CORONAVIRUS UPDATE: ରାଜ୍ୟରେ ଆଜି ୩୯୨୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪କୁ ବୃଦ୍ଧି

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୨୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୦୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୧୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୮୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮୦ ଏବଂ କେନ୍ଦୁଝରରୁ ୨୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୦୦, ବାଲେଶ୍ୱର ୭୨, ବରଗଡ଼ ୧୫୪, ଭଦ୍ରକ ୫୧, ବଲାଙ୍ଗୀର ୮୫, ବୌଦ୍ଧ ୪୮, ଦେବଗଡ଼ ୮, ଢେଙ୍କାନାଳ ୭୬, ଗଜପତି ୨୨, ଗଞ୍ଜାମ ୩୯, ଜଗତସିଂହପୁର ୧୨୩, ଝାରସୁଗୁଡ଼ା ୧୦୯, କଳାହାଣ୍ଡି ୭୩, କନ୍ଧମାଳ୬୨, କେନ୍ଦ୍ରାପଡ଼ା ୧୦୭, କୋରାପୁଟ ୬୯, ମାଲକାନଗିରି ୬୯, ମୟୂରଭଞ୍ଜ ୧୪୯, ନବରଙ୍ଗପୁର ୪୦, ନୟାଗଡ଼ ୪୮, ନୂଆପଡ଼ା୧୧୪, ପୁରୀ ୧୮୪, ରାୟଗଡ଼ା ୪୮, ସମ୍ବଲପୁର ୧୧୭, ସୋନପୁର ୨୫ ଏବଂ ସୁନ୍ଦରଗଡ଼ରୁ ୧୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୦,୯୩୭୪ ପହଞ୍ଚିଥିବା ବେଳେ ୧,୭୦,୧୯୩ ଜଣ ଚିକିତ୍ସିତ ହେଉଛନ୍ତି। ୩୮,୩୩୧ ଜଣ ଚିକିତ୍ସିତ ହେଉଛନ୍ତି। ୭୯୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ୫ ବର୍ଷର ଶିଶୁ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୨୨।୫-ଝାରସୁଗୁଡ଼ା ଜିଲାକୁ ପୁଣି ଥରେ କରୋନା ଫେରିଛି । ପୂର୍ବରୁ ବ୍ରଜରାଜନଗର ଓ ଲଖନପୁର ଅଞ୍ଚଳରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।...

କ୍ୟାମେରାମ୍ୟାନ ମାନସ ହତ୍ୟାମାମଲା: ପୂର୍ବତନ ପ୍ରଶାସନିକ ଅଧିକାରୀ ଗିରଫ

ଚାନ୍ଦବାଲି,୨୧।୩(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ସୋମବାର ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ଅବସର ପ୍ରାପ୍ତ...

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୯୯୧ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୬୭୬ଜଣ ଲୋକାଲ କେସ୍‌ ଥିବା...

ବାହୁଡ଼ାଯାତ୍ରା ନୀତି ପାଇଁ ପ୍ରଶାସନର ପ୍ରସ୍ତୁତି

ପୁରୀ ଅଫିସ,୬।୭: ବାହୁଡ଼ାଯାତ୍ରା ନୀତି ସଅଳ କରିବା ପାଇଁ ମଙ୍ଗଳବାର ଦଇତାପତି ନିଯୋଗ ସହ ଜିଲାପାଳଙ୍କ ବୈଠକ ହୋଇଛି। ଜୁଲାଇ ୮ ସା ଦର୍ଶନ ଦିନ...

ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍‌: ସିଂହଦ୍ୱାରରେ ମହାଦୀପ ଦାନ, ରସଗୋଲା ଭୋଗ

ପୁରୀ ଅଫିସ, ୨୯ା୭: ଓଡ଼ିଶା ରସଗୋଲାକୁ ମିଳିଛି ଜିଆଇ ଟ୍ୟାଗ୍‌। ଓଡ଼ିଶା ରସଗୋଲା ପାଇଛି ଭୌଗଳିକ ପରିଚୟ। ମାଡ୍ରାସ ଜିଆଇ କାର୍ଯ୍ୟାଳୟରୁ ଏହି ମାନ୍ୟତା ମିଳିବା...

ଆସନ୍ତା ୮ରେ ମୋଦିଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୮ତାରିଖରେ ନୂଆଦିଲ୍ଲୀ ଗସ୍ତରେ ଯିବେ। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।...

ବୁଲିପାରିଲେନି ବୋଲି କାଠରେ ତିଆରି କଲେ ବିସ୍ମୟ

ଭୁବନେଶ୍ୱର,୩ା୩(ବ୍ୟୁରୋ): ପିଲାବେଳୁ ସ୍ବପ୍ନ ଥିଲା ପ୍ୟାରିସ୍‌ର ଏଫିଲ୍‌ ଟାଓ୍ବାର ଥରେ ଦେଖିବା, ଆଗ୍ରାର ତାଜମହଲ ଆଗରେ ଫଟୋ ଉଠାଇବା, ଆଉ ଇଜିପ୍ଟର ପିରାମିଡ୍‌ ବୁଲିବା। ହେଲେ...

ରାଜଧାନୀରୁ ୧ କୋଟି ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭୁବନେଶ୍ୱର ଭରତପୁର ଅଞ୍ଚଳରୁ ଶୁକ୍ରବାର ଭୋର୍‌ରୁ ୯୩ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ...

Advertisement
Archives

Model This Week