Posted inଜାତୀୟ

୪ କାର୍‌-ଆମ୍ବୁଲାନ୍ସ ଧକ୍କା, ୫ ମୃତ…

ମୁମ୍ବାଇ,୫।୧୦ : ଦଶହରା ସକାଳେ ମୁମ୍ବାଇରେ ବଡ ଧରଣର ଦୁର୍ଘଟଣା ଘଟିଛି। ବାନ୍ଦ୍ରା ୱର୍ଲି ସି ଲିଙ୍କଠାରେ ଚାରିଟି କାର ଏବଂ ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା ହେବା ଫଳରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏଥିସହିତ ୧୨ ଜଣ ସାମାନ୍ୟ ଆହତ ହୋଇଥିବା କୁହାଯାଉଛି। ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି।

ସୂଚନାନୁସାରେ, ବାନ୍ଦ୍ରା ୱର୍ଲି ସି ଲିଙ୍କରେ ପୂର୍ବରୁ ଏକ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଆହତମାନଙ୍କୁ ନେବାକୁ ଆମ୍ବୁଲାନ୍ସ ଡକାଯାଇଥିଲା। ଆହତମାନଙ୍କୁ ନେବା ପାଇଁ ଆମ୍ବୁଲାନ୍ସ୍‌ ଡକାଯାଇଥିଲା। ତେବେ ଅନ୍ୟ ତିନିଟି ଗାଡି ଆମ୍ବୁଲାନ୍ସକୁ ଧକ୍କାଦେଇଥିଲେ। ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକ ପ୍ରକାଶ କରିବା ସହିତ ଆହତମାଦଙ୍କ ଆରୋଗ୍ୟ କାମନା କରିଛନ୍ତି। ପୋଲିସ ବର୍ତ୍ତମାନ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri