୫୨୭ ବୁଥ୍‌ରେ ମତ ସାବ୍ୟସ୍ତ କରିବେ ୪.୮୧ ଲକ୍ଷ

ଗଞ୍ଜାମ ଜିଲାରେ ହେବାକୁ ଥିବା ପୌର ନିର୍ବାଚନ ଭୋଟ ଗ୍ରହଣ ପାଇଁ ୫୨୭ଟି ବୁଥ୍‌ ପ୍ରସ୍ତୁତ କରାଯାଇଛି ା ଏଥିରେ ସମସ୍ତ ୧୮ ସହରାଞ୍ଚଳର ୪ ଲକ୍ଷ ୮୧ ହଜାର ୭୦ ଜଣ ଭୋଟର ନିଜ ମତ ସାବ୍ୟସ୍ତ କରିବେ ା ଭୋଟରଙ୍କ ମଧ୍ୟରେ ୨ ଲକ୍ଷ ୪୪ ହଜାର ୩୩୨ ପୁରୁଷ, ୨ ଲକ୍ଷ ୩୬ ହଜାର ୬୬୨ ମହିଳା ଓ ୭୬ ଜଣ ଅନ୍ୟ ଭୋଟର ରହଛନ୍ତି।
ମିଳିଥିବା ସୂଚନା ଅନୁସାରେ ବ୍ରହ୍ମପୁର ମହାନଗର ନିଗମର ୪୨ ୱାର୍ଡ ପାଇଁ ୨୫୦ଟି ବୁଥ୍‌ ହୋଇଛି। ମହାନଗରରେ ମୋଟ ୨ ଲକ୍ଷ ୫୫ ହଜାର ୩୨୬ ଜଣ ଭୋଟର ଥିବା ବେଳେ ସେଥିମଧ୍ୟରେ ୧ ଲକ୍ଷ ୨୭ ହଜାର ୭୫୩ ପୁରୁଷ, ୧ଲକ୍ଷ ୨୭ ହଜାର ୫୧୬ ଜଣ ମହିଳା ଏବଂ ୫୭ ଜଣ ଅନ୍ୟ ଭୋଟର ରହିଛନ୍ତି। ସେହିପରି ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଓ ୧୬ ଏନଏସିର ୨୪୦ ୱାର୍ଡ ପାଇଁ ୨୭୭ ଟି ବୁଥ୍‌ ହୋଇଛି। ଏସବୁ ବୁଥରେ ୨ ଲକ୍ଷ ୨୫ ହଜାର ୭୪୪ ଜଣ ଭୋଟର ନିଜ ମତ ସାବ୍ୟସ୍ତ କରିବେ ା ଏହି ୧୭ ସହରାଞ୍ଚଳରେ ମୋଟ ଭୋଟରଙ୍କ ମଧ୍ୟରେ ୧ ଲକ୍ଷ ୧୬ ହଜାର ୫୭୯ ଜଣ ପୁରୁଷ, ୧ ଲକ୍ଷ ୯ ହଜାର ୧୪୬ ଜଣ ମହିଳା ଭୋଟର ଓ ୧୯ ଅନ୍ୟ ଭୋଟର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri