Posted inଖେଳ

୩ୟ ଟି୨୦ ମୁକାବିଲା: ଟସ୍‌ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ଭାରତୀୟ ଟିମ୍‌କୁ ଫେରିଲେ ‘ହିଟ୍‌ମ୍ୟାନ୍‌‘

ଅହମ୍ମଦାବାଦ,୧୬।୩: ଭାରତ-ଇଂଲଣ୍ଡ ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ୩ୟ ଟି୨୦ ମ୍ୟାଚ୍‌ ଆରମ୍ଭ ହୋଇଛି। ଏଥିରେ ଇଂଲଣ୍ଡ ଟିମ୍‌ ଟସ୍‌ ଜିତିଥିବା ବେଳେ ବୋଲିଂ କରିବାର ନିଷ୍ପତ୍ତି ନେଇଛି। ଅପରପକ୍ଷେ ଚଳିତ ମ୍ୟାଚ୍‌ରେ ଭାରତୀୟ ଟିମ୍‌ରେ ପରିବର୍ତ୍ତନ ସ୍ବରୂପ ସୂର୍ଯ୍ୟକୁମାର ଯାଦବଙ୍କ ସ୍ଥାନରେ ରୋହିତ ଶର୍ମାଙ୍କୁ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖୁସି ଖବର: ରାହୁଲ ଦ୍ରାଭିଡଙ୍କୁ ମିଳିପାରେ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୧।୫: ଭାରତୀୟ କ୍ରିକେଟ ଦଳ ଜୁଲାଇରେ ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି। ଭାରତର ପୂର୍ବତନ ଭେଟେରାନ ଖେଳାଳି ରାହୁଲ ଦ୍ରାବିଡ ଶ୍ରୀଲଙ୍କା ଗସ୍ତରେ ଦଳର କୋଚ...

ଅମିୟଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୧।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚତ୍ରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ପୁରୁଷ ୧୦୦ ମିଟର ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ରାଜ୍ୟପାଇଁ ଆଉ ଏକ...

ପିଲାଦିନର ବାନ୍ଧବୀଙ୍କୁ ବିବାହ କରିଥିଲେ ଏହିସବୁ ଭାରତୀୟ କ୍ରିକେଟର୍‌

ଭାରତୀୟ କ୍ରିକେଟରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ହେବା କିଛି ନୂଆ କଥା ନୁହେଁ। କେତେବେଳେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ନାଁ ଯୋଡା ହେଲାଣି...

ପିଏସ୍‌ଜି ସହ ଚୁକ୍ତି ବଢ଼ାଇଲେ ଫର୍‌ମିଗା

ପ୍ୟାରିସ୍‌,୭।୫(ଏଏଫ୍‌ପି): ବ୍ରାଜିଲର ଅଭିଜ୍ଞ ମହିଳା ଫୁଟବଲର ଫର୍‌ମିଗା ଜଣାଶୁଣା କ୍ଲବ ପ୍ୟାରିସ ସେଣ୍ଟ ଜର୍ମାନ (ପିଏସ୍‌ଜି) ସହିତ ତାଙ୍କର ଚୁକ୍ତି ବୃଦ୍ଧି କରିଛନ୍ତି। ୪୨ ବର୍ଷୀୟା...

ଜୁଡୋକା ସୁଶୀଲା ଦେବୀଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା

ନୂଆଦିଲ୍ଲୀ, ୨୬ା୬(ପି.ଟି.)-ଭାରତର ଅଗ୍ରଣୀ ଜୁଡୋକା ସୁଶୀଲା ଦେବୀ କଣ୍ଟିନେଣ୍ଟାଲ କୋଟା ଜରିଆରେ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଖେଳର ଅନ୍ତର୍ଜାତୀୟ ମହାସଂଘ ତରଫରୁ...

ଏହି ଭାରତୀୟ କ୍ରିକେଟର୍‌ଙ୍କୁ ‘ସାଲ୍ୟୁଟ୍‌’ ମାରିଲେ ପାକିସ୍ତାନୀ ସାମ୍ବାଦିକା

ଇସଲାମାବାଦ,୧୯।୮: ଇଂଲଣ୍ଡ ବିପକ୍ଷ ଲର୍ଡସ ଟେଷ୍ଟ ଭାରତୀୟ ପେସ୍‌ ବୋଲର୍‌ ମହମ୍ମଦ ସିରାଜ୍‌ ଚମତ୍କାର ବୋଲିଂ କରି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।...

ଅପର କଟ୍‌, ସ୍କୋୟାର କଟ୍‌, ଏବେ ହେୟାର କଟ୍‌

ମୁମ୍ବାଇ, ୨୧।୪-କରୋନା ଭାଇରସ୍‌ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସ୍ଥିତିରେ ଏବେ ବିଶେଷ କାର୍ଯ୍ୟ ନ ଥିଲେ ଘରୁ ବାହାରିବା ମନା। ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ...

ସାନିଆ, ଶ୍ରୀକାନ୍ତଙ୍କ ବିଦାୟ, କ୍ୱାର୍ଟରରେ ପ୍ରଣୀଥ

ବ୍ୟାଙ୍କକ୍‌,୧।୮(ପିଟି)- ଦେଶର ଅଗ୍ରଣୀ ଶଟଲର ସାଇନା ନେହ୍ବାଲ ଓ କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ଥାଇଲାଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରୁ ପରାଜୟ ସହ...

Advertisement
Ten Cric Info


Archives

Model This Week