ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ଗୁରୁବାର ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୧ଟା ୪୫ ମିନିଟରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ବଜେଟ ପରିମାଣ ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ଏଥିସହିତ ମନ୍ତ୍ରୀମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ମାସିକିଆ ରିପୋର୍ଟ ଉପରେ ମଧ୍ୟ ମାନସମନ୍ଥନ ହେବ ବୋଲି ସୂଚନା ମିଳିଛି। ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ ନେଇ ମନ୍ତ୍ରୀମାନେ କିପରି କାର୍ଯ୍ୟ କରୁଛନ୍ତି ସେ ନେଇ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଜେଡି ପଞ୍ଚମ ପାଳି ସରକାରଙ୍କ ଏହା ହେବ ଦ୍ୱିତୀୟ ବୈଠକ।


All Right Reserved By

ମେଟଲ୍‌ ମିଟ୍‌-୨୦୧୯; ସରିଲା ଜୁନିୟର୍‌ ଗ୍ରୁପ୍‌ ପ୍ରିଲିମ୍ସ, ସିନିୟର ପ୍ରିଲିମ୍ସ ପାଇଁ ରେଜିଷ୍ଟ୍ରେଶନ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର ଗ୍ରୁପ୍‌ର ପ୍ରିଲିମ୍‌ ରାଉଣ୍ଡ ଶନିବାର ଶେଷ ହୋଇଛି। କୁଇଜ ମାଷ୍ଟର ଅଜୟ ପୁନିଆଙ୍କ ଦମ୍‌ଦାର ପ୍ରଶ୍ନର...

ସି.ଭି. ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୭-୮: ପଣ୍ଡିଚେରୀଠାରେ ଅନୁଷ୍ଠିତ ଜାତୀୟ ସାଇବର ସିକ୍ୟୁରିଟି ହାକାଥନରେ ସି.ଭି. ରମଣ କଲେଜ ଅଫ୍‌ ଇଞ୍ଜିନିୟରିଂର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଜାତୀୟ ସାଇବର ସିକ୍ୟୁରିଟି...

ଆମ୍ରିରେ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଆମ୍ରି ହସ୍ପିଟାଲ୍ସ ଭୁବନେଶ୍ୱର ପକ୍ଷରୁ ସିୟର ଓ୍ବେଭ ଇଲାଷ୍ଟୋଗ୍ରାଫି ଚିକିତ୍ସା ସୁବିଧା ଶୁଭାରମ୍ଭ ହୋଇଛି। ଏହି ନୂଆ ଫାସିଲିଟି ଦ୍ୱାରା ହସ୍ପିଟାଲ ପରିସରରେ ଏକ...

ଅଗଷ୍ଟ ୩ରୁ ‘ମେଟଲ୍‌ ମିଟ୍‌-୨୦୧୯’

ଭୁବନେଶ୍ୱର,୨।୭(ବ୍ୟୁରୋ): ବର୍ଷକର ପ୍ରତୀକ୍ଷା ପରେ ପୁଣିଥରେ ଫେରୁଛି ଓଡିଶାର ପ୍ରଥମ ଏବଂ ଏକମାତ୍ର କୁଇଜ୍‌ ମହାକୁମ୍ଭ ‘ମେଟଲ୍‌ ମିଟ୍‌- ୨୦୧୯’। ଅଗଷ୍ଟ ୩ ଓ ୪...

ଆଜି ସୁନାବେଶ: ରତ୍ନ ଅଳଙ୍କାରରେ ଝଲସିବେ ଦାରୁବିଗ୍ରହ

ପୁରୀ ଅଫିସ, ୧୩।୭: ଆଷାଢ ଶୁକ୍ଳ ଦ୍ୱାଦଶୀ ଶନିବାର ଏହିଦିନ ସୁନାବେଶ ଓ ଶ୍ରୀଗରୁଡ଼ ଶୟନ ନୀତି। ପବିତ୍ର ତିଥିରେ ରଥାରୂଢ ଦାରୁବିଗ୍ରହ ମହଣ ମହଣ...

୨୦୩୦ ସୁଦ୍ଧା ଏଡ୍‌ସମୁକ୍ତ ଓଡ଼ିଶା ଲକ୍ଷ୍ୟ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଜିଲା ଏଡ୍‌ସ ପ୍ରତିରୋଧ ଓ ନିୟନ୍ତ୍ରଣ ୟୁନିଟ୍‌ର ସମୀକ୍ଷା ବୈଠକ ମଙ୍ଗଳବାର ଓଡିଶା ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସମିତି (ଓସାକ୍ସ)ଠାରେ ଅନୁଷ୍ଠିତ ହୋଇଯାଇଛି।...

ରାଜ୍ୟବାସୀଙ୍କ ଆଶା ଅନୁଯାୟୀ ବଜେଟ: ନବୀନ

ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ୨୦୧୯-୨୦ ବଜେଟ୍‌ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବାସୀଙ୍କ ଆଶା ଯାହା ଥିଲା, ତାହା ବଜେଟ୍‌ରେ ପ୍ରତିଫଳିତ ହୋଇଛି। ବଜେଟ୍‌ରେ କାଳିଆ...

ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍‌, ଟ୍ରେନ୍‌ ବଗି ଯାଞ୍ଚ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *