ଟାୟାର ଶୋ’ରୁମ୍‌ରୁ ନେଇଗଲେ ୪.୯ ଲକ୍ଷ ଟଙ୍କା

ଭଦ୍ରକ ଅଫିସ, ୨ା୫: ଭଦ୍ରକ ଟାଉନ ଥାନା ଅଧୀନ ଚରମ୍ପାସ୍ଥିତ ଡାହାଣୀଗଡ଼ିଆ ଛକ ନିକଟ ଏକ ଟାୟାର ଶୋ’ରୁମରୁ ୪ ଲକ୍ଷ ୯୦ ହଜାର ଟଙ୍କା ଚୋରି ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସୋମବାର ରାତିରେ ମାଲିକ ନିହାର ରଞ୍ଜନ ପଣ୍ଡା ଶୋ’ରୁମ୍‌ ବନ୍ଦ କରି ଘରକୁ ଯାଇଥିଲେ। ମଙ୍ଗଳବାର ପୂର୍ବାହ୍ନରେ ସେ ଶୋ’ରୁମ୍‌ ଖୋଲିଲା ବେଳକୁ ତାଙ୍କ କ୍ୟାସ୍‌ କାଉଣ୍ଟର ଲକର ଭାଙ୍ଗି ସେଥିରେ ଥିବା ପ୍ରାୟ ୪ ଲକ୍ଷ ୯୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଚୋରି ସହ କିଛି ଚେକ୍‌ବୁକ ମଧ୍ୟ ନ ଥିବା ଦେଖିବାକୁ ପାଇଥିଲେ। ଦୁର୍ବୃତ୍ତମାନେ ଶୋ’ରୁମ୍‌ର ପଛପଟ ଝରକା କାଚ ଭାଙ୍ଗି ଭିତରକୁ ପଶି ଚୋରି କରିଛନ୍ତି। ଟାଉନ ପୋଲିସ ବାଲେଶ୍ୱରରୁ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ୍‌ ଆଣି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri