ବେଆଇନ ସିମ୍‌ କାରବାରରେ ୪ ଗିରଫ

କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସାଇବର ପୋଲିସ ମୋବାଇଲ ସିମ୍‌ କାରବାର ଘଟଣାରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ସମସ୍ତେ ଘସିପୁରା ଓ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ବୋଲି ଜଣାପଡ଼ିଛି। ସେମାନେ ବିଭିନ୍ନ ଲୋକଙ୍କୁ ଠକି ସେମାନଙ୍କ ନାମର ସିମ୍‌କୁ ସାଇବର ଅପରାଧୀଙ୍କୁ ବିକ୍ରି କରିଥିବା ପୋଲିସ କହିଛି। ଏସ୍‌ପି ଅଫିସରେ ଅନୁଷ୍ଠିତ ଏକ ପ୍ରେସ୍‌ମିଟ୍‌ରେ ଏସ୍‌ପି ନୀତିନ କୁଶଲକର ଦାଗଡୁ କହିଛନ୍ତି। ଅଭିଯୁକ୍ତମାନେ ବିଭିନ୍ନ ରାଜ୍ୟରେ ୫ହଜାରରୁ ଊଦ୍ଧର୍‌ବ ବିଭିନ୍ନ କମ୍ପାନୀର ସିମ୍‌ ବାଣ୍ଟିଥିବା ବେଳେ ଏହି ସିମ୍‌ଗୁଡିକରେ ବହୁ ସାଇବର କ୍ରାଇମ୍‌ ଘଟିଥିବା କହିଛନ୍ତି। କମ୍ପାନୀକୁ ଜଣାଇ ସେସବୁ ସିମ୍‌ ନିଷ୍କ୍ରିୟ କରି ଦେବାକୁ କୁହାଯିବା ସହ ଅନ୍ୟ ଅପରାଧ ସହିତ ଲିଙ୍କ୍‌ ତଦନ୍ତ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?