CORONAVIRUS UPDATE: ରାଜ୍ୟରୁ ଆଜି ୩,୯୧୩ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ବୃଦ୍ଧି

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୩୪୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୬୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୫୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮୨ ଏବଂ ପୁରୀରୁ ୨୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୦୩, ବାଲେଶ୍ୱର ୧୩୪, ବରଗଡ଼ ୧୪୬, ଭଦ୍ରକ ୧୨୩ , ବଲାଙ୍ଗୀର ୧୪୨, ବୌଦ୍ଧ ୬୧, ଦେବଗଡ଼ ୧୫, ଢେଙ୍କାନାଳ ୭୪, ଗଜପତି ୧୬, ଗଞ୍ଜାମ ୮୬, ଜଗତସିଂହପୁର ୧୦୮, ଯାଜପୁର ୧୨୮, ଝାରସୁଗୁଡ଼ା ୧୬୨, କଳାହାଣ୍ଡି ୬୦, କନ୍ଧମାଳ ୮୬, କେନ୍ଦ୍ରାପଡ଼ା ୧୫୬, କେନ୍ଦୁଝର ୭୬, କୋରାପୁଟ ୧୦୦, ମାଲକାନଗିରି ୬୮, ମୟୂରଭଞ୍ଜ ୧୪୭, ନବରଙ୍ଗପୁର ୧୧୨, ନୟାଗଡ଼ ୬୦, ନୂଆପଡ଼ା ୧୨୮, ରାୟଗଡ଼ା ୯୮, ସମ୍ବଲପୁର ୧୪୧ , ସୋନପୁର ୯୧ ଏବଂ ସୁନ୍ଦରଗଡ଼ରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା ବେଳେ ୧,୧୫,୨୭୯ ଜଣ ସୁସ୍ଥ ହୋଇଛନ୍ତି। ୩୪,୮୪୯ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri