ପ୍ରଧାନ ଶିକ୍ଷକଙ୍କୁ ଗୋଡ଼ାଇ ପିଟିବା ମହଙ୍ଗା ପଡ଼ିଲା

ବାଲିଗୁଡ଼ା,୧୩।୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅଧୀନ ସୁଡ୍ରା ସେବାଶ୍ରମ ପ୍ରଧାନ ଶିକ୍ଷକ ବିଦ୍ୟାଳୟ ଚାଉଳ ବିକ୍ରି ଓ ମହିଳାଙ୍କୁ ଦୁର୍ବ୍ୟବହାର କରୁଥିବା ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରି ନିରାଶ ହେବା ପରେ ଆଇନ୍‌କୁ ହାତକୁ ନେଇ ପ୍ରଧାନ ଶିକ୍ଷକଙ୍କୁ ଗୋଡାଇ ଗୋଡାଇ ପିଟିବା ଘଟଣାରେ ପୋଲିସ ରବିବାର ୪ଜଣଙ୍କୁ ଗିରଫ କରିଛି। ଏପରି କି ପୋଲିସ ୩୦ ଜଣଙ୍କ ନାମରେ ମାମଲା ରୁଜୁ କରିଛି।

ଏ ନେଇ ବାଲିଗୁଡ଼ା ଥାନାରେ ଏକ ମାମଲା (ନଂ.୧୯୩/୨୩) ରୁଜୁ ହୋଇଛି। ଗିରଫ ସୁଦନ ମଲ୍ଲିକ, ବିଭୂତି ମଲ୍ଲିକ, ନାଭିଦିତ୍ୟ ମଲ୍ଲିକ ଓ ସୁନୀଲ ମଲ୍ଲିକକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ବାରଖମା ଫାଣ୍ଡି ଅଧିକାରୀ ହରିଶଙ୍କର ମାଠିଆ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ହେଲେ ଦୀର୍ଘଦିନ ହେଲା ପ୍ରଧାନ ଶିକ୍ଷକଙ୍କ ବିରୋଧରେ ଆସୁଥିବା ଅଭିଯୋଗ ସମ୍ପର୍କରେ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବା ଅଭିଯୋଗ ହୋଇଛି। ଏନେଇ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri