ଅପରେଶନ ସାଇବର କବଚ: ୪.୫ କୋଟି ଠକେଇ, ବନ୍ଧା ହେଲେ ୩ ଅଭିଯୁକ୍ତ

ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଅପରେଶନ ସାଇବର କବଚ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ଆଣିଦେଇଛି। କୋଟି କୋଟି ଟଙ୍କାର ବେନିୟମ କାରବାର ଅଭିଯୋଗରେ ଗୋଟିଏ ପରେ ଗୋଟିଏ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରୁଛି। ଏହିଭଳି ସୋମବାର ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର ଥାନା ପୋଲିସ ଟିମ୍‌ ଏକ ବଡ଼ ସାଇବର ଠକେଇ ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଏନେଇ ଭଞ୍ଜନଗର ଥାନାରେ ୧୬୨/୨୦୨୬ରେ ଏକ ମାମଲା ପୋଲିସ ରୁଜୁ କରିଛି। ତଦନ୍ତ ସମୟରେ ପୋଲିସ ପକ୍ଷରୁ ପ୍ରାୟ ୪.୫ କୋଟି ଟଙ୍କାର ଠକେଇ ଦେବା ନେବା ଚିହ୍ନଟ କରାଯାଇଛି। ଅଭିଯୁକ୍ତମାନେ ବିଭିନ୍ନ ଡିଜିଟାଲ ମାଧ୍ୟମ ମାଧ୍ୟମରେ ଲୋକଙ୍କୁ ଠକି ଏହି ଅର୍ଥ ହସ୍ତଗତ କରିଥିବା ଅଭିଯୋଗ ରହିଛି। ଏଥିସହ ଘଟଣାର ଅଧିକ ତଦନ୍ତ ଜାରି ରହିଛି ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri