ନକଲି ଖବରଦାତା ଗିରଫ

ବ୍ରହ୍ମପୁର ଅଫିସ,୧୧ା୭:-ଗୋଷାଣୀନୂଆଗଁ। ପୋଲିସ ଧମକ ଚମକ ଦେଉଥିବା ଅଭିଯୋଗରେ ଜଣେ ନକଲି ଖବରଦାତାଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ ପ୍ରସାଦ କୁମାର ସାହୁ। ମାମଲା ନଂ. ୭୧/୧୯ ରେ ତାଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ପୋଲିସ ଯାନବାହନ ଯାଞ୍ଚ କରୁଥିବା ବେଳେ ପ୍ରସାଦ ନିଜକୁ ଜଣେ ଖବରଦାତା ବୋଲି କହିଥିଲେ। ପୋଲିସ ତାଙ୍କୁ ଗାଡି କାଗଜପତ୍ର ଦେଖାଇବାକୁ କହିଥିଲା। ହେଲେ ସେ ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ଧମକଚମକ ଦେଇଥିଲେ। ଏପରିକି ଏକ ଖବରଦାତା ପରିଚୟପତ୍ର ପୋଲିସକୁ ଦେଖାଇଥିଲେ। ପରିଚୟ ପତ୍ରରେ ହିମାଂଶୁ କୁମାର ସାହୁଙ୍କ ନାମ ଲେଖାଯାଇଥିବା ପୋଲିସ ଦେଖିବାକୁ ପାଇଥିଲା।


All Right Reserved By Dharitri.Com

ରାଜ୍ୟ ଜଳସମ୍ପଦ ବିଭାଗ ଟିମ୍‌ଙ୍କ ରାମେୟାପାଟଣା ଗସ୍ତ

ଚିକିଟି,୨୧।୮(ଡି.ଏନ.ଏ.)-ରାଜ୍ୟ ଜଳସମ୍ପଦ ବିଭାଗର ଏକ ସ୍ବତନ୍ତ୍ର ବୈଷୟୀକ ଟିମ୍‌ ବୁଧବାର ମଧ୍ୟାହ୍ନରେ ଚିକିଟି ବ୍ଲକ୍‌ ସମୁଦ୍ରତଟବର୍ତ୍ତୀ ଗ୍ରାମ ରାମେୟାପାଟଣାରେ ପହଞ୍ଚତ୍ଥିଲେ। ଗତ ୧୪ ତାରିଖରେ ଜୁଆର...

ରୋଗୀଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ

ଛତ୍ରପୁର,୭ା୮(ଡି.ଏନ.ଏ.) -ପ୍ରତ୍ୟେକ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ ନିର୍ମାଣ କରାଯିବ। ଗୃହ ସଂଲଗ୍ନ ଶୌଚାଳୟ ରହିବ। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ।...

ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ସଂସ୍କାରବାଦୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୯ା୬-କେସି ହାଇସ୍କୁଲ ପରିସରରେ ଚାଲିଥିବା ବେସରକାରୀ ଇଂଲିଶ ମାଧ୍ୟମ ସ୍କୁଲ ଉଚ୍ଛେଦ ଦାବି ଏବେ ଜୋର ଧରିଛି ା ସାମାଜିକ ଅନୁଷ୍ଠାନ ସଂସ୍କାରବାଦୀ ପକ୍ଷରୁ...

ମମତା ସହାୟତା ପ୍ରଦାନରେ ଅବହେଳା , ୧୬ ସିଡିପିଓଙ୍କୁ କାରଣ ଦର୍ଶାଅ ନୋଟିସ

ଛତ୍ରପୁର,୧୮ା୧୨(ଡି.ଏନ.ଏ)- ମମତା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନରେ ଅବହେଳା ଗଞ୍ଜାମ ଜିଲାର ୧୬ ସିଡିପିଓଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୁପ ଜିଲାପାଳ ବିଜୟ ଅମୃତା...

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା: ୮ ଗିରଫ

ଧରାକୋଟ,୨୬ା୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଅଲେଖ ନାହାକଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା...

ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା...

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୯।୬: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର ସାରଙ୍ଗଗଡ଼ ଥାନା ଅନ୍ତର୍ଗତ ପଟାଙ୍ଗି ପଞ୍ଚାୟତର ପଦାସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି।...

ଛାତ୍ରୀଛାତ୍ରଙ୍କୁ ଚାରା ବାଣ୍ଟିଲେ ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ.ଏ)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଆୟୋଜିତ ହୋଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଥିରେ ଯୋଗଦେଇ ସ୍କୁଲକୁ ଆସିଥିବା...

Leave a comment

Your email address will not be published. Required fields are marked *