କୀଟନାଶକ ପିଇ ୪ ଶିଶୁ ଗୁରୁତର

ଭଦ୍ରକ ଅଫିସ,୬ା୪: ଭଦ୍ରକ ଜିଲା ତିହିଡ଼ି ଥାନା ଝିଙ୍କିରିଆରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବିଲରେ ଖେଳୁଥିବା ବେଳେ ୪ ଶିଶୁ କୀଟନାଶକ ପିଇ ଦେଇଛନ୍ତି। ଫଳରେ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ସମସ୍ତଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି ଶିଶୁମାନଙ୍କ ବୟସ ଦେଢ଼ରୁ ୩ ବର୍ଷ ମଧ୍ୟରେ ହେବ। ଏମାନଙ୍କ ମଧ୍ୟରେ ଦୁଇ ଭଉଣୀ-ଭାଇ ଥିବା ବେଳେ ଅନ୍ୟ ଦୁଇଜଣ ଆଉ ଦୁଇ ପରିବାରର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?