Posted inଜାତୀୟ

ବଳାତ୍କାର ପରେ ହତ୍ୟା କରି ୭ ବର୍ଷ ବୟସ୍କା ନାବାଳିକାଙ୍କର କଲିଜା ରାନ୍ଧି ରୁଟି ସହ ଖାଇଥିବା ୪ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ…

ଲକ୍ଷ୍ନୌ,୧୬।୧୨ : ଉତ୍ତରପ୍ରଦେଶର ବହୁଚର୍ଚ୍ଚିତ ଭଦରସ ମାମଲାରେ ଚାରିଜଣ ଦୋଷୀଙ୍କୁ ଶନିବାର କାନପୁର ଦେହାତ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିିତ ୨୦ ହଜାର ଟଙ୍କା ଲେଖାଏଁ ଜରିମାନା ମଧ୍ୟ ଲାଗୁ କରାଯାଇଛି। କାନପୁରର ଭଦରସ ଘଟଣା ଏତେ ଭୟଙ୍କର ଥିଲା ଯେ ଏହା ଶୁଣିବା ପରେ ଲୋକ ଭୟରେ ଶିହିରି ଉଠିଥିଲେ। ଦୀପାବଳିର ରାତିରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କରିବା ପରେ ତାଙ୍କର ମୃତଦେହରୁ କଲିଜା ବାହାର କରି ରାନ୍ଧି ରୁଟି ସହ ଖିଆ ଯାଇଥିଲା।

ଘାଟପୁର ପୋଲିସ ଷ୍ଟେଶନ ଅଞ୍ଚଳରେ ୧୪ ନଭେମ୍ବର ୨୦୨୦ରେ ଏହା ଘଟିଥିଲା। ଗାଁର ବାସିନ୍ଦା ପର୍ଶୁରାମ ଏବଂ ତାଙ୍କ ସ୍ତ୍ରୀ ପୁତୁରା ଅଙ୍କୁଲ ଏବଂ ଭେରାନଙ୍କ ଦ୍ୱାରା ନାବାଳକଙ୍କୁ ବାଣ ଏବଂ ଚକୋଲେଟ ଦେବା ବାହାନାରେଘରକୁ ନେଇ ଆସିଥିଲେ। ପର୍ଶୁରାମଙ୍କର ସନ୍ତାନ ହେଉ ନ ଥିବାରୁ ତାନ୍ତ୍ରିକ ପୂଜା କରି ନିରୀହ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର କରାଯାଇ ବଳି ଦିଆଯାଇ ହତ୍ୟା କରାଯାଇଥିଲା। ଏହା ପରେ ତାଙ୍କ କଲିଜାକୁ ରୁଟି ସହିତ ପର୍ଶୁରାମ ଏବଂ ତାଙ୍କ ସ୍ତ୍ରୀ ଖାଇଥିଲେ । ତତ୍କାଳୀନ ଏସପି ବ୍ରଜେଶ ଶ୍ରୀବାସ୍ତବଙ୍କ ଅନୁଯାୟୀ, ପର୍ଶୁରାମ ୧୯୯୯ ରେ ବିବାହ କରିଥିଲେ, କିନ୍ତୁ ସନ୍ତାନ ନ ଥିବାରୁ ଏହି ଦମ୍ପତି ତନ୍ତ୍ର ବିଦ୍ୟା ନାମରେ ଏଭଳି ଭୟାନକ ପଦକ୍ଷେପ ନେଇଥିଲେ।

ନ୍ତମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏ ସମ୍ପର୍କରେ ସୂଚନା ପାଇବା ପରେ ରାଗି ଯାଇଥିଲେ। ଏ ହି ଘଟଣାର ସମ୍ପୂର୍ଣ୍ଣ ସୂଚନା ନେବା ପରେ, ପୀଡିତାଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ସହ ଅପରାଧୀଙ୍କୁ ଗିରଫ କରି ନିରପେକ୍ଷ ତଦନ୍ତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri