Posted inଜାତୀୟ

ନକଲି ଡିଗ୍ରୀ ମାମଲା: ଅଭିଷେକ ବାନାର୍ଜୀଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୧୧।୭: ତ୍ରୁଣ ମୂଳ କଂଗ୍ରେସ ଏମ୍‌ପି ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀଙ୍କୁ ଦିଲ୍ଲୀର ଏକ ସ୍ପେଶାଲ କୋର୍ଟ ନୋଟିସ ଜାରି କରିଛନ୍ତି। ନକଲି ଡିଗ୍ରୀ ମାମଲାରେ କୋର୍ଟ ଏହି ନୋଟିସ ଜାରି କରିଛନ୍ତି। ସୁପ୍ରିମକୋର୍ଟର ଓକିଲ ସାର୍ଥକ ଚତୁର୍ବେଦିଙ୍କ ଦ୍ୱାରା ଏହି ମାମଲା କରାଯାଇଥିବା ବେଳେ ଆସନ୍ତା ୨୫ ତାରିଖରେ କୋର୍ଟରେ ହାଜର ହେବାକୁ ନୋଟିସ ଦିଆଯାଇଛି।


All Right Reserved By Dharitri.Com

ମୂସାଙ୍କ ଜାଗା ନେଲେ ହାରୁନ ଆବାସ୍‌

ଶ୍ରୀନଗର, ୭।୬: ଆତଙ୍କବାଦୀ ସଂଗଠନ ଅଲକାଏଦାର କଶ୍ମୀର ୟୁନିଟ୍‌ କମାଣ୍ଡର ମୂସା ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହେବା ପରେ ତାଙ୍କ ସ୍ଥାନରେ ହାରୁନ ଆବାସ୍‌ଙ୍କୁ ନିଯୁକ୍ତି...

ନିପା ଭାଇରସ୍‌ ଆତଙ୍କ: କେରଳରେ ୬ଜଣିଆ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ,୫।୬: କେରଳରେ ନିପା ଭାଇରସ୍‌ ଆତଙ୍କ ଖେଳାଇଛି। ଜଣେ କଲେଜ୍‌ ଛାତ୍ର(୨୩) ମଙ୍ଗଳବାର ଏଥିରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ୮୬ ଜଣଙ୍କୁ ନିରୀକ୍ଷଣ କରାଯାଉଥିବା...

ଭାଜପା ସହ ମେଣ୍ଟ ପରେ ଇସିଙ୍କ ଶୁଭଦୃଷ୍ଟି: ନିର୍ବାଚନ ଲଢ଼ିପାରିବେ ସିକିମ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୦ା୯(ପି.ଟି.): ଉପନିର୍ବାଚନ ପୂର୍ବରୁ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ୍‌ ସିଂ ତମାଙ୍ଗ୍‌ଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ନିର୍ବାଚନ କମିଶନ (ଇସି) ରବିବାର ତାଙ୍କର ଅଯୋଗ୍ୟତା ଅବଧିକୁ ୫...

ତିନି ତଲାକ୍‌ ବିଲ୍‌କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରିବ ମୁସଲିମ୍‌ ପର୍ସନାଲ୍‌ ଲ’ ବୋର୍ଡ

ନୂଆଦିଲ୍ଲୀ, ୩୧।୭: ବହୁ ଚର୍ଚ୍ଚିତ ଟ୍ରିପଲ ତଲାକ ବିଲ ବା ମହିଳା ସୁରକ୍ଷା (ବିବାହ ଅଧିକାର ଆଇନ) ୨୦୧୯ ଶେଷରେ ରାଜ୍ୟସଭାରେ ପାରିତ ହୋଇଯାଇଛି। ତତ୍କାଳ...

ଶୁଶ୍ରୁତ ଥିଲେ ବିଶ୍ୱର ପ୍ରଥମ ସର୍ଜନ: ପୋଖରୀୟାଲ

ମୁମ୍ବାଇ,୧୧।୮: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀୟାଲ ଶନିବାର ଦାବି କରିଛନ୍ତି କି ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେଶ ଆଡମିନିଷ୍ଟ୍ରେଶନ(ନାସା) ଯଦି ଭବିଷ୍ୟତରେ...

ମେହବୁବା, ଓମାର ଗୃହବନ୍ଦୀ

ଶ୍ରୀନଗର,୫ା୮: ରାଷ୍ଟ୍ରପତି ଶାସନ ଜାରି ହୋଇଥିବା ଜମ୍ମୁ-କଶ୍ମୀରରେ କେନ୍ଦ୍ର ସରକାର ଓ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ମୁହାଁମୁହିଁ ଅବସ୍ଥାରେ ପହଞ୍ଚତ୍ଛନ୍ତି। ଶ୍ରୀନଗରରେ ସର୍ବଦଳୀୟ ବୈଠକରେ ସମ୍ବିଧାନର...

କଶ୍ମୀର ପଣ୍ଡିତଙ୍କ ବିନା ପୂର୍ଣ୍ଣ ନୁହେଁ ଜମ୍ମୁ-କଶ୍ମୀର: ରାଜ୍ୟପାଳ

ଶ୍ରୀନଗର,୧୫।୮: ଶେର-ଇ-କଶ୍ମୀର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସମୟରେ ରାଜ୍ୟପାଳ ସତ୍ୟପାଲ ମଲିକ କହିଛନ୍ତି କଶ୍ମୀର ପଣ୍ଡିତଙ୍କ ବିନା ଜମ୍ମୁ-କଶ୍ମୀର ସମ୍ପୂର୍ଣ୍ଣ...

ମା’ ଆଇଏଏସ୍‌, ବାପା ବିଚାରପତି: ହେଲେ ବିଧାୟିକା ହେବାକୁ ଲଣ୍ଡନରେ କରିଥିବା ଚାକିରି ଛାଡ଼ିଲେ ନୌକ୍ଷମ

ମା’ ଜଣେ ଆଇଏଏସ୍‌ ଅଫିସର। ବାପା ବିଚାରପତି। ହେଲେ ଲଣ୍ଡନରେ କରିଥିବା ଚାକିରିକୁ ଛାଡ଼ି ବିଧାୟିକା ହେବାକୁ ମନ ବଳାଇଛନ୍ତି ଝିଅ। ଏପରି ଏକ ଘଟଣା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *