ଯୁକ୍ତ ୩ ସ୍ପଟ୍‌ ନାମଲେଖା: ବୁଧବାର ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଯୁକ୍ତ ୩ ସ୍ପଟ୍‌ ନାମଲେଖା ପାଇଁ ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ବୁଧବାର ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ବୁଧବାରଠାରୁ ଏହି ନାମଲେଖା ମଧ୍ୟ ଆରମ୍ଭ ହେବ। ମନୋନୀତ ଛାତ୍ରୀଛାତ୍ରମାନେ ବୁଧବାର ଅପରାହ୍ନ ୨ଟାରୁ ଅକ୍ଟୋବର ୧ ତାରିଖ ସନ୍ଧ୍ୟା ୫ଟା ଭିତରେ ନାମ ଲେଖାଇ ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?