡୋନେସିଆ ଓପନ ବିଡବ୍ଲ୍ୟୁଏଫ୍‌ ଟୁର୍‌ ସୁପର ୧୦୦୦ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।...

ହରିୟାଣା ଷ୍ଟିଲର୍ସକୁ ହରାଇଲା ଦବଙ୍ଗ ଦିଲ୍ଲୀ

ମୁମ୍ବାଇ, ୨୯।୭(ପି.ଟି.)- ଚଳିତ ପ୍ରୋ କବାଡ଼ି ଲିଗ୍‌ରେ ଦବଙ୍ଗ ଦିଲ୍ଲୀର ପ୍ରଭାବୀ ପ୍ରଦର୍ଶନ ଜାରି ରହିଛି। ରବିବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ହରିୟାଣା ଷ୍ଟିଲର୍ସକୁ...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ପ୍ରସ୍ତୁତି ଅନୁଧ୍ୟାନ କଲେ କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୩ା୭- ଆଉ ୪ ଦିନ ପରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ା ଆରମ୍ଭ ହେବ । ଏ ନେଇ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *