Posted inଜାତୀୟ

ଥରିଲା ଅରୁଣାଚଳ ପ୍ରଦେଶ

ଇଟାନଗର,୧୯।୯: ଅରୁଣାଚଳ ପ୍ରଦେଶ ରବିବାର ଭୂକମ୍ପ ଅନୁଭୂତ ହୋଇଛି। ଅରୁଣାଚଳର ଚାଙ୍ଗଲାଙ୍ଗ ଠାରୁ ୭୦ କିଲୋମିଟର ଦୂର ଉତ୍ତର-ପଶ୍ଚିମରେ ୩ଟା୬ ମିନିଟ୍‌ରେ ଭୂକମ୍ପ ଝଟ୍‌କା ଲାଗିଥିବା ଜାତୀୟ ଭୂକମ୍ପ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ ସୂଚନା ମିଳିଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୪ ଥିବା ଜଣାପଡ଼ିଛି । ତେବେ ଏଥିରେ କୌଣସି କ୍ଷତି ହୋଇ ନ ଥିବା ଜଣାପଡ଼ିଛି। ଅନ୍ୟପଟେ ଗୁଜୁରାଟର କଚ୍ଛ ଜିଲାରେ ରବିବାର ସକାଳେ ୩.୧ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଆରମ୍ଭ ହୋଇସାରିଛି ଗୋଷ୍ଠୀ ସଂକ୍ରମଣ’

ନୂଆଦିଲ୍ଲୀ,୧୪ା୬(ପି.ଟି./ସ୍ବ.ପ୍ର.): ଭାରତରେ କରୋନା ସଂକ୍ରମଣ ସମ୍ପ୍ରତି କାୟା ମେଲିଚାଲିଛି। ପ୍ରତିଦିନ ୧୦ ହଜାରରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହେଉଛି। କିନ୍ତୁ ଦେଶରେ ଗୋଷ୍ଠୀ...

ବଜେଟ ଅଧିବେଶନ: ୩୦ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ, ୨୧।୧(ପି.ଟି.): ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୨୯ରୁ ଆରମ୍ଭ ହେଉଥିବାବେଳେ ୩୦ରେ ସର୍ବଦଳୀୟ ବୈଠକ ଡକାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା...

ଇସ୍ରୋ ଅଧ୍ୟକ୍ଷ ଶିବନଙ୍କୁ ମିଳିଲା କଲାମ ପୁରସ୍କାର

ଚେନ୍ନାଇ,୨୨।୮: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ର ଅଧ୍ୟକ୍ଷ ଡ. କେ ଶିବନଙ୍କୁ ଡ.ଏପିଜେ ଅବଦୁଲ କଲାମ ପୁରସ୍କାର ମିଳିଛି। ତାମିଲନାଡୁ ସରକାରଙ୍କ ଦ୍ୱାରା ତାଙ୍କୁ ଏହି...

ମେ ସୁଦ୍ଧା ୫-ଜି ସ୍ପେକ୍ଟ୍ରମ ନିଲାମ

ନୂଆଦିଲ୍ଲୀ,୧୨ା୧୧:ବହୁ ପ୍ରତୀକ୍ଷିତ ୫-ଜି ସ୍ପେକ୍ଟ୍ରମ ନିଲାମ ୨୦୨୨ ଏପ୍ରିଲରୁ ମେ ମାସ ମଧ୍ୟରେ ହୋଇପାରେ। ଗୁରୁବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।...

ଗ୍ୟାଙ୍ଗ୍‌ଷ୍ଟାର୍‌ ବିକାଶ ଦୁବେଙ୍କ ଅସ୍ଥି ନେବା ପାଇଁ ପହଞ୍ଚିଲେ ସ୍ତ୍ରୀ

କାନପୁର,୧୮।୮:ଉତ୍ତର ପ୍ରଦେଶର ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେ ଅସ୍ଥି ନେବା ପାଇଁ ନେବା ସ୍ତ୍ରୀ ରିଚା ଦୁବେ ମଙ୍ଗଳବାର କାନପୁରରେ ପହଞ୍ଚିଛନ୍ତି। ବିକାଶଙ୍କ ଅସ୍ଥିକୁ କାନପୁରର...

ଅଲ୍‌କାଇଦା ଆତଙ୍କବାଦୀ ଝାଡ଼ଖଣ୍ଡରୁ ଗିରଫ

ରାଞ୍ଚି,୨୨।୯: ଜଣେ ଅଲ୍‌କାଇଦା ଆତଙ୍କବାଦୀଙ୍କୁ ଏଟିଏସ୍‌ ଟିମ୍‌ ଝାଡ଼ଖଣ୍ଡରୁ ଗିରଫ କରିଛନ୍ତି। ଗିରଫ ହୋଇଥିବା ଆତଙ୍କବାଦୀଙ୍କ ନାମ ମୌଲାନା ମହମ୍ମଦ କଲିମୁଦ୍ଦିନ୍‌ ମୁଜାହିରି ବୋଲି କୁହାଯାଉଛି।...

ପଞ୍ଚାୟତ ନିର୍ବାଚନ: ସଂଖ୍ୟା ଗରିଷ୍ଠତା ହାସଲ କଲା ଶିବସେନା

ମୁମ୍ବାଇ,୧୯।୧: ମହାରାଷ୍ଟ୍ର ପଞ୍ଚାୟତ ନିର୍ବାଚନରେ ଶାସକ ଶିବସେନା ନିଜର ପରାକ୍ରମ ଦେଖାଇଛି। ରାଜ୍ୟର ୩୪ ଜିଲାର ୧୨,୭୧୧ ଗ୍ରାମ ପଞ୍ଚାୟତରେ ହୋଇଥିବା ନିର୍ବାଚନରେ ଶିବସେନା ୩୧୧୩...

ମୋଦି ଅତିଥିଙ୍କ ପାଇଁ ‘ଶାହୀ ଦାଓ୍ବତ’

ନୂଆଦିଲ୍ଲୀ,୨୯।୫: ନରେନ୍ଦ୍ର ମୋଦି ଔପଚାରିକତା ଭାବେ ଦ୍ୱିତୀୟ ଥର ପାଇଁ ଗୁରୁବାର ପ୍ରଧାନମନ୍ତ୍ରୀ ରୂପେ ଶପଥ ଗ୍ରହଣ କରିବେ। ମୋଦିଙ୍କ ଶପଥ ଗ୍ରହଣ ସମାରୋହ ଲାଗି...

Advertisement
Archives

Model This Week