ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ କପେ…

ସକାଳୁ ଖାଲି ପେଟରେ କପେ ରସୁଣ ଚା’ ପିିଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହାର୍ଟ ଆଟାକରେ ଏହା ମହୌଷଧୀ ଭଳି କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ରସୁଣରେ ଭିଟାମିନ୍‌-‘ଏ’, ‘ବି’, ‘ସି’, ଆଣ୍ଟି-ଅକ୍ସିଡାଣ୍ଟ, କ୍ୟାଲସିୟମ୍‌, ଜିଙ୍କ୍‌, ଲୌହ, ମ୍ୟାଗ୍ନେସିୟମ୍‌, ଫସଫରସ୍‌ ପ୍ରଭୃତି ରହିଥାଏ। ନିୟମିତ ୨ଟି ରସୁଣ କୋଲାକୁ ପାଣିରେ ଫୁଟାଇ ଛାଣି ଏଥିରୁ କପେ ଚା’ପରି ପିଇଲେ ଉଚ୍ଚ ରକ୍ତଚାପ, ମାନସିକ ଚାପ, କର୍କଟ, ହାର୍ଟ ଆଟାକ ଆଦିରୁ ସହଜରେ ମୁକ୍ତି ମିଳିଥାଏ।


All Right Reserved By

ବଡ଼ ପେଟ ସମସ୍ୟା ନେଇ ଚିନ୍ତିତ କି … ପ୍ରତିଦିନ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନ ସମୟରେ ବଡ଼ ପେଟ ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ହେଉ କିମ୍ବା ଗୋଟିଏ ଜାଗାରେ ବେଶି ସମୟ ବସି କାମ କରିବା ଫଳରେ...

ଦୂର ଯାତ୍ରା ସମୟରେ କରନ୍ତୁ ନାହିଁ ଏହି ୪ କାମ, ନଚେତ୍‌ ପଡ଼ିପାରନ୍ତି ହଇରାଣରେ

ଅନେକ ଲୋକଙ୍କୁ ଦୂର ଜାଗା ବୁଲିବା ପସନ୍ଦ ହୋଇଥିଲେ ମଧ୍ୟ ଏ ନେଇ ଉପୁଜିଥାଏ ଅନେକ ସମସ୍ୟା, ଯଥା ବାନ୍ତି, ମୁଣ୍ଡବିନ୍ଧା ଇତ୍ୟାଦି। ଏହି କାରଣ...

ଜାଣନ୍ତୁ କାହିଁକି ଦିଏ ହାକୁଟି

ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ଅନେକ ସମୟରେ ଚିନ୍ତା କରିବା ଫଳରେ ହାକୁଟି...

ମେଦବହୁଳତାରୁ ଦୂରେଇ ରଖେ ଏହି ସହଜ ଉପାୟ…

ପରିବର୍ତ୍ତିତ ଜୀବନଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଦୈନଦିନ ଜୀବନରେ କିଛି ସହଜ ଉପାୟ ଦ୍ୱାରା ଏଥିରୁ ଦୂରେଇ...

ପ୍ରକୃତିର ବରଦାନ: ମା’ର ଖାଦ୍ୟ

ମା’ କ୍ଷୀର ଶିଶୁ ପାଇଁ ସର୍ବୋତ୍ତମ। ଏ ସମ୍ପର୍କରେ ବିଶ୍ୱବ୍ୟାପୀ ପ୍ରସାର କରିବା ପାଇଁ ୧୯୯୧ ମସିହା ଫେବୃୟାରୀ ୧୪ରେ ଓ୍ବାଲର୍‌ଡ ଆଲିଆନ୍ସ ଫର୍‌ ବ୍ରେଷ୍ଟ...

ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…

ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ...

ବେଶ୍‌ ଉପକାରୀ କଦଳୀ ଚୋପା

କଞ୍ଚା ଅବା ପାଚିଲା କଦଳୀ ଉଭୟର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଅଧିକାଂଶ କ୍ଷେତ୍ରରେ କଦଳୀ ଖାଇବା ପରେ ଚୋପାକୁ ଫିଙ୍ଗି ଦିଆଯାଏ। କିନ୍ତୁ...

‘ମାଟିହାଣ୍ଡି ମଟନ’

ବର୍ତ୍ତମାନ ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟ ସ୍ଥାନୀୟ ଖାଦ୍ୟ ଓ ଗ୍ରାହକଙ୍କ ପସନ୍ଦ ଅନୁଯାୟୀ ଭିନ୍ନ ଭିନ୍ନ ଡିସ୍‌ ପରଷୁଛନ୍ତି। ତେବେ ମୟୂରଭଞ୍ଜ ଆସିଲେ ଲୋକେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *