Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ଦୁର୍ଘଟଣା, ବିଦ୍ୟୁତ୍‌ ଆଘାତ ଯୋଗୁ ୪ କଂଗ୍ରେସ କର୍ମୀ ହସ୍ପିଟାଲରେ ଭର୍ତ୍ତି…

ବେଲାରି,୧୬।୧୦ : କର୍ନାଟକର ବେଲାରିରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଏକ ବଡ଼ ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ ପଦଯାତ୍ରାରେ ଚାରିଜଣ କଂଗ୍ରେସ କର୍ମୀ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଏହା ପରେ ସେମାନେ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ଚିକିତ୍ସା ଲାଗି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ସମସ୍ତ କର୍ମୀମାନେ ହାତରେ ପତାକା ଓ ଲୁହା ବାଡ଼ି ଧରିଥିଲେ।

ଟୁଇଟ କରି ଘଟଣା ସମ୍ପର୍କରେ ସୂଚନା ଦେଇ ରଣଦୀପ ସୁର୍ଜେୱାଲା କହିଛନ୍ତି ଯେ ରବିବାର ପଦଯାତ୍ରାରେ ଏକ ଦୁର୍ଭାଗ୍ୟଜନକ ଘଟଣା ଘଟିଛି। ବେଲାରିର ମୋକା ସହର ନିକଟରେ ଚାରି ଜଣ କର୍ମୀ ବିଦ୍ୟୁତ ଆଘାତ ପାଇଥିଲେ। ରାହୁଲ ଗାନ୍ଧୀ ମୋତେ ଏବଂ ବିଧାୟକ ନାଗେନ୍ଦ୍ରଙ୍କୁ ସିଭିଲ ହସ୍ପିଟାଲ ପରିଦର୍ଶନ କରିବାକୁ ପଠାଇଥିଲେ। ଭଗବାନ ଦୟାଳୁ ତେଣୁ ସବୁ ଠିକ ଅଛି। ଏହି ଚାରିଜଣଙ୍କୁ କଂଗ୍ରେସ ପକ୍ଷରୁ ୧ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?