ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୪୨କୃ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ନବରଙ୍ଗପୁରରୁ ୨ ଜଣ, ଜଗତସିଂହପୁର-ବଲାଙ୍ଗୀରରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।