୫ବର୍ଷ ପରେ ସାମ୍ନାକୁ ଆସିଲା ଆଇଏସ୍‌ ନେତାଙ୍କ ଭିଡିଓ

ଦାମସ୍‌କସ୍‌,୩୦।୪: ଇସଲାମିକ୍‌ ଷ୍ଟେଟର ନେତା ସୋମବାର ଏକ ଭିଡିଓ ଜାରି କଲାପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ଉକ୍ତ ଭିଡିଓରେ ଇଷ୍ଟରରେ ଶ୍ରୀଲଙ୍କାରେ ହୋଇଥିବା ବିସ୍ଫୋରଣ ଓ ସେଥିରେ ମୃତ୍ୟୁ ହୋଇଥିବା ଲୋକଙ୍କୁ ନେଇ ଏହି ଇସ୍‌ଲାମିକ ନେତା ପ୍ରଶଂସା କରୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓଟି ହେଇଛି ଇସ୍‌ଲାମିକ ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ର ନେତା ଅବୁ ବକ୍ର ଅଲ୍‌-ବାଗ୍‌ଦାଦିଙ୍କର। ତେବେ ଏହି ଭିଡିଓଟି ସାମ୍ନାକୁ ଆସିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି। କାରଣ ଅନେକ ଥର ଖବର ଆସିଛି କି ବାଗ୍‌ଦାଦିଙ୍କ ମୃତ୍ୟୁ ହୋଇଛି। ତେବେ ଭିଡିଓରେ ଦେଖାଯାଇଥିବା ବ୍ୟକ୍ତି ଶ୍ରୀଲଙ୍କା ବିସ୍ଫୋରଣକୁ ସିରିଆ ଆକ୍ରମଣର ପ୍ରତିଶୋଧ ବୋଲି କହୁଛନ୍ତି।


All Right Reserved By Dharitri.Com

ପୁଣି ଇଣ୍ଡୋନେସିଆରେ ଭୂକମ୍ପ

ଜାକର୍ତ୍ତା,୨୬।୯: ପୂର୍ବ ଇଣ୍ଡୋନେସିଆରେ ଗୁରୁବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୫ ରହିଛି। ଅବଶ୍ୟ ଭୂକମ୍ପ ପରେ ଏବେ ସୁନାମି...

ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ...

ପାକିସ୍ତାନରେ ଶିଖ୍‌ ଯୁବକଙ୍କୁ ହତ୍ୟା

ଇସ୍‌ଲାମାବାଦ,୫।୧: ପାକିସ୍ତାନର ପେଶାୱାରଠାରେ ଜଣେ ଶିଖ୍‌ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ରବୀନ୍ଦ୍ର ସିଂହ। ଚାମକାନି ପୋଲିସ ଷ୍ଟେସନ ଅଞ୍ଚଳରୁ ରବୀନ୍ଦ୍ରଙ୍କ ମୃତଦେହ ମିଳିଛି।...

ଇମ୍ରାନଙ୍କ ଜିଦ୍‌ ପାଇଁ ପିତାଙ୍କ ଅନ୍ତିମ ସଂସ୍କାରରେ ପହଞ୍ଚି ପାରିଲେନି ପୁଅ

ଇସ୍‌ଲାମାବାଦ,୧୧।୨: ଚାଇନାର ଉହାନ ସହରରେ ରହି ପିଏଚ୍‌ଡି କରୁଥିବା ପାକିସ୍ତାନର ଛାତ୍ର ହସନ ନିଜ ପିତାଙ୍କ ଅନ୍ତିମ ସଂସ୍କାରରେ ପହଞ୍ଚି ନ ପାରିବାକୁ ନେଇ ପାକିସ୍ତାନର...

ମୋଦିଙ୍କୁ କାପୁରୁଷ ବୋଲି କହିଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: କଶ୍ମୀର ପ୍ରସଙ୍ଗକୁ ନେଇ ପୁଣିଥରେ ଗର୍ଜିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ। ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜାଫରାବାଦରେ ଶୁକ୍ରବାର ସେ ଏକ ରାଲିକୁ ସମ୍ବୋଧନ...

ଶ୍ରୀଲଙ୍କା ସରକାର କହିଲେ ମୃତକଙ୍କ ସଂଖ୍ୟା ୩୫୯ ନୁହେଁ ୨୫୩

କଲମ୍ବୋ,୨୬।୪: ଶ୍ରୀଲଙ୍କାରେ ଇଷ୍ଟର ସନ୍‌ ଡେ’ରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣରେ ଏପର୍ଯ୍ୟନ୍ତ ୩୫୯ଜଣଙ୍କ ମୃତ୍ୟୁ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି। ହେଲେ ଏହି...

ମାସକ ମଧ୍ୟରେ ଇମ୍ରାନଙ୍କୁ ପଦରୁ ହଟାଇ ପାରେ ପାକ୍‌ ସେନା

ଇସ୍‌ଲାମାବାଦ,୧୨।୯: ପାକିସ୍ତାନ ସେନା ଆସନ୍ତା ମାସକ ମଧ୍ୟରେ ବଡ ଧରଣର ଅଦଳ ବଦଳ କରିପାରେ ବୋଲି ସୂଚନା ମିଳିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ହଟାଇ...

୭ କୋଟିର ଦାମିକା ଚେୟାର: ନୋଟ୍‌ରେ ହୋଇଛି ତିଆରି

ମସ୍କୋ,୨।୧୨: ରୁଷିଆରେ ଏକ ଆର୍ଟ ମ୍ୟୁଜିୟମ୍‌ରେ ଦାମିକା ଚେୟାର ରହିଛି। ଚେୟାରଟି ଏକ ଲକ୍ଷ ଡଲାର ନୋଟ୍‌ରେ ନିର୍ମିତ ହୋଇଛି। ଭାରତୀୟ ମୁଦ୍ରାରେ ଏହା ଦାମ...

Leave a comment

Your email address will not be published. Required fields are marked *