ସଂଘବଦ୍ଧ ଆକ୍ରମଣ ଓ ବନ୍ଧୁକ ଜବତ ମାମଲା: ୪ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନିକଟ ଏ.ରଘୁନାଥପୁର ଗ୍ରାମରେ କଲ୍ୟାଣମଣ୍ଡପ ଜମି ଚିହ୍ନଟକୁ କେନ୍ଦ୍ରକରି ବୁଧବାର ସକାଳେ ଘଟିଥିବା ସଂଘବଦ୍ଧ ଆକ୍ରମଣ ଓ ବନ୍ଧୁକ ଜବତ ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ କେସ୍‌ ନଂ ୧୯୭/୨୦ ଅନୁଯାୟୀ ଶୁକ୍ରବାର ବ୍ରହ୍ମପୁର ଜିଲା ଦୌରାଜଜ୍‌ କୋର୍ଟକୁ ଚାଲାଣ କରାଯାଇଛି। ଅଭିଯୁକ୍ତମାନେ ହେଲେ ବ୍ରହ୍ମପୁର ବଡ଼ବଜାର ଥାନା ଧର୍ମନଗରର ଦିଲ୍ଲୀପ କୁମାର ପୃଷ୍ଟି, ତୃପ୍ତିନଗରର ଆକାଶ ସାହୁ, ଦିଗପହଣ୍ଡି ଥାନା ଏ. ରଘୁନାଥପୁର ଗ୍ରାମର ବୀରେନ୍ଦ୍ର ଗୌଡ଼ ଏବଂ ଆଦର୍ଶ ପାଢ଼ୀ। ଜାମିନ ଆବେଦନ ନାମଞ୍ଜୁର ହେବାରୁ ସେମାନଙ୍କୁ ବ୍ରହ୍ମପୁର ଜେଲ୍‌କୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଜଣେ ମୃତ:କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ,୧୬।୬(ସ୍ବ.ପ୍ର.):କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ଭତ୍ରାଗୁଡା ଛକଠାରେ ରବିବାର ଏକ ଘରୋଇ ବସ୍‌ ଧକ୍କାରେ ଜଣେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ...

ପୁସ୍ତକ ଅସୁମାରି ସ୍ବପ୍ନ ସମାଜ ପାଇଁ ଆଲୋକ ବର୍ତ୍ତିକା

ସୋନପୁର,୨୬ା୧(ନି.ପ୍ର.) – ପୁସ୍ତକ ଅସୁମାରି ସ୍ବପ୍ନ ଏକ ପ୍ରବନ୍ଧ ସଙ୍କଳନ। ଏହା ସମାଜରେ ସୁଧାର ଆଣିବ। ସମସାମୟିକ ସାମାଜିକ ସମସ୍ୟା ସମ୍ପର୍କରେ ଏଥିରେ ସୁନ୍ଦର ଭାବେ...

ରଥଯାତ୍ରା ପ୍ରସଙ୍ଗ: ପ୍ରାୟୋଜିତ ଯୋଜନା କହିଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୨।୬: ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିବନି ମହାପ୍ରଭୁଙ୍କ ରଥ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରଥଯାତ୍ରା ବନ୍ଦ ରଖିବା ଲାଗି ଶୁକ୍ରବାର ସୁପ୍ରିମ୍‌କୋର୍ଟ ରାୟ...

ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ

ପୁରୀ ଅଫିସ/ନିମାପଡ଼ା/ପିପିଲି, ୬ା୧ (ଡି.ଏନ୍‌.ଏ./ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ...

ଚିଟ୍‌ଫଣ୍ଡରେ ଟଙ୍କା ରଖି ଲୋକେ ହତାଶ: ବଣ୍ଡ୍‌ ଧରି ଥାନାରେ ପହଞ୍ଚିଲେ ହିତାଧିକାରୀ

ଚିତ୍ରକୋଣ୍ଡା,୧୧।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ କଦଳୀବନ୍ଧା ଗାଁର ଲୋକେ ଦୀର୍ଘ ବର୍ଷ ହେଲା ଚିଟ୍‌ଫଣ୍ଡରେ ଟଙ୍କା ରଖି ଠକେଇର ଶିକାର...

ଗାଁ ପ୍ରବେଶ ପଥ ସିଲ୍‌ କଲେ ଗ୍ରାମବାସୀ

ଲାଠୋର, ୧୦ା୪(ଡି.ଏନ.ଏ.) – ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ଲୋକ ଭୟଭୀତ ହୋଇ ପଡିଛନ୍ତି। କାଳେ ସେମାନଙ୍କ ଗାଁ କରୋନା ପ୍ରଭାବିତ...

ମେଳିରେ ତାତିଲେ ଆଦିବାସୀ, ନଇଁଲା ପ୍ରଶାସନ

ଆର.ଉଦୟଗିରି,୧୭।୭(ଡି.ଏନ୍‌.ଏ.): ତାତିଲେ ଆଦିବାସୀ, ନଇଁଲା ପ୍ରଶାସନ। ଗଜପତି ଜିଲା ମୋହନା ବ୍ଲକରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। ସୂଚନା ଅନୁଯାୟୀ, ମୋନହା ବ୍ଲକ ଅଧୀନ...

ସାଧାରଣ ରୋଗ ପାଇଁ ଡାକ୍ତରଖାନା ମନା

ହିଞ୍ଜିଳିକାଟୁ,୧ା୪(ଡି.ଏନ୍‌.ଏ.): କରୋନା ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଜରୁରୀ କାମ ନ ଥିଲେ ଲୋକେ ବାହାରକୁ ନ ବାହାରିବା ପାଇଁ କଟକଣା...

Advertisement
Archives

Model This Week