ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୮୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡା, ସୁନ୍ଦରଗଡ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri