ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୪୨କୃ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ନବରଙ୍ଗପୁରରୁ ୨ ଜଣ, ଜଗତସିଂହପୁର-ବଲାଙ୍ଗୀରରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଡିଗ୍ରୀ ଉପରେ ୭ ସହର

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ତାତିର ପ୍ରକୋପ ବହୁ ମାତ୍ରାରେ ବଢିଯାଇଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ଉପରକୁ ଟପିଛି।...

ତୁରନ୍ତ ପ୍ରକଳ୍ପ କାମ ଆରମ୍ଭ ଲାଗି ନିର୍ଦ୍ଦେଶ

ବନ୍ତ, ୧।୪ (ଡି.ଏନ୍‌.ଏ./ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ମହାନ୍ତିପଡ଼ା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗୁରୁବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ...

ଗର୍ଭସ୍ଥ ଶିଶୁ ଓ ମା’ଙ୍କ ମୃତ୍ୟୁ ଘଟଣା: ବିନା ଫିଟ୍‌ନେସ,ଇନ୍ସ୍ୟୁରାନ୍ସରେ ଚାଲୁଥିଲା ଆମ୍ବୁଲାନ୍ସ

ବାରିପଦା ଅଫିସ,୧୧ା୧୦- ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଜଣେ ପ୍ରସୂତିଙ୍କୁ ନେଇ ବାରିପଦା ମେଡିକାଲ ଆଣୁଥିବା ବେଳେ ଆମ୍ବୁଲାନ୍ସର ତେଲ ସରିଯାଇଥିଲା। ଫଳରେ ଅଧାବାଟରେ ଦୀର୍ଘ ସମୟ...

ଜନ୍ମ ଜନ୍ମାନ୍ତର ପାପ କ୍ଷୟ କରେ ଭୀଷ୍ମ ପଞ୍ଚକ ବ୍ରତ…

ପବିତ୍ର କାର୍ତ୍ତିକ ମାସର ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶେଷ ୫ ଦିନକୁ ଭୀଷ୍ମ ପଞ୍ଚକ କୁହାଯାଇଥାଏ। ଏହି ବ୍ରତ କଲେ ଏକ ହଜାର ଏକାଦଶୀ...

ବିପତ୍ତି ବେଳେ ବିକୃତ ମାନସିକତା: ୧୦୪ ନଂକୁ ଆସୁଛି ଫେକ୍‌ କଲ୍‌, ମହିଳା କର୍ମଚାରୀଙ୍କୁ କରୁଛନ୍ତି ଅଶାଳୀନ ବ୍ୟବହାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୋଟିଏ ପଟେ କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଆକ୍ରାନ୍ତଙ୍କୁ ଶୀଘ୍ର ଚିହ୍ନଟ...

ନବମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ତେବେ ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ ରହୁଛି...

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା: ସିଏଏ ସମର୍ଥନରେ ହେବାକୁ ଥିବା ବିଶାଳ ରାଲିରେ ଯୋଗଦେବେ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ ଓ ୨୯ ତାରିଖାରେ ସେ ଓଡ଼ିଶା ଆସିବେ। ଏହି ଗସ୍ତରେ ଶାହା...

ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ଜାରି

ଭୁବନେଶ୍ୱର,୨୩।୪: ତୃତୀୟ ପର୍ଯ୍ୟାୟ ର୍ନିବାଚନରେ ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମଙ୍ଗଳବାର ସକାଳୁ ମତଦାନ ଆରମ୍ଭ ହୋଇଛି। ୬ ଲୋକସଭା...

Advertisement
Archives

Model This Week