ପୁରୀ ସେବାୟତଙ୍କ ୩ୟ ପର୍ଯ୍ୟାୟ କୋଭିଡ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୧୧।୭: ଶେଷ ହୋଇଛି ରଥଯାତ୍ରା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ରଥଯାତ୍ରା କିଭଳି ଭାବେ ସମ୍ପର୍ଣ୍ଣ ହୋଇଛି ସେ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ରିପୋର୍ଟ ପ୍ରଦାନ କରିବେ। ଏଥିପାଇଁ ପୁଣି ଥରେ ରଥଯାତ୍ରାରେ ନିୟୋଜିତ ହୋଇଥିବା ସେବାୟତମାନଙ୍କର କୋଭିଡ ଟେଷ୍ଟ ଆରମ୍ଭ ହୋଇଛି। ଶନିବାର ୩ଟି ସ୍ଥାନ ବାଗଡ଼ିଆ ଧର୍ମଶାଳା, ହିନ୍ଦି ସ୍କୁଲ ଏବଂ ମାର୍କଣ୍ଡେଶ୍ୱର ସାହି ବାଳିକା ଉଚ୍ଚ ବିଦ୍ୟାଳୟରେ ଏହି ଟେଷ୍ଟ କରାଯାଉଛି। ଏହା ୧୪ ତାରିଖ ଯାଏ ଚାଲିବ। ସେବାୟତଙ୍କ ସମେତ ରଥଯାତ୍ରାରେ ସାମିଲ ଅନ୍ୟ ସମସ୍ତ କର୍ମଚାରୀଙ୍କ କୋଭିଡ ଟେଷ୍ଟ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିପି କିଟ୍‌ ଯୋଗାଣ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

କଟକ ଅଫିସ,୧୭।୩:ଏସ୍‌ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଥିସହ ପ୍ରତିଦିନ ଅନ୍ୟ ରୋଗୀମାନଙ୍କ ଭିଡ ମଧ୍ୟ ବୃଦ୍ଧି ପାଉଛି। ଏଣୁ କାର୍ଯ୍ୟରତ ଡାକ୍ତରମାନେ...

ଏଥର ଅମରନାଥ ଗୁମ୍ଫା ଆକୃତିର ତୋରଣ

କଟକ ଅଫିସ,୧୨ା୮: କରୋନା ମହାମାରୀ ଯୋଗୁ କଟକରେ ଗତ ୨ ବର୍ଷ ଧରି ନିରାଡମ୍ବର ଭାବେ ଦୁର୍ଗାପୂଜା ପାଳିତ ହୋଇଥିଲା। ହେଲେ ଚଳିତବର୍ଷ କରୋନା ସ୍ଥିତିରେ...

ଲୋପ ପାଇବେ ବିଞ୍ଝାରପୁରୀ ଗାଈ

ଯାଜପୁର ଅଫିସ,୧୮ା୫: ଯାଜପୁର ଜିଲାର ବିଞ୍ଝାରପୁରୀ ଗୋ ସମ୍ପଦକୁ ୨୦୧୦ ମେ ମାସରେ ଜାତୀୟ ମାନ୍ୟତା ମିଳିଥିଲା। ଏହାସହ ମାଲକାନଗିରି ଜିଲାର ମୋଟୁ, ଗଞ୍ଜାମ ଓ...

୧୩ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଆସନ୍ତା ୧୩ ତାରିଖରୁ ଷୋଡ଼ଶ ବିଧାନସଭା ଦ୍ୱିତୀୟ ଅଧିବେଶନ ପାଇଁ କାର୍ଯ୍ୟସୂଚୀ ଧାର୍ଯ୍ୟ ହୋଇଛି। ଏହି ପରିପ୍ରେକ୍ଷୀରେ ବିଜୁ ଜନତା ଦଳର ବିଧାୟକ...

ବିଡିଓଙ୍କ ବଦଳିକୁ ବିରୋଧ: ଆନ୍ଦୋଳନ ଚେତାବନୀ ଦେଲା ମହିଳା ମହାସଂଘ

ଗୋପ,୨୩।୧୧(ଡି.ଏନ୍‌.ଏ.): ଗୋପ ବିଡିଓ ଦୀପ୍ତିରାଣୀ ଦାସ ଯୋଗଦେବାର ଏକ ବର୍ଷ ପୂରି ନ ଥିବାବେଳେ ତାଙ୍କ ବଦଳିକୁ ବାତିଲ ଦାବିରେ ବିଭିନ୍ନ ସଂଗଠନ ପକ୍ଷରୁ ସ୍ଥାନୀୟ...

ସୁସ୍ଥ ହେଲେ ଆଉ ୨୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୭୪,୪୯୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

କୂଅରେ ପଡ଼ିଗଲେ ଶିଶୁକନ୍ୟା

ରେଢାଖୋଲ,୯ା୭(ଅଚ୍ୟୁତାନନ୍ଦ ପୁରୋହିତ): ସମ୍ବଲପୁର ଜିଲା ରେଢାଖୋଲ ସହର କୁରୁମଟିକିରା ପଡାର ଏକ ଦେଢବର୍ଷର ଶିଶୁକନ୍ୟା କୂଅରେ ପଡି ମୃତ୍ୟୁବରଣ କରିଛି। ସେ ହେଲା କୃଷ୍ଣଚନ୍ଦ୍ର ସାହୁଙ୍କ...

ରସୁଲପୁରର ୧୪୩ ନମୁନା ନେଗେଟିଭ

ରସୁଲପୁର, ୧୦।୫ (ଡି.ଏନ୍‌.ଏ.)-ରସୁଲପୁର ବ୍ଲକ ଅଞ୍ଚଳରେ ଥିବା ୩୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ରାଜ୍ୟରୁ ଫେରିଥିବା ଶ୍ରମିକମାନଙ୍କୁ ରଖାଯାଇଛି। ଗତ ଏପ୍ରିଲ ୨୯ ଓ ୩୦...

Advertisement
Archives

Model This Week