ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଆଜି ୩୯୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୩୯୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୧୧୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୪୩ ଏବଂ ଏବଂ ନୂଆପଡ଼ାରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨୪, ବାଲେଶ୍ୱର ୫, ବରଗଡ଼ ୩୪, ଭଦ୍ରକ ୪, ବଲାଙ୍ଗୀର ୧୦, କଟକ ୨୭, ଢେଙ୍କାନାଳ ୪, ଗଞ୍ଜାମ ୭, ଜଗତସିଂହପୁର ୨, ଯାଜପୁର ୭, ଝାରସୁଗୁଡ଼ା ୬, କେନ୍ଦ୍ରାପଡ଼ା ୨, କେନ୍ଦୁଝର ୩, କୋରାପୁଟ ୪, ମୟୂରଭଞ୍ଜ ୧୯, ନବରଙ୍ଗପୁର ୩, ନୟାଗଡ଼ରୁ ଜଣେ, ପୁରୀ ୧୨, ରାୟଗଡ଼ା ୩, ସମ୍ବଲପୁରରୁ ୧୪, ସୋନପୁର ୩୪ ଏବଂ ସୁନ୍ଦରଗଡ଼ରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୩,୩୧୧ ରେ ପହଞ୍ଚିଥିବା ବେଳେ ୩,୩୭,୦୯୧ଜଣ ସୁସ୍ଥ ହୋଇଛନ୍ତି। ୨୨୪୬ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri